• About Us
  • Contact Us
Thursday, February 5, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଓଡ଼ିଶାରେ ପ୍ରଥମଥର ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ଦଣ୍ଡ, ୯ ବାଂଲାଦେଶୀଙ୍କୁ ୨ ବର୍ଷ ଜେଲ୍

by Voice of Victims
February 3, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ସମସ୍ୟା
ଓଡ଼ିଶାରେ ପ୍ରଥମଥର ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ଦଣ୍ଡ, ୯ ବାଂଲାଦେଶୀଙ୍କୁ ୨ ବର୍ଷ ଜେଲ୍

ଭୁବନେଶ୍ୱର : ଓଡ଼ିଶାରେ ପ୍ରଥମଥର ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ସଜା । ୯ ଅନୁପ୍ରବେଶକାରୀ ବାଂଲାଦେଶୀଙ୍କୁ ୨ ବର୍ଷ ଜେଲ୍ । ସଜା ଶୁଣାଇଛନ୍ତି ଖୋର୍ଦ୍ଧା ଜିଲ୍ଲା ଦୌରାଜଜ୍। ଏହାସହ ୧୦ ହଜାର ଟଙ୍କା ଲେଖାଏଁ ଜରିମାନା କରାଯାଇଛି। ଜରିମାନା ଅନାଦେୟ ହେଲେ ଆଉ ୩ ମାସ କାରାଦଣ୍ଡ । ୬ଜଣ ସାକ୍ଷୀ ଓ ୧୪ଟି ଦସ୍ତାବିଜ୍ ଆଧାରରେ କୋର୍ଟ ସଜା ଶୁଣାଇଛନ୍ତି।

୨୦୨୫ ମସିହା ମାର୍ଚ୍ଚ ୮ ତାରିଖରେ ଧରାପଡ଼ିଥିଲେ ଅନୁପ୍ରବେଶକାରୀ । ୩ଜଣ ମହିଳାଙ୍କ ସହ ୭ଜଣ ପୁରୁଷଙ୍କୁ ଧରିଥିଲା STF । ଭୁବନେଶ୍ବର ରେଳଷ୍ଟେସନରୁ ଗିରଫ କରାଯାଇଥିଲା। ସେମାନଙ୍କ ମଧ୍ୟରେ ଜଣେ ନାବାଳକ ଥିଲେ। ସଜା ଶୁଣାଇବା ପରେ ଅଭିଯୁକ୍ତଙ୍କୁ ବାଂଲାଦେଶ ହାଇ କମିଶନରଙ୍କୁ ହସ୍ତାନ୍ତର ପାଇଁ ପୋଲିସକୁ ଅନୁରୋଧ କଲେ ବାଂଲାଦେଶ ରାଷ୍ଟ୍ରଦୂତ।

Post Views: 15
Share199Tweet124Send
Voice of Victims

Voice of Victims

Recent Posts

  • SIR କୁ ନେଇ ସୁପ୍ରିମକୋର୍ଟରେ ଶୁଣାଣି, ପଶ୍ଚିମବଙ୍ଗ ସହିତ ଅନ୍ୟାୟ ହେଉଛି ବୋଲି କହିଲେ ମମତା ବାନାର୍ଜୀ
  • ଆଉ ଲୋକଙ୍କୁ ବାରମ୍ବାର ତହସିଲ ଅଫିସକୁ ଦୌଡ଼ିବାକୁ ପଡ଼ିବନି ହ୍ବାଟସଆପରେ ମିଳିବ ରାଜସ୍ବ ସେବା
  • ମନ୍ଦିର ବେଢାରେ ଝାଡ଼ୁ ମାରିଲେ ରାଷ୍ଟ୍ରପତି, କଡାକଡି କରାଯାଇଛି ସୁରକ୍ଷା ବ୍ୟବସ୍ଥା
  • ପରସ୍ପର ସହିତ ଧକ୍କା ହେଲା ୨ ବିମାନର ଡେଣା, ମୁମ୍ବାଇ ବିମାନବନ୍ଦରରେ ଅବତରଣ କଲା ଇଣ୍ଡିଗୋ ବିମାନ
  • ଆଗକୁ ପଞ୍ଚାୟତ ଓ ପୌର ନିର୍ବାଚନ, ଚାରି ଜିଲ୍ଲାରେ ଚାରି ନେତାଙ୍କୁ ନୂଆ ଦାୟିତ୍ବ ଦେଲେ ବିଜେଡି ସୁପ୍ରିମୋ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In