• About Us
  • Contact Us
Wednesday, April 1, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଛାତ୍ରଛାତ୍ରୀଙ୍କ ପାଇଁ ମାଗଣା ବସ୍ ଯାତ୍ରା,ବାଣିଜ୍ୟ ଓ ପରିବହନ ବିଭାଗ ପ୍ରମୁଖ ସଚିବଙ୍କୁ ଚିଠି ଲେଖିଲେ ଶାଳିନୀ ପଣ୍ଡିତ

by Voice of Victims
September 17, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
ଛାତ୍ରଛାତ୍ରୀଙ୍କ ପାଇଁ ମାଗଣା ବସ୍ ଯାତ୍ରା,ବାଣିଜ୍ୟ ଓ ପରିବହନ ବିଭାଗ ପ୍ରମୁଖ ସଚିବଙ୍କୁ ଚିଠି ଲେଖିଲେ ଶାଳିନୀ ପଣ୍ଡିତ

ଭୁବନେଶ୍ୱର : ଛାତ୍ରଛାତ୍ରୀଙ୍କ ପାଇଁ ମାଗଣା ବସ୍ ଯାତ୍ରା ।  ବିଦ୍ୟାଳୟ ଓ ଗଣଶିକ୍ଷା ସଚିବ ଶାଳିନୀ ପଣ୍ଡିତ ଆଜି ବାଣିଜ୍ୟ ଓ ପରିବହନ ବିଭାଗର ପ୍ରମୁଖ ସଚିବଙ୍କୁ ଚିଠି ଲେଖି ମୁଖ୍ୟମନ୍ତ୍ରୀ ବସ୍ ସେବା ଯୋଜନାରେ ଛାତ୍ରଛାତ୍ରୀଙ୍କୁ ମାଗଣା ବସ୍ ଯାତ୍ରା ସୁବିଧା ଦେବାକୁ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ବିଷୟରେ ଅବଗତ କରାଇଛନ୍ତି।

ଅଗଷ୍ଟ ୨୧ରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା ଉଚ୍ଚସ୍ତରୀୟ ବୈଠକରେ ଅନୁମୋଦିତ ଏହି ପ୍ରୟାସ, ଶିକ୍ଷାର ପହଞ୍ଚକୁ ସୁଦୃଢ଼ କରିବାରେ ଏକ ମାଇଲଖୁଣ୍ଟ । ଚିଠିରେ ଗଣଶିକ୍ଷା ସଚିବ ଶାଳିନୀ ପଣ୍ଡିତ ଉଲ୍ଲେଖ କରିଛନ୍ତି ସ୍କୁଲରେ ପଢୁଥିବା ସବୁ ଛାତ୍ରଛାତ୍ରୀ ବୈଧ ଆଇଡେଣ୍ଟି କାର୍ଡ ଦେଖାଇ ଏହି ସୁବିଧା ପାଇପାରିବେ । ସେମାନେ ସ୍କୁଲ୍ ୟୁନିଫର୍ମ ପିନ୍ଧିବା ଦରକାର ।

ଓଡିଶା ଷ୍ଟେଟ୍ ରୋଡ୍ ଟ୍ରାନ୍ସପୋର୍ଟ କର୍ପୋରେସନ୍ (OSRTC)କୁ ସବୁଠାରୁ ଅଧିକ ସ୍କୁଲକୁ ଅନ୍ତର୍ଭୁକ୍ତ କରିବା ପାଇଁ ବସ୍ ରୁଟ୍ ଏବଂ ସମୟସୂଚୀ ପୁନ ନିର୍ଦ୍ଧାରଣ କରିବାକୁ ନିର୍ଦେଶ ଦିଆଯାଇଛି। ଜିଲ୍ଲା ଶିକ୍ଷା ଅଧିକାରୀମାନେ ଏହି ରୁଟ୍ ପୁନର୍ମାପିଙ୍ଗ ପାଇଁ ଆବଶ୍ୟକୀୟ ତଥ୍ୟ ଯୋଗାଇବାକୁ କୁହାଯାଇଛି। ଏହାଦ୍ବାରା ରାଜସ୍ବ ହାନୀକୁ ବାଣିଜ୍ୟ ଓ ପରିବହନ ବିଭାଗ ପକ୍ଷରୁ ଆବଶ୍ୟକ ବଜେଟ୍ ବ୍ୟବସ୍ଥା କରାଯିବ।

Post Views: 50
Share199Tweet125Send
Voice of Victims

Voice of Victims

Recent Posts

  • ବିଧାୟକ ପଦରୁ ଇସ୍ତଫା ଦେଲେ ନୀତିନ ନବୀନ, ଖାଲି ପଡିଛି ବାଙ୍କିପୁରର ଆସନ
  • ବିଧାନ ପରିଷଦର ସଦସ୍ୟ ପଦରୁ ଇସ୍ତଫା ଦେଲେ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର, ନୂଆ ମୁଖ୍ୟମନ୍ତ୍ରୀକୁ ନେଇ ସସପେନ୍ସ
  • ବରିଷ୍ଠ ବିଜେଡି ନେତାଙ୍କ ପତ୍ନୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ
  • ଦୁବେଙ୍କ ମାନସିକ ଚିକିତ୍ସା ଆବଶ୍ୟକ, କହିଲେ ନବୀନ ପଟ୍ଟନାୟକ
  • ପୁରୀ ସମୁଦ୍ର ବେଳାଭୂମିରେ ଅଘଟଣ, ବୁଡ଼ିଯାଇ ୨ ପର୍ଯ୍ୟଟକଙ୍କ ମୃତ୍ୟୁ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In