• About Us
  • Contact Us
Sunday, April 5, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ରାଜ୍ୟପାଳ ଭାବେ ଶପଥ ନେଲେ ହରିବାବୁ କମ୍ଭମପତି

by Voice of Victims
January 3, 2025
in ମୁଖ୍ୟ ଖବର, ରାଜ୍ୟ
ରାଜ୍ୟପାଳ ଭାବେ ଶପଥ ନେଲେ ହରିବାବୁ କମ୍ଭମପତି

ଭୁବନେଶ୍ବର: ଓଡ଼ିଶାର ୨୭ତମ ରାଜ୍ୟପାଳ ଭାବେ ଶପଥ ନେଲେ ହରିବାବୁ କମ୍ଭମପତି। ରାଜଭବନରେ ଆୟୋଜିତ ସ୍ବତନ୍ତ୍ର ଉତ୍ସବରେ ତାଙ୍କୁ ଶପଥପାଠ କରାଇଥିଲେ ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ ଚକ୍ରଧାରୀ ଶରଣ ସିଂ। ଏହି ସମାରୋହରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଦୁଇ ଉପମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟ ମନ୍ତ୍ରୀ, ନଗର ଉନ୍ନୟନ ମନ୍ତ୍ରୀ, ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ, ବାଚସ୍ପତି ସୁରମା ପାଢ଼ୀ, ବିଭିନ୍ନ ବିଶ୍ୱବିଦ୍ୟାଳୟର କୁଳପତିଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଯୋଗ ଦେଇଥିଲେ । ଶପଥ ଗ୍ରହଣ ଉତ୍ସବ ପରେ ନୂତନ ରାଜ୍ୟପାଳଙ୍କୁ ଗାର୍ଡ ଅଫ୍‌ ଅନର ପ୍ରଦାନ କରାଯାଇଥିଲା। 

Post Views: 112
Share198Tweet124Send
Voice of Victims

Voice of Victims

Recent Posts

  • ଆମେରିକା ଯୁଦ୍ଧ ବିମାନକୁ ଖସାଇବା ପରେ ଇରାନର ଘୋଷଣା, ପାଇଲଟକୁ ଧରାଇଲେ ମିଳିବ ୫୫ ଲକ୍ଷ ଟଙ୍କା
  • ଭାରତକୁ ପାକିସ୍ତାନର ଧମକ, ଦୁଃସାହସ କଲେ ଆମେ କୋଲକାତା ପର୍ଯ୍ୟନ୍ତ ଆକ୍ରମଣ କରିବୁ
  • ଆଜିଠୁ ରାଜ୍ୟରେ ବଢ଼ିବ କାଳବୈଶାଖୀ ପ୍ରଭାବ, ୮ ତାରିଖ ଯାଏ କାଳବୈଶାଖୀ ସମ୍ଭାବନା
  • ‘ସ୍ୱ-ଗଣନା’ ପ୍ରକ୍ରିୟାରେ ଭାଗ ନେଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ
  • ଏଣିକି e-KYC ବିନା ମିଳିବନି ସିଲିଣ୍ଡର, ଓଡ଼ିଶାରେ ଗ୍ୟାସ ଗ୍ରାହକଙ୍କ ପାଇଁ ବଡ଼ ନିୟମ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In