• About Us
  • Contact Us
Sunday, May 10, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ବିଶେଷ ପୃଷ୍ଠା

ପୂର୍ବତନ ଆଇଏଏସ୍ ମଧୁସୂଦନ ପାଢ଼ୀ ନୂଆ ରାଜ୍ୟ ନିର୍ବାଚନ କମିଶନର

by Voice of Victims
January 27, 2025
in ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
ପୂର୍ବତନ ଆଇଏଏସ୍ ମଧୁସୂଦନ ପାଢ଼ୀ ନୂଆ ରାଜ୍ୟ ନିର୍ବାଚନ କମିଶନର

ଭୁବନେଶ୍ୱର : ଅବସରପ୍ରାପ୍ତ ଆଇଏଏସ୍ ଅଧିକାରୀ ମଧୁସୂଦନ ପାଢ଼ୀ ନୂଆ ରାଜ୍ୟ ନିର୍ବାଚନ କମିଶନର ଭାବେ ନିଯୁକ୍ତି ପାଇଛନ୍ତି। ଆଦିତ୍ୟ ପାଢ଼ୀଙ୍କ ଅବସର ପରେ ଏହି ଗୁରୁତ୍ୱପୂର୍ଣ୍ଣ ପଦ ଖାଲି ପଡ଼ିଥିଲା। ସୋମବାର ଓଡ଼ିଶା ସରକାରଙ୍କ ପକ୍ଷରୁ ଏନେଇ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି ଓ ମଧୁସୂଦନ ପାଢ଼ୀ ହେଉଛନ୍ତି ୧୯୯୧-ବ୍ୟାଚ୍ ଓଡ଼ିଶା କ୍ୟାଡର୍‌ର ଆଇଏଏସ୍ ଅଧିକାରୀ। ଭାରତୀୟ ପ୍ରଶାସନିକ ସେବାରେ ଯୋଗଦେବା ପରେ ପ୍ରଥମେ ସେ କନ୍ଧମାଳ ଜିଲ୍ଲା ବାଲିଗୁଡ଼ାର ସବ୍ କଲେକ୍ଟର୍ ଭାବରେ କାର୍ଯ୍ୟ କରିଥିଲେ। ପରେ କେତେକ ଜିଲ୍ଲାର ଜିଲ୍ଲାପାଳ, ଆର୍‌ଡିସି ଓ ବିଭିନ୍ନ ବିଭାଗର ସଚିବ ଥିଲେ। ରାଜ୍ୟପାଳଙ୍କ ସଚିବ ବି ଥିଲେ ଓ କନ୍ଧମାଳ ଦଙ୍ଗା ପାଇଁ ତତ୍କାଳୀନ ସରକାର ଯେଉଁ ତଦନ୍ତ କମିଶନ ବସାଇଥିଲେ, ଶ୍ରୀ ପାଢ଼ୀ ସେଥିରେ ଅଧ୍ୟକ୍ଷ ଥିଲେ। ଅବସର ପରେ ତାଙ୍କୁ ରାଜ୍ୟ ସରକାର ଯେଉଁ ଗୁରୁଦାୟିତ୍ୱ ଦେଇଛନ୍ତି, ସେ ନିଷ୍ଠାର ସହ କାର୍ଯ୍ୟ ସମ୍ପାଦନ କରିବେ ବୋଲି ଶ୍ରୀ ପାଢ଼ୀ ମତପ୍ରକାଶ କରିଛନ୍ତି।

Post Views: 66
Share199Tweet125Send
Voice of Victims

Voice of Victims

Recent Posts

  • ବାଲିଅନ୍ତା ଭିଡ଼ ହିଂସା ଘଟଣା; ଅତ୍ୟନ୍ତ କ୍ଷବ୍ଧ ମୁଖ୍ୟମନ୍ତ୍ରୀ ଦେଲେ କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ
  • ଆସନ୍ତା ୧୧ରୁ ପୁଣି ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର ଗଣତି ମଣତି କାର୍ଯ୍ୟ
  • ତାମିଲନାଡୁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ବିଜୟ, ସମାରୋହରେ ରାହୁଲ ଗାନ୍ଧୀ ସାମିଲ
  • ଓଡ଼ିଶାକୁ ଘାରିଲା ବାତ୍ୟା ଭୟ ! ୧୧ରେ ଲଘୁଚାପ ସମ୍ଭାବନା, ୧୩ ତାରିଖ ସୁଦ୍ଧା ସ୍ପଷ୍ଟ ହେବ ଚିତ୍ର
  • ‘ନବୀନ ନିବାସ’ ସାମ୍ନାରୁ ହଟିବ ବ୍ୟାରିକେଡ୍‌ ! ହାଇକୋର୍ଟଙ୍କ ଅସନ୍ତୋଷ ପରେ ତତ୍ପର ପୂର୍ତ୍ତ ବିଭାଗ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In