• About Us
  • Contact Us
Saturday, March 28, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

ଦଶହରାରେ ଚାଞ୍ଚଲ୍ୟ, ପୂର୍ବତନ ମନ୍ତ୍ରୀଙ୍କୁ ଗୁଳି କରି ହତ୍ୟା, ଦୁଇ ଗିରଫ

by Voice of Victims
October 12, 2024
in ଦେଶ ବିଦେଶ, ବିଶେଷ ପୃଷ୍ଠା, ମୁଖ୍ୟ ଖବର
ଦଶହରାରେ ଚାଞ୍ଚଲ୍ୟ, ପୂର୍ବତନ ମନ୍ତ୍ରୀଙ୍କୁ ଗୁଳି କରି ହତ୍ୟା, ଦୁଇ ଗିରଫ

ମୁମ୍ବାଇ: ମହାରାଷ୍ଟ୍ରର ପୂର୍ବତନ ମନ୍ତ୍ରୀ ତଥା ଏନସିପିର ଅଜିତ ପାୱାର ଦଳର ସଦସ୍ୟ ବାବା ସିଦ୍ଦିକଙ୍କ ମୁମ୍ବାଇର ବାନ୍ଦ୍ରାଠାରେ ଗୁଳି କରି ହତ୍ୟା କରାଯାଇଛି। ସୂତ୍ରରୁ ପ୍ରକାଶ ଯେ ବାନ୍ଦ୍ରା ପୂର୍ବାଞ୍ଚଳର ବିଧାୟକ ଥିବା ତାଙ୍କ ପୁଅ ଜିଶାନଙ୍କ କାର୍ଯ୍ୟାଳୟରେ ଶନିବାର ରାତି ପ୍ରାୟ ୯.୩୦ ସମୟରେ ଶ୍ରୀ ସିଦ୍ଦିକଙ୍କ ଉପରେ ତିନୋଟି ଗୁଳି ମରାଯାଇଥିଲା।ତେବେ ଏହି ଘଟଣାରେ ଦୁଇ ଜଣଙ୍କୁ ଗିରଫ କରାଯାଇଛି। ଶ୍ରୀ ସିଦ୍ଦିକଙ୍କୁ ତୁରନ୍ତ ଲିଲାବତୀ ଡାକ୍ତରଖାନାକୁ ନିଆଯାଇଥିଲା ଏବଂ ସୂତ୍ରରୁ ପ୍ରକାଶ ଯେ ଗୋଟିଏ ଗୁଳି ତାଙ୍କ ଛାତିରେ ବାଜିଛି।ପଶ୍ଚିମ ବାନ୍ଦ୍ରାରୁ ତିନିଥର ବିଧାୟକ ଥିବା ଶ୍ରୀ ସିଦ୍ଦିକ ୪୮ ବର୍ଷ ଧରି କଂଗ୍ରେସ ସହ ଜଡିତ ଥିଲେ ଏବଂ ଫେବୃଆରୀରେ ଦଳ ଛାଡି ଅଜିତ ପାୱାରଙ୍କ ଏନସିପିରେ ଯୋଗ ଦେଇଥିଲେ। ଅଗଷ୍ଟରେ ଜିଶାନ ସିଦ୍ଦିକଙ୍କୁ କଂଗ୍ରେସରୁ ବହିଷ୍କାର କରାଯାଇଥିଲା।

Post Views: 67
Share200Tweet125Send
Voice of Victims

Voice of Victims

Recent Posts

  • କରୋନା ଭୂତାଣୁର ଏକ ନୂଆ ରୂପ, ୨୩ଟି ଦେଶକୁ ମାଡ଼ିଗଲାଣି ‘ସିକାଡ଼ା’
  • ଲଦାଖରେ ବଡ ଧରଣର ହିମସ୍ଖଳନ, ୭ ମୃତ ଓ ୫ ଗୁରୁତର ଆହତ
  • ୩ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ସ୍ଥଳସେନା ମୁଖ୍ୟ, ଶ୍ରୀଜିଉଙ୍କୁ କଲେ ଦର୍ଶନ
  • ବାରିପଦାରେ କାଳବୈଶାଖୀ ତାଣ୍ଡବ, ୨ ମୃତ ଓ ୩ ଆହତ
  • ପତଞ୍ଜଳି ପକ୍ଷରୁ ରାମନବମୀ ଓ ସନ୍ୟାସ ଦିକ୍ଷା ଦିବସ ପାଳନ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In