• About Us
  • Contact Us
Thursday, February 5, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ରାଜ୍ୟରେ ପ୍ରଥମ ଥର ପାଇଁ ଜେଲରେ ଲାଗିଲା AI କ୍ୟାମେରା, ନିଶା ଦ୍ରବ୍ୟ କିମ୍ବା କୌଣସି ସନ୍ଦେହ ଜିନିକ ପଦାର୍ଥ ଫିଙ୍ଗିଲେ ହେବ ଡିକ୍ଟେକ୍ଟ

by Voice of Victims
January 20, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
ରାଜ୍ୟରେ ପ୍ରଥମ ଥର ପାଇଁ ଜେଲରେ ଲାଗିଲା AI କ୍ୟାମେରା, ନିଶା ଦ୍ରବ୍ୟ କିମ୍ବା କୌଣସି ସନ୍ଦେହ ଜିନିକ ପଦାର୍ଥ ଫିଙ୍ଗିଲେ ହେବ ଡିକ୍ଟେକ୍ଟ

ଭୁବନେଶ୍ୱର : ଜେଲ ଭିତରକୁ ଫିଙ୍ଗିଲେ ଡିଟେକ୍ଟ ହେବ ଜିନିଷ । ନିଶା ଦ୍ରବ୍ୟ କିମ୍ବା କୌଣସି ସନ୍ଦେହ ଜିନିକ ପଦାର୍ଥ ଫିଙ୍ଗିଲେ ହେବ ଡିକ୍ଟେକ୍ଟ । ରାଜ୍ୟରେ ପ୍ରଥମ ଥର ପାଇ ଜେଲରେ ଲାଗିଲା AI କ୍ୟାମେରା । ଢେଙ୍କାନାଳ ଜେଲରେ ସଫଳ ହେଲା ପରୀକ୍ଷଣ । ପ୍ରଥମ ପର୍ଯ୍ୟାୟରେ ୧୮ଟି ଜେଲରେ ଲଗାଇବାକୁ ଯୋଜନା । ପ୍ରତି ଜେଲରେ ୧୬ଟି ଲେଖାଏଁ ଲଗାଇବାକୁ ଯୋଜନା ରହିଛି । ପ୍ରଥମ ପର୍ଯ୍ୟାୟ ସଫଳ ପରିକ୍ଷଣ ପରେ ଆଗକୁ ଅନ୍ୟ ଜେଲରେ ଲାଗିବ । ଫଳରେ ଆଗକୁ କଏଦୀଙ୍କ ଫେରାର ରୋକାଯାଇ ପାରିବ । ଏପରିକି କଏଦୀଙ୍କ ମଧ୍ୟରେ କୌଣସି ସଂଦେହ ଜନକ ଗତିବିଧି ହେଲେ ବଜର୍ ବାଜିବ । ଏହା ଦ୍ବାରା ଜେଲ କର୍ତ୍ତୃପକ୍ଷ ଆଲର୍ଟ ହୋଇପାରିବେ । ଦ୍ୱୀତିୟ ପର୍ଯ୍ୟାୟରେ ୪ଟି ବଡ଼ ଜେଲରେ ଲାଗିବ । ଯେଉଁଠି ୩୨ଟି ଲେଖାଏଁ କ୍ୟାମେରା ଲାଗିବ।ଝାରପଡ଼ା,ଚୋଦ୍ବାର,ସମ୍ବଲପୁର ,ବ୍ରହ୍ମପୁର ଜେଲ ରହିଛି ।

ଏନେଇ ସୂଚନା ଦେଇଛନ୍ତି ଡିଆଇଜି ବୀରେନ ସାହୁ । କହିଛନ୍ତି ଜେଲରେ AI ପାଓ୍ବାରଡ ସିକ୍ୟୁରିଟି ସିଷ୍ଟମ ଲାଗୁ ହୋଇଛି । ବିଭିନ୍ନ ସମୟରେ ଜେଲକୁ ନଜର ଗତିବିଧି ରଖିବା ପାଇଁ ପ୍ରଥମ ପର୍ଯ୍ୟାୟରେ ଏପରି ଲଗାଯାଇଛି । ୧୮ଟି ଜେଲରେ ଲଗାଯିବ।ପାଇଲଟ ପ୍ରୋଜେକ୍ଟରେ ଢେଙ୍କାନାଳ ଜେଲରେ ସଫଳ ହୋଇଛି । ଡ଼ିଜିଙ୍କ ନିର୍ଦ୍ଦେଶ କ୍ରମେ ଲଗାଯାଇଛି। ଟେଷ୍ଟିଂ ସଫଳ ହୋଇଛି ।  ବାକି ୧୭ଟି ଜେଲରେ ଲଗାଇବାକୁ ନିର୍ଦୃଶ ଦିଆଯାଇଛି । ଟେଷ୍ଟିଂ ବେଳେ ଇମାଜିନିରି ଲାଇନ ରହୁଛି । ଯାହାକୁ କ୍ରସ କଲେ ବା ମୁଭମେଣ୍ଟ ହେଲେ ବଜର ବାଜି ଉଠୁଛି । ଫଳରେ ଆମର କର୍ତ୍ତୃପକ୍ଷ ଆଲର୍ଟ ହୋଇଯାଉଛନ୍ତି । ଯଦି କିଏ ପାଚେରି ଭିତରକୁ କିଛି ଫିଙ୍ଗୁଛି ବା ବାହାରୁ ଭିତରକୁ ଫିଙ୍ଗୁଛି ବଜର ବାଜିବ ଆଲର୍ଟ ହୋଇପାରିବ।ଆଗକୁ ଦ୍ୱୀତିୟ ପର୍ଯ୍ୟାୟରେ ୪ଟି ବଡ଼ ଜେଲରେ ଲଗାଇବାକୁ ଯୋଜନା ଅଛି । ବଡ଼ ଜେଲ ମାନଙ୍କରେ ୩୨ଟି ଲେଖାଏ ଲଗାଇବାକୁ ଯୋଜନା ହୋଇଛି ।

Post Views: 30
Share198Tweet124Send
Voice of Victims

Voice of Victims

Recent Posts

  • ସିଭିଲ୍ ସର୍ଭିସେସ୍ ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର, ବଦଳିଲା UPSC ନିୟମ
  • ରାଜସ୍ଥାନରେ ହନିମୁନ୍ ମର୍ଡର ୨.୦, ସ୍ବାମୀକୁ ମାରିବାକୁ ପତ୍ନୀ ରଚିଥିଲା ଭୟଙ୍କର ଷଡ଼ଯନ୍ତ୍ର
  • ୭ଟି ଜିଲ୍ଲାର ଇଂରାଜୀ ନାଁ ସଂଶୋଧନ କରିବେ ରାଜ୍ୟ ସରକାର, ରାଜସ୍ବ ବିଭାଗ ପକ୍ଷରୁ ପ୍ରକାଶ
  • ବଡ଼ ଦୁର୍ଘଟଣାରୁ ଟଳିଲା, ଚେନ୍ନାଇ ସେଣ୍ଟ୍ରାଲ ଏକ୍ସପ୍ରେସ୍ ଲାଇନଚ୍ୟୁତ
  • ଆଜିଠୁ ନକ୍ସଲମୁକ୍ତ ହେଲା କୋରାପୁଟ ଜିଲ୍ଲା, ଦକ୍ଷିଣପଶ୍ଚିମାଞ୍ଚଳ ଡିଆଇଜି କନୱର ବିଶାଳ ସିଂହଙ୍କ ସୂଚନା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In