• About Us
  • Contact Us
Tuesday, March 31, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଯାଜପୁରରେ ସ୍ୱାସ୍ଥ୍ୟମନ୍ତ୍ରୀ, ବିଭିନ୍ନ ସ୍ୱାସ୍ଥ୍ୟକେନ୍ଦ୍ର ଓ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ କଲେ ସମୀକ୍ଷା

by Voice of Victims
June 15, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର
ଯାଜପୁରରେ ସ୍ୱାସ୍ଥ୍ୟମନ୍ତ୍ରୀ, ବିଭିନ୍ନ ସ୍ୱାସ୍ଥ୍ୟକେନ୍ଦ୍ର ଓ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ କଲେ ସମୀକ୍ଷା

ଯାଜପୁର: ଯାଜପୁରରେ ସ୍ୱାସ୍ଥ୍ୟମନ୍ତ୍ରୀ । ବିଭିନ୍ନ ସ୍ୱାସ୍ଥ୍ୟକେନ୍ଦ୍ର ଓ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ସମୀକ୍ଷା କଲେ ମୁକେଶ ମହାଲିଙ୍ଗ । ରୋଗୀ ଓ ସମ୍ପର୍କୀୟଙ୍କ ସହ ଆଲୋଚନା କରିଛନ୍ତି । ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ସହ ଯାଜପୁର ସାଂସଦ, ବଡ଼ଚଣା ଓ ଧର୍ମଶାଳା ବିଧାୟକ, ଜିଲ୍ଲାପାଳ ଓ ଏସପି ଉପସ୍ଥିତ ଥିଲେ ।

ଜିଲ୍ଲାରେ କାୟା ମେଲାଉଛି ଝାଡାବାନ୍ତି । ମୋଟ ମୃତ୍ୟୁସଂଖ୍ୟା ୧୩କୁ ବୃଦ୍ଧି ପାଇଛି । ମୃତକ ଖଇରାବାଦ ଓ କୋଟବସନ୍ତ ଅଞ୍ଚଳର । ୭୦୦ରୁ ଅଧିକ ଆକ୍ରାନ୍ ହୋଇଛନ୍ତି। ସେପଟେ ୧୪ ଜଣିଆ କେନ୍ଦ୍ରୀୟ ଟିମ୍ ମଧ୍ୟ ଘଟଣାସ୍ଥଳ ପରିଦର୍ଶନ କରିବେ । ଟିମରେ ICMR, NCDC, WHO ଭଳି ସଂସ୍ଥାର ସଦସ୍ୟ ଅଛନ୍ତି

ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଓ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ମଧ୍ୟ ପ୍ରଭାବିତ ଅଞ୍ଚଳକୁ ଯିବେ । ଯାଜପୁରରେ ୧୧ କଲେରା କେସ୍ ଚିହ୍ନଟ ହେବା ପରେ ଅସ୍ବାସ୍ଥ୍ୟକର ଖାଦ୍ୟ ଏବଂ ପାଣି ନପିଇବାକୁ ପରାମର୍ଶ ଦିଆଯାଇଛି । ସମ୍ପୃକ୍ତ ଅଂଚଳଗୁଡିକରେ ଥିବା ଜଳଉତ୍ସ ଗୁଡିକୁ ବିଶୋଧନ କରାଯିବା ସହ ଲୋକମାନଙ୍କୁ ସଚେତନ କରାଯାଉଛି ।

Post Views: 34
Share198Tweet124Send
Voice of Victims

Voice of Victims

Recent Posts

  • ବିଧାୟକ ପଦରୁ ଇସ୍ତଫା ଦେଲେ ନୀତିନ ନବୀନ, ଖାଲି ପଡିଛି ବାଙ୍କିପୁରର ଆସନ
  • ବିଧାନ ପରିଷଦର ସଦସ୍ୟ ପଦରୁ ଇସ୍ତଫା ଦେଲେ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର, ନୂଆ ମୁଖ୍ୟମନ୍ତ୍ରୀକୁ ନେଇ ସସପେନ୍ସ
  • ବରିଷ୍ଠ ବିଜେଡି ନେତାଙ୍କ ପତ୍ନୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ
  • ଦୁବେଙ୍କ ମାନସିକ ଚିକିତ୍ସା ଆବଶ୍ୟକ, କହିଲେ ନବୀନ ପଟ୍ଟନାୟକ
  • ପୁରୀ ସମୁଦ୍ର ବେଳାଭୂମିରେ ଅଘଟଣ, ବୁଡ଼ିଯାଇ ୨ ପର୍ଯ୍ୟଟକଙ୍କ ମୃତ୍ୟୁ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In