• About Us
  • Contact Us
Friday, April 3, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

କେନ୍ଦୁପତ୍ର ତୋଳାଳିଙ୍କ ପାଇଁ ଖୁସି ଖବର, ପତ୍ର ଉପରେ GST ୫%କୁ ହ୍ରାସ ହୋଇଛି କହିଲେ ମୁଖ୍ୟମନ୍ତ୍ରୀ

by Voice of Victims
September 4, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର
ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା; ଏବେ ପୁରୀ ପୌରପାଳିକା ହେବ ମହାନଗର ନିଗମ

ଭୁବନେଶ୍ୱର : ଜିଏସଟି ସ୍ଲାବକୁ ନେଇ ମୋଦି ସରକାରଙ୍କ ନିଷ୍ପତ୍ତି ଉପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦିଲ୍ଲୀରେ ପ୍ରେସମିଟ କରିଛନ୍ତି । କହିଛନ୍ତି, କେନ୍ଦୁପତ୍ର ଉପରେ ୫ ପ୍ରତିଶତକୁ ହ୍ରାସ ହୋଇଛି । କେନ୍ଦୁପତ୍ର ଉପରେ ଜିଏସଟି ୧୮ ପ୍ରତିଶତରୁ ୫ ପ୍ରତିଶତକୁ ହ୍ରାସ ହୋଇଛି । ଓଡିଶାରେ କେନ୍ଦୁପତ୍ର ତୋଳାଳି ଉପକୃତ ହେବେ , କେନ୍ଦୁପତ୍ର ବିକ୍ରି ବଢିବ । 

କୃଷି ଉପକରଣରେ ଜିଏସଟି ହ୍ରାସ ଚାଷୀଙ୍କ ଖର୍ଚ୍ଚକୁ କମାଇବ । କୋଇଲା କ୍ଷେତ୍ରରେ ଓଡିଶାକୁ ଅଧିକ ଲାଭ ମିଳିବ । ଜିଏସଟିରେ ସଂସ୍କାର ଦ୍ୱାରା ମଧ୍ୟବିତ୍ତ, ନିମ୍ନ ମଧ୍ୟବିତ୍ତ ଅଧିକ ଉପକୃତ ହେବେ ।  ଜିଏସଟି ଛାଡ ଯୋଗୁଁ ଅଧିକ ଲୋକେ ସ୍ୱାସ୍ଥ୍ୟବୀମା କରିବେ । ସିମେଣ୍ଟରୁ ଜିଏସଟି ହ୍ରାସ ଏକ ମାଇଲଖୁଣ୍ଟ ସଦୃଶ । ଏହା ଦ୍ୱାରା ପ୍ରତ୍ୟେକ ଲୋକ ଅର୍ଥ ସଞ୍ଚୟ କରିପାରିବେ ।

Post Views: 41
Share198Tweet124Send
Voice of Victims

Voice of Victims

Recent Posts

  • ଆର୍ଜେଣ୍ଟିନା ଟିମ୍ ଏବଂ ମେସିଙ୍କ ଉପରେ ଆସିଲା ଅଭିଯୋଗ, ୨୫୦ କୋଟି ଟଙ୍କା ନେଇ ମଧ୍ୟ କେରଳ ଆସିଲେନି
  • ଆଜିଠୁ ସବୁ ସ୍କୁଲ ସକାଳୁଆ, ନିର୍ଦ୍ଦେଶ ଜାରି କଲେ ଗଣଶିକ୍ଷା ବିଭାଗ
  • ୧୨ ଦଫା ଦାବି ନେଇ ପୁରୀ ଜିଲ୍ଲାପାଳଙ୍କୁ ଘେରିଲେ ନିଖିଳ ଓଡ଼ିଶା ଅଙ୍ଗନୱାଡ଼ି କର୍ମୀ ସଂଘ
  • ଖରାକୁ ଦେଖି ରାଜ୍ୟ ସରକାରଙ୍କ ବଡ଼ ନିର୍ଦ୍ଦେଶ, ଆସନ୍ତା କାଲିଠାରୁ ରାଜ୍ୟରେ ସକାଳୁଆ ସ୍କୁଲ
  • ରଣପୁରରେ ଜନଗଣନା ତାଲିମ ଶିବିର ଶେଷ, ୧୯୮ ଜଣଙ୍କୁ ପ୍ରଶିକ୍ଷଣ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In