• About Us
  • Contact Us
Tuesday, March 24, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ବିଶେଷ ପୃଷ୍ଠା

ପୂର୍ବତନ ଡିଜିପି ପ୍ରକାଶ ମିଶ୍ର ମୁଖ୍ୟମନ୍ତ୍ରୀଙ୍କ ଉପଦେଷ୍ଟା

by Voice of Victims
January 27, 2025
in ବିଶେଷ ପୃଷ୍ଠା, ମୁଖ୍ୟ ଖବର, ସମସ୍ୟା
ପୂର୍ବତନ ଡିଜିପି ପ୍ରକାଶ ମିଶ୍ର ମୁଖ୍ୟମନ୍ତ୍ରୀଙ୍କ ଉପଦେଷ୍ଟା

ଭୁବନେଶ୍ୱର: ପୂର୍ବତନ ପୁଲିସ ମହାନିର୍ଦ୍ଦେଶକ ତଥା ବରିଷ୍ଠ ବିଜେପି ନେତା ପ୍ରକାଶ ମିଶ୍ର ମୁଖ୍ୟମନ୍ତ୍ରୀଙ୍କ ଉପଦେଷ୍ଟା ଭାବେ ନିଯୁକ୍ତି ପାଇଛନ୍ତି। ୧୯୭୭ ବ୍ୟାଚ୍ ଓଡ଼ିଶା କ୍ୟାଡର୍ ଆଇପିଏସ୍ ଅଫିସର ଶ୍ରୀ ମିଶ୍ର ମାତ୍ର ୨୧ବର୍ଷ ବୟସରେ ଚାକିରି ଜୀବନ ଆରମ୍ଭ କରିଥିଲେ। ସେ ପ୍ରଥମ ଓଡ଼ିଆ ଭାବେ ବହୁ ଗୁରୁତ୍ୱପୂର୍ଣ୍ଣ ପଦପଦବୀରେ କାର୍ଯ୍ୟ କରିଛନ୍ତି। କେନ୍ଦ୍ରୀୟ ଡେପୁଟେସନ୍ କାଳରେ ସେ ଏନ୍‌ଡିଆର୍‌ଏଫ୍ ଓ ନ୍ୟାସନାଲ୍ ଇନଭେଷ୍ଟିଗେସନ୍ ଏଜେନ୍ସି (ଏନ୍‌ଆଇଏ)ର ମୁଖ୍ୟ ଭାବେ କାର୍ଯ୍ୟ କରିଥିଲେ। ୨୦୧୪ରୁ ୨୦୧୬ ପର୍ଯ୍ୟନ୍ତ ସିଆର୍‌ପିଏଫ୍ ମହାନିର୍ଦ୍ଦେଶକ ଭାବେ ସଫଳତାର ସହ କାର୍ଯ୍ୟ କରି ଖୁବ୍ ଚର୍ଚ୍ଚିତ ଥିଲେ। ତେବେ ଏହା ପୂର୍ବରୁ ୨୦୧୨ରୁ ୨୦୧୪ ଓଡ଼ିଶା ପୁଲିସ ମହାନିର୍ଦ୍ଦେଶକ ଥିଲେ। ଅବସର ପରେ ଅର୍ଥାତ୍ ୨୦୧୯ରେ ସେ ବିଜେପିରେ ଯୋଗଦେଇଥିଲେ। ବିଜେପି ତାଙ୍କୁ କଟକ ଲୋକସଭା ଆସନରୁ ପ୍ରାର୍ଥୀ କରିଥିଲା। ମାତ୍ର ସେ ବିଜେଡି ପ୍ରାର୍ଥୀ ଭର୍ତ୍ତୃହରି ମହତାବଙ୍କ ଠାରୁ ହାରି ଯାଇଥିଲେ । ଏବେ ତାଙ୍କୁ ଓଡ଼ିଶା ସରକାର ଗୁରୁତ୍ୱପୂର୍ଣ୍ଣ ମୁଖ୍ୟମନ୍ତ୍ରୀଙ୍କ ଉପଦେଷ୍ଟା ଭାବେ ନିଯୁକ୍ତି ଦେବା ସହ କ୍ୟାବିନେଟ୍ ମନ୍ତ୍ରୀ ପାହ୍ୟାର ମାନ୍ୟତା ପ୍ରଦାନ କରିଛନ୍ତି ।

Post Views: 107
Share200Tweet125Send
Voice of Victims

Voice of Victims

Recent Posts

  • ୩୪ ତମ ବିଶ୍ୱ ଜଳ ଦିବସ, ଦର୍ପନାରାୟଣପୁର ଶୁକୃ ବେହେରା ପାଣିପଞ୍ଚାୟତ ଅଧୀନରେ ରେ ଭାରତ ର ପ୍ରଥମ ସ୍ୱୟଂ ଚାଳିତ କେନାଲ ପ୍ରଣାଳୀ ଲୋକାର୍ପିତ
  • ଇରାନ ରାଜଧାନୀ ଉପରେ ଆମେରିକାର ଭୟଙ୍କର ବୋମା ! ବିଦ୍ୟୁତ ସେବା ଠପ୍, ଅନ୍ଧାରରେ ବୁଡ଼ିଲା ସାରା ସହର
  • ବିଜେଡିରୁ ୬ ନିଲମ୍ବିତ ସଦସ୍ୟଙ୍କ ସଭ୍ୟ ପଦ ରଦ୍ଦ ପାଇଁ ଆଜି ଦରଖାସ୍ତ ! ବାଚସ୍ପତିଙ୍କ ନିଷ୍ପତ୍ତି ଉପରେ ନିର୍ଭର
  • ରାଜ୍ୟରେ ପର୍ଯ୍ୟାପ୍ତ ପରିମାଣର ଗ୍ୟାସ୍ ମହଜୁଦ ଅଛି, ଭୟଭୀତ ହୁଅନ୍ତୁ ନାହିଁ: ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର
  • ବିଧାନସଭାରେ ମୁଖ୍ୟମନ୍ତ୍ରୀଙ୍କ ଉତ୍ତର, ବର୍ତ୍ତମାନ ୩ ଜିଲ୍ଲାରେ ସକ୍ରିୟ ଅଛନ୍ତି ୧୫ ମାଓବାଦୀ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In