• About Us
  • Contact Us
Friday, October 16, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଭୁବନେଶ୍ୱରରେ ପହଞ୍ଚିଲେ ସ୍ୱର୍ଣ୍ଣ ବିଜୟୀ ଭାରତୀୟ ପୁରୁଷ ଓ ମହିଳା ହକି ଦଳ; ବିମାନବନ୍ଦରରେ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା

by Voice of Victims
October 16, 2026
in ଆଞ୍ଚଳିକ ଖବର, ଦେଶ ବିଦେଶ, ମୁଖ୍ୟ ଖବର, ସମସ୍ୟା
ଭୁବନେଶ୍ୱରରେ ପହଞ୍ଚିଲେ ସ୍ୱର୍ଣ୍ଣ ବିଜୟୀ ଭାରତୀୟ ପୁରୁଷ ଓ ମହିଳା ହକି ଦଳ; ବିମାନବନ୍ଦରରେ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା

ଏସିଆନ୍ ଗେମ୍ସରେ ଦମଦାର ପ୍ରଦର୍ଶନ କରି ଦେଶ ପାଇଁ ଗୌରବ ଆଣିଥିବା ଭାରତୀୟ ପୁରୁଷ ଓ ମହିଳା ହକି ଟିମ୍ ଭୁବନେଶ୍ୱରରେ ପହଞ୍ଚିଛନ୍ତି। ବିଜୟୀ ହକି ଦଳ ଭୁବନେଶ୍ୱର ବିମାନବନ୍ଦରରେ ଓହ୍ଲାଇବା ପରେ ସେମାନଙ୍କୁ ଅତ୍ୟନ୍ତ ଭବ୍ୟ ଓ ଉତ୍ସାହଜନକ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଛି। ବିମାନବନ୍ଦର ପରିସରରେ ଉପସ୍ଥିତ ହକିପ୍ରେମୀ ଓ ପ୍ରଶଂସକଙ୍କ ମଧ୍ୟରେ ପ୍ରବଳ ଉତ୍ସାହ ଦେଖିବାକୁ ମିଳିଥିଲା।

ଅନ୍ୟପଟେ  ଓଡ଼ିଶା ଗସ୍ତ ଅବସରରେ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଭୟ ପୁରୁଷ ଓ ମହିଳା ହକି ଦଳକୁ ବିଶେଷ ଭାବେ ସମ୍ବର୍ଦ୍ଧିତ କରିବେ। ଅନୁର୍ଜାତୀୟ ସ୍ତରରେ ଦେଶର ଗୌରବ ବଢ଼ାଇଥିବା ଖେଳାଳିଙ୍କୁ ସମ୍ମାନିତ କରିବା ସହ ସେମାନଙ୍କ ସଫଳତାକୁ ପାଳନ କରାଯିବ। ଏସିଆନ ଗେମ୍ସର ଫାଇନାଲ ମ୍ୟାଚରେ ଭାରତୀୟ ପୁରୁଷ ହକି ଟିମ୍ ମାଲେସିଆକୁ ୪-୧ ଗୋଲରେ ଶୋଚନୀୟ ଭାବେ ପରାସ୍ତ କରି ସ୍ୱର୍ଣ୍ଣ ପଦକ ହାସଲ କରିଥିଲା।

Post Views: 5
Share196Tweet123Send
Voice of Victims

Voice of Victims

Recent Posts

  • ଦେଶରେ ଅରାଜକତା ସୃଷ୍ଟି କରି କ୍ଷମତା ଦଖଲ ପାଇଁ ଷଡ଼ଯନ୍ତ୍ର ଚାଲିଛି: ରାଜନାଥ ସିଂହ
  • ଅଭିଜିତ ଦୀପକେଙ୍କୁ ଦିଲ୍ଲୀ ପୋଲିସର ନୋଟିସ୍, ତିରଙ୍ଗା ଯାତ୍ରା କଲେ ଆଇନଗତ କାର୍ଯ୍ୟାନୁଷ୍ଠାନ
  • ଅଧରାତିରେ ପ୍ରକାଶ ପାଇଲା ରମାଦେବୀ ବିଶ୍ବବିଦ୍ୟାଳୟ ଛାତ୍ର ସଂସଦ ଫଳାଫଳ; ବିସିଜେଡିର ବିପୁଳ ବିଜୟ
  • ବିଳମ୍ବିିତ ରାତିରେ ପ୍ରକାଶ ପାଇଲା ଉତ୍କଳ ବିଶ୍ୱବିଦ୍ୟାଳୟ ଛାତ୍ର ସଂସଦ ନିର୍ବାଚନ: ABVP ର ବାଜିମାତ୍
  • କୋଟିଆରେ ଆନ୍ଧ୍ରର ଅନୁପ୍ରବେଶ: ନିର୍ବାଚନ ବିଜ୍ଞପ୍ତିକୁ ତୁରନ୍ତ ରଦ୍ଦ କରିବାକୁ ଓଡ଼ିଶା ସରକାରଙ୍କୁ କଂଗ୍ରେସର ଦାବି

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In