• About Us
  • Contact Us
Saturday, May 9, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଓଡ଼ିଶା ବିଧାନସଭାରେ ରାଜ୍ୟପାଳଙ୍କ ବିକାଶର ରୋଡମ୍ୟାପ୍, ୨୦୩୬ ସୁଦ୍ଧା ‘ସମୃଦ୍ଧ ଓଡ଼ିଶା’ ଗଠନର ଲକ୍ଷ୍ୟ

by Voice of Victims
February 17, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ସମସ୍ୟା
ଓଡ଼ିଶା ବିଧାନସଭାରେ ରାଜ୍ୟପାଳଙ୍କ ବିକାଶର ରୋଡମ୍ୟାପ୍, ୨୦୩୬ ସୁଦ୍ଧା ‘ସମୃଦ୍ଧ ଓଡ଼ିଶା’ ଗଠନର ଲକ୍ଷ୍ୟ

ଭୁବନେଶ୍ୱର : ଓଡ଼ିଶା ହେବ ଗ୍ରୋଥ ଇଞ୍ଜିନ ।  ସମୃଦ୍ଧ ଓଡ଼ିଶା ଗଠନ କରିବା ପାଇଁ ସରକାର ପ୍ରତିଶ୍ରୁତିବଦ୍ଧ। ୨୦୩୬ରେ ଓଡ଼ିଶା ଗଠନକୁ ପୂରିବ ଶହେ ବର୍ଷ। ୨୦୩୬ ସୁଦ୍ଧା ୫ ଶହ ବିଲିୟନ ଡଲାର ଅର୍ଥନୀତି ଲକ୍ଷ୍ୟ ରଖାଯାଇଛି। ରାଜ୍ୟରେ ମୁଣ୍ଡପିଛା ଆୟ ବୃଦ୍ଧି ପାଇଛି। ଅର୍ଥନୈତିକ ଅଭିବୃଦ୍ଧିକୁ ସରକାରଙ୍କ ଫୋକସ୍ । ଭିଜନ ଡକ୍ୟୁମେଣ୍ଟରେ ଓଡ଼ିଶା ଦେଶରେ ୩ୟ ରାଜ୍ୟ। ଓଡ଼ିଶାର GDP ୭%ରୁ ୯.୫%କୁ ବୃଦ୍ଧି ଲକ୍ଷ୍ୟ ରଖାଯାଇଥିବା ଅଭିଭାଷଣରେ କହିଛନ୍ତି ରାଜ୍ୟପାଳ ।

୨୦୪୭ ସୁଦ୍ଧା ଆୟ ୧.୮ ଲକ୍ଷରୁ ୩୨ ଲକ୍ଷ ଟଙ୍କାକୁ ବୃଦ୍ଧି ଲକ୍ଷ୍ୟ। ଆତ୍ମନିର୍ଭର ଭାରତରେ ସେମି କଣ୍ଡକ୍ଟର ହବ୍ ହେବ ଓଡ଼ିଶା । ବହୁମୁଖୀ ଦାରିଦ୍ର୍ୟ ହାର ୫%କୁ କମାଇବା ଲକ୍ଷ୍ୟ ରଖାଯାଇଛି। ଦେଶରେ ଇସ୍ପାତ ଓ ଷ୍ଟେଲନେସ ଷ୍ଟିଲ ଉତ୍ପାଦନରେ ଓଡ଼ିଶା ପ୍ରଥମ। ଲଘୁ ଖଣିଜ ପଦାର୍ଥରୁ ରାଜସ୍ବ ଆୟ ୪୮%ରୁ ଅଧିକ ଅଭିବୃଦ୍ଧି। ମହିଳା ଶ୍ରମଶକ୍ତି ଅଂଶଗ୍ରହଣକୁ ୭୦% ବୃଦ୍ଧି ଲକ୍ଷ୍ୟ ।

ରକ୍ତହୀନତା ଓ ପୌଷ୍ଟିକ ଅଭାବ ନିରାକରଣ କରିବା ଲକ୍ଷ୍ୟ। ୨ ଲକ୍ଷ କୋଟି ଟଙ୍କାରୁ ଅଧିକ ନିବେଶ ଆସିଛି। ୮୫ଟି ଶିଳ୍ପ ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍ ଘାଟନ ହୋଇଛି। ୧.୬୫ ଲକ୍ଷରୁ ଅଧିକ ଲୋକଙ୍କ ପାଇଁ ନିଯୁକ୍ତି ସୁଯୋଗ ସୃଷ୍ଟି ହୋଇଛି। ମେକ୍ ଇନ୍ ଓଡ଼ିଶା ଓ ହାଇଦ୍ରାବାଦ କନକ୍ଲେଭ ନିବେଶକଙ୍କୁ ଆକୃଷ୍ଟ କରିଛି। ୭.୧ ଲକ୍ଷ କୋଟି ଟଙ୍କାରୁ ଅଧିକ ନିବେଶ ସମ୍ଭାବନା ସୃଷ୍ଟି ହୋଇଛି ।  ଅଧିବେଶନ ଆରମ୍ଭରେ ଦିବଂଗତ ସଦସ୍ୟଙ୍କ ବିୟୋଗରେ ଶୋକ ପ୍ରକାଶ କରିଥିଲେ ରାଜ୍ୟପାଳ।

Post Views: 42
Share199Tweet125Send
Voice of Victims

Voice of Victims

Recent Posts

  • ବିଜୟଙ୍କ ଟିଭିକେକୁ ସମର୍ଥନ ଜଣାଇଲା ସିପିଆଇ, ସିପିଏମ୍ ଏବଂ ଭିସିକେ, ମୁଖ୍ୟମନ୍ତ୍ରୀ ହେବ ବିଜୟ
  • ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ହେବେ ଶୁଭେନ୍ଦୁ ଅଧିକାରୀ, ଆସନ୍ତାକାଲି ୧୧ଟାରେ ଶପଥ ଗ୍ରହଣ
  • ବେଙ୍ଗଲରେ ପରାଜୟ ପରେ ମମତାଙ୍କୁ ଭେଟିଲେ ଅଖିଳେଶ, ବଢାଇଲେ ମନୋବଳ
  • ବିଜେପି ସରକାର ଓଡ଼ିଶା ପାଇଁ ବଡ଼ ବୋଝ କହିଲେ ନବୀନ
  • ଶେଷ ହେଲା ତାମିଲନାଡୁ ସସ୍ପେନ୍ସ!: ‘ବିଜୟ’ ସରକାର ପାଇଁ ସବୁଜ ସଙ୍କେତ ଦେଲେ ରାଜ୍ୟପାଳ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In