• About Us
  • Contact Us
Monday, August 10, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ମଣିନାଗ ପାର୍କ ନିକଟରୁ ପାଞ୍ଚ ଡକାୟତ ଗିରଫ

by Voice of Victims
March 21, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର
ମଣିନାଗ ପାର୍କ ନିକଟରୁ ପାଞ୍ଚ ଡକାୟତ ଗିରଫ

ରଣପୁର ୨୧/୩: ବୁଧବାର ବିଳମ୍ବିତ ରାତିରେ ଇଟାମାଟି ଥାନା ଅନ୍ତର୍ଗତ ଶଙ୍ଖେଇ ନୋତର ଗ୍ରାମରେ ଡକାୟତି କରିବା ଉଦେଶ୍ୟରେ ୯ ଜଣ ଡକାୟତ ନୋତର ହାଇସ୍କୁଲ ପଛପଟରେ ଥିବା ପାହାଡ଼ରେ ବସି ଯୋଜନା କରୁଥିଲେ l ଇଟାମାଟି ପୋଲିସ କୌଣସି ସୂତ୍ରରୁ ଖବର ପାଇ ପାହଡକୁ ଘେରିବା ସହ ଚଢ଼ାଉ କରିଥିଲେ l ଚଢ଼ାଉ ବେଳେ ପୋଲିସ ୪ ଜଣକୁ କାବୁ କାରି ନେଇଥିବା ବେଳେ ଅନ୍ୟ ପଞ୍ଚାଜଣ ଫେରାର ହୋଇଯାଇଥିଲେ l ଏ ସମ୍ପର୍କରେ ଇଟାମାଟି ଥାନା ତରଫରୁ ଅନ୍ୟ ଥାନାମାନଙ୍କୁ ସୂଚନା ପ୍ରଦାନ କରାଯାଇଥିଲା l ସେଠାରୁ କୌଶଳକ୍ରମେ ଫେରାର ହୋଇଯାଇଥିବା ଡକାୟତମାନେ ରଣପୁର ଅଞ୍ଚଳକୁ ପଶି ଆସିଥିବା ବେଳେ ସେମାନେ ମଣିନାଗ ପାର୍କ ନିକଟସ୍ଥ ପାହାଡରେ ଯୋଜନା କରୁଥିବା ବେଳେ ରଣପୁର ପୋଲିସ ବିଶେଷ ସୂତ୍ରରୁ ଖବର ପାଇ ରଣପୁର ଥାନା ଅଧିକାରୀ ଆଶିଷଦେବ ସାହୁ ଓ ପୋଲିସ ଟିମ ଚଢ଼ାଉ କରି ୫ ଜଣ ଡକାୟତଙ୍କୁ କାବୁ କରିବାରେ ସମର୍ଥ ହୋଇଥିଲା l

ସେମାନଙ୍କ ଠାରୁ ଲକ୍ଷାଧିକ ଟଙ୍କାର ରୂପା ଅଳଙ୍କାର ଜବତ ହୋଇଥିବା ପୋଲିସ ସୂତ୍ରରୁ ସୂଚନା ମିଳିଛି l ସେମାନଙ୍କ ନାମରେ ଦର୍ପନାରାୟଣପୁର, ଇଟାମାଟି, ଶରଣକୁଳ, ବାଣପୁର, ନୟାଗଡ ସଦର ଅଂଚଳରୁ ଚୋରି କରିଥିବା ସ୍ୱୀକାର କରିଥିଲେ | ଗିରଫ ବ୍ୟକ୍ତିମାନଙ୍କ ନାମରେ ରଣପୁର ପୋଲିସ ୫୮/୨୦୨୫ ନମ୍ବରରେ ମୋକଦ୍ଦମା ରୁଜୁ କରିଥିବା ଜଣାପଡିଛି | ଗିରଫ ବ୍ୟକ୍ତି ହେଲେ ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଅନ୍ତର୍ଗତ ବାଞ୍ଛାନିଧିପୁରର ବାସୁ ପ୍ରଧାନ (୩୫), ଖୋର୍ଦ୍ଧା ଜିଲ୍ଲା ନିରାକାରପୁର ଥାନା ଅନ୍ତର୍ଗତ ଚିତ୍ରକୂଟ ଗାଁ ର ରାଜୁ ପ୍ରଧାନ (୨୫), ଜଙ୍କିଆ ଥାନା ଅନ୍ତର୍ଗତ ଛାତଗିରି ଗ୍ରାମର ମାନସ ରେଡି (୨୫), ବାଣପୁର ଥାନା ବାଞ୍ଛାନିଧିପୁରର ସ୍ୱାଧୀନ ପ୍ରଧାନ (୨୦) ଓ ନିରାକାରପୁର ଥାନା ଅନ୍ତର୍ଗତ ଚିତ୍ରକୂଟ ଗାଁ ର ଚଗଲା ପ୍ରଧାନ ବୋଲି ପୋଲିସ ତଥ୍ୟରୁ ଜଣା ପଡିଛି |

Post Views: 161
Share210Tweet131Send
Voice of Victims

Voice of Victims

Recent Posts

  • କ୍ରାନ୍ତି ଦିବସରେ ରଣପୁରରେ ଦେଶପ୍ରେମର ମହାସମାଗମ; ୧୨୦ ମିଟର ତ୍ରିରଙ୍ଗା ସହ ଗୁଞ୍ଜିଲା ‘ଭାରତ ମାତା କୀ ଜୟ’ ଧ୍ୱନି
  • ୧୩ରେ ଲଘୁଚାପ ! ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହେବାର ଆଶଙ୍କା
  • ଏଗ୍ରିଷ୍ଟେକ ଆଇଡି ବାଧ୍ୟତାମୂଳକ ନୁହେଁ, ଯେଉଁ ଚାଷୀ ଆସିପାରିବେନି ସେମାନଙ୍କ ପାଖକୁ ଯିବେ ସରକାର
  • CWG ଚାମ୍ପିଅନ୍ସଙ୍କୁ ସାକ୍ଷାତ କଲେ ପ୍ରଧାନମନ୍ତ୍ରୀ, ଦେଶକୁ ଦେଲେ ଏଭଳି ବାର୍ତ୍ତା
  • ଭାରତରୁ ରୁଷକୁ ଚାଲିବ ଟ୍ରେନ୍, ସିଧାସଳଖ ନୂଆଦିଲ୍ଲୀରୁ ମସ୍କୋକୁ କରିହେବ ଯାତ୍ରା !

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In