• About Us
  • Contact Us
Thursday, February 5, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଅଣସର ପିଣ୍ଡିରେ ଚାଲିଛି ଉପଚାର ସେବା, ଦ୍ଵିତୀୟ ଦିନରେ ଦର୍ଶନ ଦେଉଛନ୍ତି ଅଲାରନାଥ

by Voice of Victims
June 13, 2025
in ଆଞ୍ଚଳିକ ଖବର, ଆଧ୍ୟାତ୍ମିକ, ମୁଖ୍ୟ ଖବର
ଅଣସର ପିଣ୍ଡିରେ ଚାଲିଛି ଉପଚାର ସେବା, ଦ୍ଵିତୀୟ ଦିନରେ ଦର୍ଶନ ଦେଉଛନ୍ତି ଅଲାରନାଥ

ବ୍ରହ୍ମଗିରି : ମହାପ୍ରଭୁ ଅଲାରନାଥଙ୍କ ଅନବସର ଦର୍ଶନ। ଆଜି ଦ୍ଵିତୀୟ ଦିନରେ ଶ୍ରୀ ଅଲାରନାଥଙ୍କ ଅନବସର ଦର୍ଶନରେ ସକାଳୁ ସକାଳୁ ଭକ୍ତଙ୍କ ଭିଡ଼ ଦେଖିବାକୁ ମିଳିଛି। ଶ୍ରଦ୍ଧାଳୁ ବ୍ୟରିକେଡରେ ଲାଇନରେ ଯାଇ ଅର୍ଗଳି କାଠ ନିକଟରୁ ଦର୍ଶନ କରୁଛନ୍ତି । ଆଜି ଭୋର ୪ଟାରେ ମନ୍ଦିର ଖୋଲା ଯାଇଥିଲା । ୪.୨୦ ରେ ମଙ୍ଗଳ ଆଳତୀ, ଅବକାଶ,ତଡ଼ପ ଲାଗି, ବେଶ , ତୁଳସିଲାଗି, ଗୋପାଳ ବଲ୍ଲଭ ସରିବାପରେ ଏବେ ସର୍ବସାଧାରଣ ଦର୍ଶନ 6 ଟାରୁ ଆରମ୍ଭ ହୋଇଛି ।

ସେପଟେ ଶ୍ରୀଜୀଉ ମାନେ ଅଣସର ଘରେ ଗୁପ୍ତ ସେବା ପାଉଛନ୍ତି। ଏହି ସମୟରେ ଅଲାରନାଥ ପୀଠରେ ଚତୁର୍ଭୁଜ ନାରାୟଣଙ୍କୁ ଭକ୍ତମାନେ ଦର୍ଶନ କରୁଛନ୍ତି। ବର୍ଷ କରେ ୩୬୫ ଦିନ ମଧ୍ୟରୁ ୩୫୦ ଦିନ ଜଗନ୍ନାଙ୍କୁ ଦର୍ଶନ କରିବା ଯାହା ଅନବସର ସମୟରେ ୧୪ ଦିନ ଭିତରେ ଅଲାରନାଥଙ୍କୁ ଦର୍ଶନ କରିବା ସମାନ ବୋଲି ଭକ୍ତ ମନରେ ବିଶ୍ୱାସ ନେଇ ଛୁଟି ଆସିଥାନ୍ତି। ଏହି ୧୪ ଦିନ ବ୍ରହ୍ମଗିରି ଅଲାରନାଥ ପୀଠ ପଲଟିଯାଏ ଦ୍ଵିତୀୟ ଶ୍ରୀକ୍ଷେତ୍ର।

Post Views: 39
Share197Tweet123Send
Voice of Victims

Voice of Victims

Recent Posts

  • ସଂସଦରେ କାଲି ମୋଦିଙ୍କ ଉପରକୁ ଆକ୍ରମଣ ହୋଇଥାନ୍ତା : ଲୋକସଭା ବାଚସ୍ପତି
  • ଅନୁରାଗ ଠାକୁରଙ୍କୁ ସୁପ୍ରିମକୋର୍ଟରୁ ଆଶ୍ବସ୍ତି, ବିସିସିଆଇ ସହିତ କରିପାରିବେ କାମ
  • ରାଷ୍ଟ୍ରୀୟ ପ୍ରତୀକ ବା ଚିହ୍ନକୁ ଅପବ୍ୟବହାର ନେଇ ଜନସ୍ବାର୍ଥ ମାମଲା, ରୋକିବାକୁ ହାଇକୋର୍ଟଙ୍କ କଡା ନିର୍ଦ୍ଦେଶ
  • ଆଇଏଏସ ସ୍ତରରେ ବଡ଼ ଅଦଳବଦଳ, ଅରବିନ୍ଦ ପାଢ଼ୀଙ୍କୁ ରାଜସ୍ବ ବିଭାଗର ଅତିରିକ୍ତ ଦାୟିତ୍ବ
  • ବିଶିଷ୍ଟ ସୀତାର ବାଦକ ଗୁରୁ ପଣ୍ଡିତ ରବି ଶଙ୍କର ପ୍ରଧାନଙ୍କୁ ଶ୍ରଦ୍ଧାସୁମନ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In