• About Us
  • Contact Us
Friday, May 8, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ବିଜେଡି ଛାଡ଼ିଲେ ପୂର୍ବତନ ସାଂସଦ ପ୍ରଭାସ ସିଂହ

by Voice of Victims
April 8, 2024
in ମୁଖ୍ୟ ଖବର, ରାଜ୍ୟ
ବିଜେଡି ଛାଡ଼ିଲେ ପୂର୍ବତନ ସାଂସଦ ପ୍ରଭାସ ସିଂହ

ଭୁବନେଶ୍ୱର: ନିର୍ବାଚନୀ ମାହୋଲ ଭିତରେ ଦଳ ଡିଆଁ ପର୍ବ ଜୋର ଧରିଛି । ଏହାରି ଭିତରେ ବିଜେଡିର ଜଣେ ନେତା ଦଳ ଛାଡ଼ିଛନ୍ତି । ସେ ହେଉଛନ୍ତି ପୂର୍ବତନ ସାଂସଦ ତଥା ବରଗଡ଼ ଜିଲ୍ଲା ବିଜେଡି ସଭାପତି ପ୍ରଭାସ ସିଂହ । ସେ ନିଜେ ନବୀନ ନିବାସ ଆସି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ନିଜ ଇସ୍ତଫାପତ୍ର ପ୍ରଦାନ କରିଛନ୍ତି । ପ୍ରଭାସ ସିଂହ ୨୦୧୪ରୁ ୨୦୧୯ ପର୍ଯ୍ୟନ୍ତ ବରଗଡ଼ ସାଂସଦ ଥିଲେ ।  ଚଳିତ ନିର୍ବାଚନ ପାଇଁ ସେ ଟିକେଟ ଆଶାୟୀ ଥିଲେ । କିନ୍ତୁ ଦଳ ପକ୍ଷରୁ ପରିଣୀତା ମିଶ୍ରଙ୍କୁ ଟିକେଟ ଦିଆଯାଇଛି ।  ୨୦୧୯ରେ ପ୍ରଭାସଙ୍କ ବଦଳରେ ଦଳ ବରିଷ୍ଠ ନେତା ପ୍ରସନ୍ନ ଆଚାର୍ୟ୍ୟଙ୍କୁ ଟିକେଟ ଦେଇଥିଲା । ୨୦୧୯ରେ ପ୍ରଭାସ ସହଯୋଗ କରିଥିଲେ ମଧ୍ୟ ପ୍ରସନ୍ନ ପରାଜିତ ହୋଇଥିଲେ । ୨୦୨୪ ନିର୍ବାଚନରେ ମଧ୍ୟ ପ୍ରଭାସ ଟିକେଟ ଆଶାୟୀ ଥିଲେ । କିନ୍ତୁ ଦଳ ପ୍ରଭାସଙ୍କ ବଦଳରେ ପରିଣୀତା ମିଶ୍ରଙ୍କୁ ପ୍ରାର୍ଥୀ କରିଥିଲା । ତେଣୁ ପ୍ରଭାସ ଏହି ନିଷ୍ପତ୍ତିରେ ଅସନ୍ତୁଷ୍ଟ ହୋଇ ଦଳ ଛାଡିଥିବା କୁହାଯାଉଛି ।

Post Views: 46
Share197Tweet123Send
Voice of Victims

Voice of Victims

Recent Posts

  • ବିଜୟଙ୍କ ଟିଭିକେକୁ ସମର୍ଥନ ଜଣାଇଲା ସିପିଆଇ, ସିପିଏମ୍ ଏବଂ ଭିସିକେ, ମୁଖ୍ୟମନ୍ତ୍ରୀ ହେବ ବିଜୟ
  • ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ହେବେ ଶୁଭେନ୍ଦୁ ଅଧିକାରୀ, ଆସନ୍ତାକାଲି ୧୧ଟାରେ ଶପଥ ଗ୍ରହଣ
  • ବେଙ୍ଗଲରେ ପରାଜୟ ପରେ ମମତାଙ୍କୁ ଭେଟିଲେ ଅଖିଳେଶ, ବଢାଇଲେ ମନୋବଳ
  • ବିଜେପି ସରକାର ଓଡ଼ିଶା ପାଇଁ ବଡ଼ ବୋଝ କହିଲେ ନବୀନ
  • ଶେଷ ହେଲା ତାମିଲନାଡୁ ସସ୍ପେନ୍ସ!: ‘ବିଜୟ’ ସରକାର ପାଇଁ ସବୁଜ ସଙ୍କେତ ଦେଲେ ରାଜ୍ୟପାଳ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In