• About Us
  • Contact Us
Friday, February 6, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ସହରାଞ୍ଚଳରେ ରହୁଥିବା ଗରିବଙ୍କୁ ଭଡ଼ାରେ ଘର ଦେବେ ସରକାର, ଅବ୍ୟବହୃତ ସରକାରୀ ଘରକୁ ଭଡ଼ା ସୂତ୍ରରେ ଦିଆଯିବ

by Voice of Victims
February 6, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ସମସ୍ୟା
ସହରାଞ୍ଚଳରେ ରହୁଥିବା ଗରିବଙ୍କୁ ଭଡ଼ାରେ ଘର ଦେବେ ସରକାର, ଅବ୍ୟବହୃତ ସରକାରୀ ଘରକୁ ଭଡ଼ା ସୂତ୍ରରେ ଦିଆଯିବ

ଭୁବନେଶ୍ୱର : ସହରାଞ୍ଚଳରେ ରହୁଥିବା ଗରିବଙ୍କୁ ଭଡ଼ାରେ ଘର ଦେବେ ସରକାର ା ସହରାଂଚଳରେ ବସବାସ କରୁଥିବା ସ୍ବଳ୍ପଆୟକାରୀ ବର୍ଗର ଲୋକଙ୍କୁ ଘର ଭଡ଼ା ଦେବେ ସରକାର । ଅବ୍ୟବହୃତ ସରକାରୀ ଘରକୁ ଭଡ଼ା ସୂତ୍ରରେ ଦିଆଯିବ । ସରକାରୀ ଘର ଚିହ୍ନଟ ପାଇଁ ଗୃହ ଏବଂ ନଗର ଉନ୍ନୟନ ବିଭାଗର ଚିଠି। ଏନେଇ ବିଭିନ୍ନ ବିଭାଗକୁ ଚିଠି ଲେଖାଯାଇଛି। ଓଡ଼ିଶାରେ ଗରିବ ଓ କର୍ମଜୀବୀ ଲୋକଙ୍କ ପାଇଁ ଶସ୍ତା ଭଡ଼ା ଘର ବ୍ୟବସ୍ଥା କରିବେ ରାଜ୍ୟ ସରକାର । ପ୍ରଧାନମନ୍ତ୍ରୀ ଅବାସ ଯୋଜନା ସହର 2.0 ଯୋଜନା ରେ ଏହି ବ୍ୟବସ୍ଥା ହେବ ।

ସହର ଅଞ୍ଚଳରେ ଖାଲି ପଡ଼ିଥିବା କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଘର ଓ ଭବନକୁ ଭଡ଼ାଘର ଭାବେ ପରିବର୍ତ୍ତନ କରାଯିବ । ହାଉସିଂ ଓ ଅର୍ବାନ ଡେଭଲପମେଣ୍ଟ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ଉଷା ପାଢ଼ୀ ସମସ୍ତ ବିଭାଗକୁ ଏହି ଖାଲି ଭବନର ସୂଚନା ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି । ସହରକୁ କାମ ପାଇଁ ଆସୁଥିବା ଶ୍ରମିକ, କର୍ମଜୀବୀ ମହିଳା ଓ ଗରିବ ପରିବାର ଲୋକ ଲାଭବାନ ହେବେ । ସ୍ଥାନୀୟ ପ୍ରଶାସନ ଭଡ଼ା ନିର୍ଦ୍ଧାରଣ କରିବ । ପ୍ରତି ୨ ବର୍ଷରେ ୮ ପ୍ରତିଶତ ବୃଦ୍ଧି ହେବ, ୫ ବର୍ଷରେ ସର୍ବାଧିକ ୨୦ ପ୍ରତିଶତ ପର୍ଯ୍ୟନ୍ତ। ଏହି ପଦକ୍ଷେପ ସହର ଗରିବଙ୍କ ପାଇଁ ସୁରକ୍ଷିତ ଓ ସସ୍ତା ଆବାସ ସୁବିଧା ଦେବାରେ ମାଇଲସ୍ଟୋନ୍ ହେବ ବୋଲି ସରକାର କହିଛନ୍ତି ।

Post Views: 15
Share197Tweet123Send
Voice of Victims

Voice of Victims

Recent Posts

  • ଆଇଏଏସ ସ୍ତରରେ ବଡ଼ ଅଦଳବଦଳ, ଅର୍ଥନୈତିକ ଦୃଷ୍ଟିକୋଣରୁ ଗୁରୁତ୍ୱପୂର୍ଣ୍ଣ ବିଭାଗଗୁଡ଼ିକରେ ଅଭିଜ୍ଞ ଅଧିକାରୀମାନଙ୍କୁ ନିଯୁକ୍ତି
  • ସହରାଞ୍ଚଳରେ ରହୁଥିବା ଗରିବଙ୍କୁ ଭଡ଼ାରେ ଘର ଦେବେ ସରକାର, ଅବ୍ୟବହୃତ ସରକାରୀ ଘରକୁ ଭଡ଼ା ସୂତ୍ରରେ ଦିଆଯିବ
  • ନୟାଗଡ଼ ଜିଲ୍ଲା କଂଗ୍ରେସ କମିଟିର ଉପସଭାପତି ହେଲେ ବାଳକୃଷ୍ଣ ଷଢଙ୍ଗୀ
  • ପରୀକ୍ଷା ପେ ଚର୍ଚ୍ଚା, ଚାପମୁକ୍ତ ହୋଇ ପରୀକ୍ଷା ଦେବାକୁ ଛାତ୍ରଛାତ୍ରୀଙ୍କୁ ପରାମର୍ଶ ଦେଲେ ପ୍ରଧାନମନ୍ତ୍ରୀ
  • କଟକରେ କୋର୍ଟକୁ ପୁଣି ଆସିଲା ବୋମା ଧମକ, ଧମକପୂର୍ଣ୍ଣ ମେଲ୍‌ ପରେ ପୋଲିସ ଛାନ୍‌ଭିନ୍

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In