• About Us
  • Contact Us
Sunday, April 5, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ଆସନ୍ତାକାଲି ରାଜ୍ୟପାଳଙ୍କ ସମ୍ବୋଧନ, ୧୭ରେ ବଜେଟ୍‌

by Voice of Victims
February 12, 2025
in ମୁଖ୍ୟ ଖବର, ରାଜ୍ୟ
ଆସନ୍ତାକାଲି ରାଜ୍ୟପାଳଙ୍କ ସମ୍ବୋଧନ, ୧୭ରେ ବଜେଟ୍‌

ଭୁବନେଶ୍ୱର: ଆସନ୍ତାକାଲିଠୁ ଆରମ୍ଭ ହେବ ବିଧାନସଭାର ବଜେଟ୍‌ ଅଧିବେଶନ ଆରମ୍ଭ ହେଉଥିବା ବେଳେ ୧୭ ତାରିଖରେ ମୋହନ ସରକାର ୨୦୨୫-୨୬ ଆର୍ଥିକ ବର୍ଷର ଵଜେଟ୍‌ ଉପସ୍ଥାପିତ କରିବେ । ଦୁଇ ପର୍ୟ୍ୟାୟ ବିଶିଷ୍ଟ ଏହି ଅଧିବେଶନରେ ରାଜ୍ୟ ସରକାରଙ୍କୁ ଅକଳିରେ ପକାଇବା ପାଇଁ ସଜବାଜ ହେଉଛନ୍ତି ବିରୋଧୀ । ୧୩ ରୁ ୨୧ ତାରିଖ ପର୍ୟ୍ୟନ୍ତ ପ୍ରଥମ ପର୍ୟ୍ୟାୟ ଅଧିବେଶନ ଓ ମାର୍ଚ୍ଚ ୭ରୁ ଏପ୍ରିଲ ୫ ତାରିଖ ପର୍ୟ୍ୟନ୍ତ ଦ୍ୱିତୀୟ ପର୍ୟ୍ୟାୟ ଅଧିବେଶନ ହେବ । ମାଳ ମାଳ ପ୍ରସଙ୍ଗକୁ ନେଇ ମୋହନ ସରକାରକୁ ଘେରିବେ ଉଭୟ ବିରୋଧୀ ଦଳ ବିଜେଡି ଏବଂ କଂଗ୍ରେସ । ତେବେ ରାଜ୍ୟ ସରକାର ମଧ୍ୟ ପଛ ଘୁଞ୍ଚା ଦେବେନାହିଁ । ୮ମାସର ସରକାରର ସଫଳତା ସହ ବିରୋଧୀଙ୍କୁ ମୁଁହତୋଡ ଜବାବ ଦେବେ ସରକାର ବୋଲି କହିଛନ୍ତି ସରକାରୀ ଦଳର ବିଧାୟକ । ଅନ୍ୟପଟେ  ବଜେଟ୍‌ ଅଧିବେଶନ ପୂର୍ବରୁ ରାଜ୍ୟପାଳଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜଭବନରେ ପହଞ୍ଚି ରାଜ୍ୟପାଳ ହରିବାବୁ କମ୍ଭମପତିଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି । ଉଭୟଙ୍କ ମଧ୍ୟରେ ବିଭିନ୍ନ ପ୍ରସଙ୍ଗରେ ସୌଜନ୍ୟମୂଳକ ଆଲୋଚନା ମଧ୍ୟ ହୋଇଛି । ବର୍ଷର ପ୍ରଥମ ଅଧିବେଶନ ହୋଇଥିବା କାରଣରୁ ଆସନ୍ତାକାଲି ରାଜ୍ୟପାଳଙ୍କ ସମ୍ବୋଧନରୁ ହିଁ ଗୃହକାର୍ଯ୍ୟ ଆରମ୍ଭ ହେବ । ଏହା ପୂର୍ବରୁ ଗାଣତାନ୍ତ୍ରିକ ପରମ୍ପରା ଅନୁସାରେ, ମୁଖ୍ୟମନ୍ତ୍ରୀ ରାଜ୍ୟପାଳଙ୍କୁ ସାକ୍ଷାତ କରିଛନ୍ତି ।

Post Views: 35
Tags: Governor's address tomorrow
Share198Tweet124Send
Voice of Victims

Voice of Victims

Recent Posts

  • ଆମେରିକା ଯୁଦ୍ଧ ବିମାନକୁ ଖସାଇବା ପରେ ଇରାନର ଘୋଷଣା, ପାଇଲଟକୁ ଧରାଇଲେ ମିଳିବ ୫୫ ଲକ୍ଷ ଟଙ୍କା
  • ଭାରତକୁ ପାକିସ୍ତାନର ଧମକ, ଦୁଃସାହସ କଲେ ଆମେ କୋଲକାତା ପର୍ଯ୍ୟନ୍ତ ଆକ୍ରମଣ କରିବୁ
  • ଆଜିଠୁ ରାଜ୍ୟରେ ବଢ଼ିବ କାଳବୈଶାଖୀ ପ୍ରଭାବ, ୮ ତାରିଖ ଯାଏ କାଳବୈଶାଖୀ ସମ୍ଭାବନା
  • ‘ସ୍ୱ-ଗଣନା’ ପ୍ରକ୍ରିୟାରେ ଭାଗ ନେଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ
  • ଏଣିକି e-KYC ବିନା ମିଳିବନି ସିଲିଣ୍ଡର, ଓଡ଼ିଶାରେ ଗ୍ୟାସ ଗ୍ରାହକଙ୍କ ପାଇଁ ବଡ଼ ନିୟମ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In