• About Us
  • Contact Us
Tuesday, March 31, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

ପୂର୍ବତନ କଂଗ୍ରେସ ସାଂସଦ ସଜ୍ଜନ କୁମାରଙ୍କୁ ମିଳିଲା ଆଜୀବନ କାରାଦଣ୍ଡ

by Voice of Victims
February 25, 2025
in ଦେଶ ବିଦେଶ, ମୁଖ୍ୟ ଖବର
ପୂର୍ବତନ କଂଗ୍ରେସ ସାଂସଦ ସଜ୍ଜନ କୁମାରଙ୍କୁ ମିଳିଲା ଆଜୀବନ କାରାଦଣ୍ଡ

ନୂଖଦିଲ୍ଲୀ: ପୂର୍ବତନ କଂଗ୍ରେସ ସାଂସଦ ସଜ୍ଜନ କୁମାରଙ୍କୁ ମିଳିଲା ଆଜୀବନ କାରାଦଣ୍ଡ । ୧୯୮୪ ଶିଖ୍ ବିରୋଧୀ ଦଙ୍ଗା ମାମଲାରେ ପୂର୍ବତନ ସାଂସଦ ସଜ୍ଜନ କୁମାରଙ୍କୁ ଦଣ୍ଡାଦେଶ ଶୁଣାଇଛନ୍ତି ଦିଲ୍ଲୀର ରାଉସ୍ ଆଭେନ୍ୟୁ କୋର୍ଟ । ଫେବୃଆରୀ ୧୨ ତାରଖରେ ସଜ୍ଜନ ଦୋଷୀ ସାବ୍ୟସ୍ତ ହୋଇଥିବାବେଳେ ଆଜି ଦଣ୍ଡାଦେଶ ହୋଇଛି । ୧୯୮୪ ଶିଖ ବିରୋଧୀ ଦଙ୍ଗା ସହିତ ଜଡିତ ସରସ୍ୱତୀ ବିହାର ହତ୍ୟା ମାମଲାରେ ପୂର୍ବତନ କଂଗ୍ରେସ ସାଂସଦ ସଜ୍ଜନ କୁମାରଙ୍କୁ ଦୋଷୀ ସାବ୍ୟସ୍ତ କରାଯାଇଛି । ତେବେ ଦଣ୍ଡାଦେଶ ପୂର୍ବରୁ ସଜ୍ଜନ କୁମାର ଦଣ୍ଡ କୋହଳ କରିବା ପାଇଁ ଅପିଲ୍ କରିଥିଲେ । ସେ ଦଲିଲରେ କହିଥିଲେ ଏହି ମାମଲାରେ ମୋତେ ଫାଶୀ ଦଣ୍ଡାଦେଶ ଶୁଣାଇବାର କୌଣସି ଆଧାର ନାହିଁ । ସେ ଆହୁରି କହିଥିଲେ, ମୁଁ ୮୦ ବର୍ଷର ହୋଇଛି । ବଢୁଥିବା ବୟସ ସହିତ ଅନେକ ରୋଗ ସମସ୍ୟା ମଧ୍ୟ ରହିଛି । ୨୦୧୮ରୁ ଜେଲରେ ବନ୍ଦ ରହିଛି । ସେବେଠାରୁ ମୋତେ କୌଣସି ପାରୋଲ ମିଳିନାହିଁ । ସୂଚନାଯୋଗ୍ୟ, ନଭେମ୍ବର ୧ ତାରିଖ ୧୯୮୪ ମସିହାରେ ପଶ୍ଚିମ ଦିଲ୍ଲୀର ରାଜନଗର ଅଞ୍ଚଳରେ ସର୍ଦ୍ଦାର ଜଶୱନ୍ତ ସିଂହ ଏବଂ ସର୍ଦ୍ଦାର ତରୁଣଦୀପ ସିଂହଙ୍କୁ ହତ୍ୟା କରାଯାଇଥିଲା । ଅପରାହ୍ନ ପ୍ରାୟ ୪ଟାରୁ ୪ଟା ୩୦ ମଧ୍ୟରେ, ଦଙ୍ଗାକାରୀଙ୍କ ଏକ ଦଳ ଲୁହା ରଡ୍ ଏବଂ ବାଡ଼ି ସାହାଯ୍ୟରେ ପୀଡିତଙ୍କ ଘର ଉପରେ ଆକ୍ରମଣ କରିଥିଲେ । ଏହି ଭିଡ଼ର ନେତୃତ୍ୱ ନେଇଥିଲେ ତତ୍କାଳୀନ କଂଗ୍ରେସ ସାଂସଦ ସଜ୍ଜନ କୁମାର, ଯିଏ ସେତେବେଳେ ବାହାରୀ ଦିଲ୍ଲୀ ଲୋକସଭା ଆସନରୁ ପ୍ରତିନିଧିତ୍ୱ କରୁଥିଲେ । ସଜ୍ଜନ କୁମାର ଆକ୍ରମଣ ପାଇଁ ଭିଡ଼କୁ ଉସୁକାଇଥିଲେ, ଯାହା ପରେ ଉଭୟ ଶିଖଙ୍କୁ ସେମାନଙ୍କ ଘରେ ଜୀବନ୍ତ ଜାଳି ଦିଆ

Post Views: 54
Share199Tweet124Send
Voice of Victims

Voice of Victims

Recent Posts

  • ବିଧାୟକ ପଦରୁ ଇସ୍ତଫା ଦେଲେ ନୀତିନ ନବୀନ, ଖାଲି ପଡିଛି ବାଙ୍କିପୁରର ଆସନ
  • ବିଧାନ ପରିଷଦର ସଦସ୍ୟ ପଦରୁ ଇସ୍ତଫା ଦେଲେ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର, ନୂଆ ମୁଖ୍ୟମନ୍ତ୍ରୀକୁ ନେଇ ସସପେନ୍ସ
  • ବରିଷ୍ଠ ବିଜେଡି ନେତାଙ୍କ ପତ୍ନୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ
  • ଦୁବେଙ୍କ ମାନସିକ ଚିକିତ୍ସା ଆବଶ୍ୟକ, କହିଲେ ନବୀନ ପଟ୍ଟନାୟକ
  • ପୁରୀ ସମୁଦ୍ର ବେଳାଭୂମିରେ ଅଘଟଣ, ବୁଡ଼ିଯାଇ ୨ ପର୍ଯ୍ୟଟକଙ୍କ ମୃତ୍ୟୁ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In