• About Us
  • Contact Us
Wednesday, July 1, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

SI ଆଶାୟୀଙ୍କ ପାଇଁ ବଡ଼ ଖବର, ଚଳିତ ବର୍ଷ ଅକ୍ଟୋବର ସୁଦ୍ଧା ଶେଷ ହେବ ପରୀକ୍ଷା

by Voice of Victims
July 1, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
SI ଆଶାୟୀଙ୍କ ପାଇଁ ବଡ଼ ଖବର, ଚଳିତ ବର୍ଷ ଅକ୍ଟୋବର ସୁଦ୍ଧା ଶେଷ ହେବ ପରୀକ୍ଷା

ଭୁବନେଶ୍ୱର : SI ଆଶାୟୀଙ୍କ ପାଇଁ ବଡ଼ ଖବର । ଚଳିତ ବର୍ଷ ଅକ୍ଟୋବର ସୁଦ୍ଧା ଶେଷ ହେବ ପୋଲିସ SI ପରୀକ୍ଷା । ସୂଚନା ଦେଲେ OUSSSC ଅଧ୍ୟକ୍ଷ ରଶ୍ମି ରଞ୍ଜନ ସ୍ୱାଇଁ । ପ୍ରଶ୍ନପତ୍ର ଲିକ୍ ପାଇଁ ବଞ୍ଚିତ ଛାତ୍ରଛାତ୍ରୀ SI ପରୀକ୍ଷା ଦେଇପାରିବେ । ବିଜ୍ଞପ୍ତି ପ୍ରକାଶ ପରେ ବୟସ ସୀମା ଅତିକ୍ରମ କରିଥିବା ଆଶାୟୀମାନଙ୍କୁ ମଧ୍ୟ ପରୀକ୍ଷା ଦେବାକୁ ସୁଯୋଗ ମିଳିବ । ସିଲାବସ୍‌ କିମ୍ବା ପରୀକ୍ଷା ପାଟର୍ନରେ କୌଣସି ପରିବର୍ତ୍ତନ ହେବନି ବୋଲି ସେ ସ୍ପଷ୍ଟ କରିଛନ୍ତି । ଏଥର ସମ୍ପୂର୍ଣ୍ଣ ତ୍ରୁଟିଶୂନ୍ୟ ଓ ସ୍ୱଚ୍ଛ ପରୀକ୍ଷା କରିବାକୁ କମିଶନ ପ୍ରତିଶ୍ରୁତି ଦେଇଛି ।

ଗତବର୍ଷ ଓଡିଶା ପୋଲିସ SI ପରୀକ୍ଷା ଦୁର୍ନୀତି ମାମଲାରେ ସିବିଆଇ ଏବେ ତଦନ୍ତ ଚଳାଇଛି। ମୁଖ୍ୟ ଅଭିଯୁକ୍ତଙ୍କ ଗିରଫଦାରୀ ସହ ସିବିଆଇ ଏଥିରେ ସମ୍ପୃକ୍ତ ୧୬ ଜଣଙ୍କ ବିରୋଧରେ ପ୍ରାଥମିକ ଚାର୍ଜସିଟ୍ ମଧ୍ୟ ଦାଖଲ କରିସାରିଛି। ଓଡ଼ିଶା ପୋଲିସ ସବ୍-ଇନ୍ସପେକ୍ଟର ନିଯୁକ୍ତି ପରୀକ୍ଷା ଦୁର୍ନୀତି ୨୦୨୫ ମସିହା ସେପ୍ଟେମ୍ବର ମାସରେ ସାମ୍ନାକୁ ଆସିଥିଲା । ପରୀକ୍ଷାର ଠିକ୍ ୫ ଦିନ ପୂର୍ବରୁ ବ୍ରହ୍ମପୁର ପୋଲିସ ଏକ ଗୁପ୍ତ ସୂଚନା ଆଧାରରେ ପ୍ରଶ୍ନପତ୍ର ଲିକର ପର୍ଦ୍ଦାଫାଶ କରିଥିଲା ଏବଂ ଓଡ଼ିଶା ପୋଲିସ ତୁରନ୍ତ ଏହି ପରୀକ୍ଷାକୁ ବାତିଲ କରିଦେଇଥିଲା ।

Post Views: 12
Share197Tweet123Send
Voice of Victims

Voice of Victims

Recent Posts

  • ଦ୍ୱିତୀୟ ଶ୍ରୀକ୍ଷେତ୍ର ରଣପୁରରେ ରଥଯାତ୍ରା ପ୍ରସ୍ତୁତି ବୈଠକ : ସୁରକ୍ଷା, ସ୍ୱଚ୍ଛତା ଓ ପ୍ଲାଷ୍ଟିକମୁକ୍ତ ରଥଯାତ୍ରା ଉପରେ ଗୁରୁତ୍ୱ
  • ଆଇଟିଇଆରରେ ୫ଦିନିଆ ମ୍ୟାଥ୍‌ମାଟିକ୍ସ ଇନ୍ ମେସିନ୍ ଲର୍ଣ୍ଣିଂ (ଡବ୍ଲ୍ୟୁଏମ୍‌ଏମ୍‌ଏଲ୍‌-୨୦୨୬) କର୍ମଶାଳା ଉଦ୍‌ଘାଟିତ
  • ଦୁଇ ଆଦର୍ଶ ଶିକ୍ଷକଙ୍କୁ ଭାବବିହ୍ୱଳ ବିଦାୟ, ବାଣ-ବାଜା ରୋଷଣୀରେ ଗ୍ରାମ ପରିକ୍ରମା
  • ରାଘବ ଚଢାଙ୍କୁ ବଡ଼ ଆଶ୍ୱସ୍ତି, ସୋସିଆଲ ମିଡିଆରୁ ଏହି ସବୁ କଣ୍ଟେଣ୍ଟ ହଟାଇବାକୁ ଦିଲ୍ଲୀ ହାଇକୋର୍ଟଙ୍କ ନିର୍ଦ୍ଦେଶ
  • ଅବପାତ ରୂପ ନେବ ଲଘୁଚାପ ୬ ପର୍ଯ୍ୟନ୍ତ ପ୍ରବଳ ବର୍ଷା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In