• About Us
  • Contact Us
Tuesday, March 24, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଉତ୍କଳ ବିଶ୍ୱବିଦ୍ୟାଳୟ ହକି ଦଳରେ ରଣପୁରର ୫ଜଣ ଖେଳାଳି ସ୍ଥାନ ପାଇଲେ

by Voice of Victims
January 15, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
ଉତ୍କଳ ବିଶ୍ୱବିଦ୍ୟାଳୟ ହକି ଦଳରେ ରଣପୁରର ୫ଜଣ ଖେଳାଳି ସ୍ଥାନ ପାଇଲେ

ରାଉରକେଲା ଠାରେ ଚାଲିଥିବା ଇଷ୍ଟ ଜୋନ୍ ବିଶ୍ୱବିଦ୍ୟାଳୟ ସ୍ତରୀୟ ହକି ପ୍ରତିଯୋଗିତା ରେ ଉତ୍କଳବିଶ୍ୱବିଦ୍ୟାଳୟ ଦଳରେ ରଣପୁରର ୫ଜଣ ଖେଳାଳି ନିଜର ସ୍ଥାନ ପକ୍କା କରିଛନ୍ତି, ହାପି ମାଝୀ, ସିବୁନି ବାରିକ, ବାଦଲ ପଟ୍ଟଶାଣି, ଜ୍ଞାନଜିତ ବେହେରା, ହାପି ମାଝୀ, ଝୁମର କୁମର ସାହୁ। ଏହି ଖବର ପାଇ ରଣପୁର ଅଞ୍ଚଳ ରେ ଖୁସିର ଲହରୀ ଖେଳିଯାଇଛି।

Post Views: 119
Share204Tweet127Send
Voice of Victims

Voice of Victims

Recent Posts

  • ଦିଲ୍ଲୀ ବିଧାନସଭାକୁ ମିଳିଲା ବୋମା ଧମକ, ମୋଦି ଓ ଅମିତ ଶାହଙ୍କୁ ଟାର୍ଗେଟ୍ !
  • ଥାନା ଭିତରେ ରକ୍ତ ଛିଟା, ଦୁଇ ପରିବାରର ଜାଗା ବାଡ଼ିକୁ ନେଇ ପୋଲିସ ଉପସ୍ଥିତିରେ ମାରପିଟ୍
  • ଭୁଲ ଇଞ୍ଜେକ୍ସନ ପାଇଁ ଶିଶୁ ମୃତ୍ୟୁ ଅଭିଯୋଗ, କ୍ୟାପିଟାଲ ହସ୍ପିଟାଲରେ ଉତ୍ତେଜନା
  • କାଲିଠୁ ରତ୍ନଭଣ୍ଡାର ଅଳଙ୍କାର ଗଣତି ମଣତି ଆରମ୍ଭ, ଏସଓପି ଆଧାରରେ ସମସ୍ତ କାର୍ଯ୍ୟ ସୁରୁଖୁରୁରେ କରାଯିବ
  • ଜଳିଗଲା ୨ ବଖରା ଛପର ଘର, ଲୋକମାନଙ୍କର ଉଡିଗଲା ହୋସ !

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In