• About Us
  • Contact Us
Saturday, April 18, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର, ୨ ପ୍ରତିଶତ ବଢ଼ିଲା ଡିଏ

by Voice of Victims
April 18, 2026
in ଦେଶ ବିଦେଶ, ମୁଖ୍ୟ ଖବର
ଓଡ଼ିଶା ଭିଜିଲାନ୍ସ ଇତିହାସରେ ସବୁଠାରୁ ବଡ଼ ନଗଦ ଜବତ, ଖଣି ଅଫିସରଙ୍କ ଘରୁ ମିଳିଲା ୪ କୋଟି କ୍ୟାସ୍

ନୂଆଦିଲ୍ଲୀ : କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର । ସରକାରୀ କର୍ମଚାରୀଙ୍କ ପାଇଁ ୨ ପ୍ରତିଶତ ବଢ଼ିଲା ଡିଏ । ୫୮ ପ୍ରତିଶତରୁ ୬୦ ପ୍ରତିଶତକୁ ବୃଦ୍ଧି ହେଲା ମହଙ୍ଗା ଭତ୍ତା । କେନ୍ଦ୍ର ବ୍ୟାବିନେଟ୍ ମହଙ୍ଗା ଭତ୍ତା ବୃଦ୍ଧି ପ୍ରସ୍ତାବକୁ ମଞ୍ଜୁର କରିଛି । ପିଛିଲା ଭାବେ ବର୍ଦ୍ଧିତ ମହଙ୍ଗା ଭତ୍ତା ଜାନୁଆରୀ ପହିଲାରୁ ଲାଗୁ ହେବ । ଉଭୟ କେନ୍ଦ୍ର ସରକାରୀ କର୍ମଚାରୀ ଓ ପେନସନଭୋଗୀ ଉପକୃତ ହେବେ ।

ଖବର ମୁତାବକ, ବ୍ୟାବିନେଟ ମିଟିଂ ଡିଏରେ ୨ ପ୍ରତିଶତ ବୃଦ୍ଧିକୁ ମଞ୍ଜୁରୀ ଦେଇଛନ୍ତି । ଏହାପୂର୍ବରୁ ଅକ୍ଟୋବରରେ ଡିଏ ୫୫ ପ୍ରତିଶତ ବଢି ୫୮ପ୍ରତିଶତ ହୋଇଥିଲା । ପିଛିଲା ଗତ ଜୁଲାଇ ୨୦୨୫ରେ ଲାଗୁ ହୋଇଥିଲା । ଏହି ବୃଦ୍ଧି ପ୍ରାୟ ୫୦ ଲକ୍ଷ ସରକାରୀ କର୍ମଚାରୀ ଏବଂ ୬.୫ ଲକ୍ଷରୁ ଅଧିକ ପେନସନଭୋଗୀଙ୍କୁ ସିଧାସଳଖ ଲାଭ ଦେବ । କେନ୍ଦ୍ର ସରକାର ସାଧାରଣତଃ ହୋଲି ସମୟରେ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ମହଙ୍ଗା ଭତ୍ତା ବୃଦ୍ଧି ଘୋଷଣା କରନ୍ତି। ଏଥର ବିଳମ୍ବ ହେବା ନେଇ କର୍ମଚାରୀଙ୍କ ଚିନ୍ତା ବଢିଥିଲା ।

Post Views: 13
Share197Tweet123Send
Voice of Victims

Voice of Victims

Recent Posts

  • ଡି ପି ଏସ କଳିଙ୍ଗ ଛାତ୍ରୀ ଆଦ୍ୟାଶାଙ୍କ ସଫଳତା
  • କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର, ୨ ପ୍ରତିଶତ ବଢ଼ିଲା ଡିଏ
  • ତାତିରେ ଜଳୁଛି ଓଡ଼ିଶା: ଅଧିକ ଖରା ହେଉଥିବା ଜାଗାରେ ଆଶ୍ରୟ ସ୍ଥଳୀ ନିର୍ମାଣ; ORS, ପିଇବା ପାଣିର ବ୍ୟବସ୍ଥା କରିବାକୁ ନିର୍ଦ୍ଦେଶ
  • ଏଣିକି ଯୋଜନା ବୋର୍ଡ ବଦଳରେ ହେବ SITI ଓଡ଼ିଶା, ମୁଖ୍ୟମନ୍ତ୍ରୀ ମୋହନ ମାଝୀ ରହିବେ ଗଭର୍ଣ୍ଣିଂ କାଉନସିଲର ଅଧକ୍ଷ
  • ସୀମା ପୁନଃ ନିର୍ଦ୍ଧାରଣ ବିଲ ପ୍ରସଙ୍ଗ; ନବୀନ ପଟ୍ଟନାୟକଙ୍କୁ କାଉଣ୍ଟର କଲେ ଧର୍ମେନ୍ଦ୍ର ପ୍ରଧାନ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In