• About Us
  • Contact Us
Wednesday, March 25, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ବିବାହ କରିବେ ପୂର୍ବତନ ସାଂସଦ ପ୍ରଦୀପ ମାଝୀ, ସରିଲା ହଳଦୀ ଆଉ ମେହେନ୍ଦି, ଜାଣନ୍ତୁ କନ୍ୟା କିଏ?

by Voice of Victims
March 12, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର
ବିବାହ କରିବେ ପୂର୍ବତନ ସାଂସଦ ପ୍ରଦୀପ ମାଝୀ, ସରିଲା ହଳଦୀ ଆଉ ମେହେନ୍ଦି, ଜାଣନ୍ତୁ କନ୍ୟା କିଏ?

ଭୁବନେଶ୍ବର: ବିବାହ କରିବେ ପୂର୍ବତନ ସାଂସଦ ତଥା ବିଜେଡି ନେତା ପ୍ରଦୀପ ମାଝୀ।  ତାଙ୍କର ବାହାଘର ଗୋଆରେ ହେବ ବୋଲି ସ୍ଥିର ହୋଇଛି। ସେଥିପାଇଁ ଉଭୟଙ୍କର ହଳଦୀ ଉତ୍ସବ ଶେଷ ହୋଇଛି। ଉଭୟ ବରକନ୍ୟା ହଳଦିଆ ବସ୍ତ୍ର ପରିଧାନ କରି ବେଶ ସୁନ୍ଦର ଦେଖାଯାଉଥିଲେ।

ତେବେ ସମସ୍ତେ ଉତକଣ୍ଠା ହେଉଥିବା ଯେ, ପ୍ରଦୀପ ବିବାହ କରୁଥିବା କନ୍ୟା କିଏ ସେ। ସେ ହେଉଛନ୍ତି ଜଣେ ସାମ୍ବାଦିକା। ଯାହାଙ୍କର ନାମ ହେଉଛି ସୁଶ୍ରୀ। ପ୍ରଦୀପ ମାଝିଙ୍କ ବୟସ ଏବେ ୪୯ ବର୍ଷ। ସେ ନବରଂଗପୁରରୁ କଂଗ୍ରେସ ଦଳରୁ ସାଂସଦ ଥିଲେ। ହେଲେ 2024ରେ ସେ ବିଜେଡି ସାମିଲ ହୋଇ ସେହି ନବରଂଗପୁରରୁ ଲଢେଇ କରି ହାରିଯାଇଛନ୍ତି।

Post Views: 44
Share198Tweet124Send
Voice of Victims

Voice of Victims

Recent Posts

  • ଦିଲ୍ଲୀ ବିଧାନସଭାକୁ ମିଳିଲା ବୋମା ଧମକ, ମୋଦି ଓ ଅମିତ ଶାହଙ୍କୁ ଟାର୍ଗେଟ୍ !
  • ଥାନା ଭିତରେ ରକ୍ତ ଛିଟା, ଦୁଇ ପରିବାରର ଜାଗା ବାଡ଼ିକୁ ନେଇ ପୋଲିସ ଉପସ୍ଥିତିରେ ମାରପିଟ୍
  • ଭୁଲ ଇଞ୍ଜେକ୍ସନ ପାଇଁ ଶିଶୁ ମୃତ୍ୟୁ ଅଭିଯୋଗ, କ୍ୟାପିଟାଲ ହସ୍ପିଟାଲରେ ଉତ୍ତେଜନା
  • କାଲିଠୁ ରତ୍ନଭଣ୍ଡାର ଅଳଙ୍କାର ଗଣତି ମଣତି ଆରମ୍ଭ, ଏସଓପି ଆଧାରରେ ସମସ୍ତ କାର୍ଯ୍ୟ ସୁରୁଖୁରୁରେ କରାଯିବ
  • ଜଳିଗଲା ୨ ବଖରା ଛପର ଘର, ଲୋକମାନଙ୍କର ଉଡିଗଲା ହୋସ !

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In