• About Us
  • Contact Us
Friday, March 27, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଗଣଦୁଷ୍କର୍ମ ମାମଲାରେ ସରକାର ଉଚିତ ପଦକ୍ଷେପ ନେବେ, ମହିଳାଙ୍କୁ ତ୍ବରିତ ନ୍ୟାୟ ମିଳିବ :ଆଇନମନ୍ତ୍ରୀ

by Voice of Victims
December 16, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର
ଗଣଦୁଷ୍କର୍ମ ମାମଲାରେ ସରକାର ଉଚିତ ପଦକ୍ଷେପ ନେବେ, ମହିଳାଙ୍କୁ ତ୍ବରିତ ନ୍ୟାୟ ମିଳିବ :ଆଇନମନ୍ତ୍ରୀ

ଭୁବନେଶ୍ୱର :  ଭୁବନେଶ୍ବର ଧଉଳିରେ ଗଣଦୁଷ୍କର୍ମ ମାମଲାରେ ପୋଲିସର ତନାଘନା ତଦନ୍ତ ।  ଫେରାର ୨ ଅଭିଯୁକ୍ତଙ୍କୁ ଖୋଜୁଛି ପୋଲିସ ।  ଅନ୍ୟ ୩ ଅଭିଯୁକ୍ତ ଗିରଫ ହୋଇଛନ୍ତି ।  ପୁରୁଷ ବନ୍ଧୁଙ୍କ ସହ ଧଉଳି ବୁଲିବାକୁ ଆସିଥିବା ବେଳେ ଦୟା ନଦୀ ପଠାରେ ଯୁବତୀଙ୍କୁ ୫ ଜଣ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଥିଲା ।

ସେପଟେ ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କଗିଛନ୍ତି, ଧଉଳି ଘଟଣାରେ ସରକାର ଉଚିତ ପଦକ୍ଷେପ ନେବେ । ସରକାର ଫାଷ୍ଟ ଟ୍ରାକ ମହିଳା କୋର୍ଟ ବିଷୟରେ ଚିନ୍ତା କରୁଛନ୍ତି। ମହିଳାଙ୍କୁ ତ୍ବରିତ ନ୍ୟାୟ ଦେବାକୁ ସରକାର ବ୍ୟବସ୍ଥା କରୁଥିବା କହିଛନ୍ତି ପୃଥ୍ବୀରାଜ।

Post Views: 40
Share199Tweet124Send
Voice of Victims

Voice of Victims

Recent Posts

  • ଉଲ୍ଲାସର ସହ ପାଳିତ ହେଉଛି ବାସନ୍ତୀ ପୂଜା
  • କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି, ପେଟ୍ରୋଲ୍‌ ଡିଜେଲ୍‌ ଉପରୁ କମିଲା ଏକ୍ସସାଇଜ୍‌ ଡ୍ୟୁଟି
  • ପଶ୍ଚିମ ଏସିଆ ସଙ୍କଟ : ଆଜି ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ସହ କଥାହେବେ ପ୍ରଧାନମନ୍ତ୍ରୀ ମୋଦି
  • ରାଜ୍ୟରେ କାଳବୈଶାଖୀର ତାଣ୍ଡବ, ଆଜି ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
  • ଆଜି ପବିତ୍ର ଶ୍ରୀରାମନବମୀ, ଶ୍ରୀକ୍ଷେତ୍ରରେ ଆରମ୍ଭ ହେବ ପାରମ୍ପରିକ ସାହିଯାତ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In