• About Us
  • Contact Us
Monday, March 9, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

ଜୟପୁରରେ ମର୍ମନ୍ତୁଦ ଦୁର୍ଘଟଣା, କେମିକାଲ ଟ୍ୟାଙ୍କର ଏବଂ ଟ୍ରକ ଧକ୍କା

by Voice of Victims
February 19, 2026
in ଦେଶ ବିଦେଶ, ମୁଖ୍ୟ ଖବର, ସମସ୍ୟା
ଜୟପୁରରେ ମର୍ମନ୍ତୁଦ ଦୁର୍ଘଟଣା, କେମିକାଲ ଟ୍ୟାଙ୍କର ଏବଂ ଟ୍ରକ ଧକ୍କା

ଜୟପୁର : ଜୟପୁର ଦିଲ୍ଲୀ ଆଜମେର ହାଇୱେରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ହାଇଡ୍ରୋଜେନ ପରାକ୍ସାଇଡ ଭର୍ତ୍ତି ଥିବା ଏକ କେମିକାଲ ଟ୍ୟାଙ୍କର ସାମ୍ନାରେ ଟ୍ରକ ସହିତ ଧକ୍କା ହୋଇଥିଲା । ଧକ୍କା ଏତେ ଜୋରରେ ଥିଲା ଯେ, ଗାଡିର ସାମ୍ନା ଭାଗ ସଂପୂର୍ଣ୍ଣ କ୍ଷତିଗ୍ରସ୍ତ ହୋଇଥିଲା ।

ଖବର ମୁତାବକ, ଦୁର୍ଘଟଣା ଶାହପୁର ନିକଟରେ ହୋଇଥିଲା । ଏହାପରେ ହାଇୱେ ଜାମ୍ ହୋଇଯାଇଥିଲା । ଫଳରେ ଯାତାୟତ ସଂପୂର୍ଣ୍ଣ ବାଧାପ୍ରାପ୍ତ ହୋଇଥିଲା । ଘଟଣା ବିଷୟରେ ସୂଚନା ପାଇଁ ପୋଲିସ ଏବଂ ଦମକଳ ଗାଡି ଘଟଣା ସ୍ଥଳରେ ପହଞ୍ଚିଥିଲା । ଟ୍ୟାଙ୍କରରେ ବିପଦପୂର୍ଣ୍ଣ କେମିକାଲ ହେବା ଯୋଗୁଁ ପ୍ରଶାସନ ତୁରନ୍ତ ଘଟଣା ସ୍ଥଳରେ ପହଞ୍ଚି ଘେରାବନ୍ଦୀ କରିଥିଲା । ତେବେ ଦୁର୍ଘଟଣାରେ କେହି ଆହତ ହୋଇନଥିବା ଜଣାପଡିଛି ।

ତେବେ ପୋଲିସ ଏବଂ ସ୍ଥାନୀୟ ଲୋକଙ୍କ ସହାୟତାରେ ତୁରନ୍ତ କ୍ରେନ ସହାୟତାରେ ଟ୍ୟାଙ୍କରକୁ ହଟାଯାଇଥିଲା । ଟ୍ୟାଙ୍କରରେ ବିପଦପୂର୍ଣ୍ଣ ପଦାର୍ଥ ଥିବାରୁ ଉଦ୍ଧାର କାମ ସତର୍କତାର ସହିତ କରାଯାଇଥିଲା । ହାଇୱେ ଜାମ୍ ହୋଇଯାଇଥିଲା । ଫଳରେ ଯାତାୟତ ସଂପୂର୍ଣ୍ଣ ବାଧାପ୍ରାପ୍ତ ହୋଇଥିଲା ।

Post Views: 26
Share198Tweet124Send
Voice of Victims

Voice of Victims

Recent Posts

  • ବୃହତ ବିଜୟ ସହ ଟାଇଟେଲ ହାତେଇଲା ଭାରତ
  • ପଶ୍ଚିମବଙ୍ଗ ପ୍ରଶାସନ ଉପରେ ବର୍ଷିଲେ ରାଷ୍ଟ୍ରପତି, ଅସନ୍ତୋଷ ପରେ ମମତା ବାନାର୍ଜୀ ଦେଲେ ପ୍ରତିକ୍ରିୟା
  • ଖାତାକୁ ଗଲା ସୁଭଦ୍ରା ଟଙ୍କା: ବାଣ୍ଟିଲେ ମୁଖ୍ୟମନ୍ତ୍ରୀ
  • ସାଇ ରମଣଙ୍କୁ ଶୁଭେଚ୍ଛା ଜଣାଇଲେ ଶିକ୍ଷକ ସଂଘ
  • ସାଂସଦ ଏବଂ ଜିଲ୍ଲାପାଳଙ୍କ ପର୍ଯ୍ୟଟନ ପୀଠସ୍ଥଳୀ ପରିଦର୍ଶନ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In