• About Us
  • Contact Us
Sunday, September 20, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ହର ପ୍ରସାଦ ପାଇଲେ ଓଏଏସ୍‌

by Voice of Victims
October 19, 2024
in ଆଞ୍ଚଳିକ ଖବର, ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
ହର ପ୍ରସାଦ ପାଇଲେ ଓଏଏସ୍‌

ରଣପୁର (ଭିଓଭି) : ଓଡ଼ିଶା ଲୋକସେବା ଆୟୋଗ ଦ୍ୱାରା ପରିଚାଳିତ ୨୦୨୨ ମସିହାର ରାଜ୍ୟ ପ୍ରଶାସନିକ ସେବାର ଚୂଡାନ୍ତ ପରୀକ୍ଷା ଫଳ ଆଜି ପ୍ରକାଶ ପାଇଛି।ଏଥିରେ ସମୁଦାୟ ୬୩୮ ଜଣ ପରୀକ୍ଷାର୍ଥୀ କୃତକାର୍ଯ୍ୟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୨୫୮ ଜଣ ମହିଳା ପ୍ରାର୍ଥୀ ରହିଛନ୍ତି। ସୂଚନା ଅନୁଯାୟୀ ନୟାଗଡ ଜିଲ୍ଲା ରଣପୁର ବ୍ଲକ୍ ବୃନ୍ଦାବନପୁର ଗ୍ରାମର ହର ପ୍ରସାଦ ମହାପାତ୍ର ଓ.ଏ.ଏସ ପରୀକ୍ଷାରେ କୃତକାର୍ଯ୍ୟ ହୋଇ ନିଜ ଗ୍ରାମ ତଥା ନିଜ ପରିବାର ପାଇଁ ଗର୍ବ ଆଣି ଦେଇଛନ୍ତି।ପ୍ରକାଶ ଥାଉକି ହର ପ୍ରସାଦ ଅବସରପ୍ରାପ୍ତ ଶିକ୍ଷକ ବିରଞ୍ଚି ନାରାୟଣ ରଣା ଓ ବାସନ୍ତୀ ରଣାଙ୍କ ପୁତ୍ର। ତାଙ୍କର ସଫଳତା ପାଇଁ ସମଗ୍ର ପଞ୍ଚାୟତରେ ଆନନ୍ଦର ଲହରୀ ଖେଳି ଯାଇଛି। ହର ପ୍ରସାଦ ସଫଳତାର ଶ୍ରେୟ ନିଜର ପିତା, ମାତା ଓ ଗୁରୁଜନମାନଙ୍କୁ ଦେବା ସଙ୍ଗେ ସଙ୍ଗେ ଏଥିପାଇଁ ସେ କଠିନ ପରିଶ୍ରମ କରିଥିବା ଆମ ପ୍ରତିନିଧିଙ୍କୁ କହିଛନ୍ତି।

Post Views: 1,364
Share377Tweet236Send
Voice of Victims

Voice of Victims

Recent Posts

  • ଭାଷା ଓ ସାହିତ୍ୟ ରେ ସମ୍ମାନଜନକ ଡକ୍ଟରେଟ ଉପାଧି ପାଇଲେ ପୁରୀ ର ଗୀତାଞ୍ଜଳି ପଣ୍ଡା
  • ସାକ୍ଷରତାର ନୂଆ ସକାଳ: ରଣପୁରରେ ଉଲ୍ଲାସ ପରୀକ୍ଷା, ସାମିଲ ହେଲେ ୬ ହଜାର ପରୀକ୍ଷାର୍ଥୀ, ପରୀକ୍ଷାର୍ଥୀଙ୍କ ସହ କଥା ହେଲେ ଅତିରିକ୍ତ ନିର୍ଦ୍ଦେଶିକା
  • ଭାରତକୁ ଭୟଙ୍କର ସୁପର ଏଲ୍ ନିନୋ ସଙ୍କଟ, ଜରୁରୀକାଳୀନ ଚେତାବନୀ ଜାରି କଲେ ପରିବେଶବିତ୍
  • ରେଲିଂ ଭାଙ୍ଗି ପୋଲ ତଳକୁ ଖସିପଡିଲା BMW, ୩ ମୃତ ଓ ଜଣେ ଗୁରୁତର ଆହତ
  • ଓରାଙ୍ଗଉଟାନ ରହସ୍ୟ ଖୋଲିବାକୁ କ୍ରାଇମବ୍ରାଞ୍ଚ STFର ଜୋରଦାର ତଦନ୍ତ, CCTV ଯାଞ୍ଚ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In