• About Us
  • Contact Us
Sunday, August 9, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ରାଜ୍ୟରେ ବଢିବ ଖରା

by Voice of Victims
March 10, 2024
in ମୁଖ୍ୟ ଖବର, ରାଜ୍ୟ
ରାଜ୍ୟରେ ବଢିବ ଖରା

ଭୁବନେଶ୍ବର: ରାଜ୍ୟରେ ହେବ ପ୍ରବଳ ଖରା । ସ୍ବାଭାବିକ ଠାରୁ ୪ରୁ ୬ ଡିଗ୍ରୀ ବଢିବ ତାପମାତ୍ରା । ୪୦ ଡିଗ୍ରୀ ଛୁଇଁପାରେ ତାପମାତ୍ରା । ଉପକୂଳ ଅପେକ୍ଷା ଆଭ୍ୟନ୍ତରୀଣ ଓଡ଼ିଶାରେ ଅସମ୍ଭାଳ ହେବ ସ୍ଥିତି । ପାଣିପାଗ କେନ୍ଦ୍ରର ପୂର୍ବାନୁମାନ ଅନୁସାରେ ୧୧, ୧୨ ଓ ୧୩ ତାରିଖରେ ସବୁଠୁ ଅଧିକ ଖରା ହେବ । କଟକ, ଭୁବନେଶ୍ବର ସମେତ ସୁନ୍ଦରଗଡ, ଝାରସୁଗୁଡା, ସମ୍ବଲପୁର, ପାରଳାଖେମୁଣ୍ଡି, ଟିଟିଲାଗଡ, ଭବାନୀପାଟଣା, ମାଲକାନଗିରି ଓ ନୟାଗଡ ଭଳି ସହରରେ ତାପମାତ୍ରା ୪୦ ଡିଗ୍ରୀ କିମ୍ବା ତା’ଠାରୁ ଅଧିକ ରହିପାରେ ବୋଲି ଆକଳନ କରାଯାଇଛି । ରାଜ୍ୟରେ ପଶ୍ଚିମା ଝଡ ପ୍ରଭାବରେ ଲାଗି ରହିଥିବା ମେଘୁଆ ପାଗ ଧିରେ ଧିରେ ବଦଳିଛି । ଦକ୍ଷିଣ ଓଡ଼ିଶା ଓ ଏହାର ଆଖପାଖରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ବି ଦୁର୍ବଳ ହୋଇଛି । ପ୍ରଭାବରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ପାଗ ମୁଖ୍ୟତଃ ଶୁଖିଲା ରହିବା ସହ ତାତି ବଢିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ୧୪ ତାରିଖରେ ରାଜ୍ୟରେ ପୁଣି ସକ୍ରିୟ ହେବ ପଶ୍ଚିମା ଝଡ । ପ୍ରଭାବରେ ୧୬ ତାରିଖ ପର୍ୟ୍ୟନ୍ତ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ବାଲେଶ୍ବର, ଭଦ୍ରକ, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ, ଝାରସୁଗୁଡା, ଢେଙ୍କାନାଳ ଓ ଯାଜପୁରରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି । ବାକି ଜିଲ୍ଲାରେ ପାଗ ଶୁଖିଲା ରହିବ ।

Post Views: 43
Share198Tweet124Send
Voice of Victims

Voice of Victims

Recent Posts

  • ଭୁବନେଶ୍ବରରେ ତ୍ରିରଙ୍ଗା ପଦଯାତ୍ରା, ସାମିଲ ହେଲେ ମୁଖ୍ୟମନ୍ତ୍ରୀ
  • ଖୋଲିଲା ହୀରାକୁଦର ଆଉ ୪ ଗେଟ୍, ୧୨ଟି ଗେଟ୍ ଦେଇ ଚାଲିଛି ବନ୍ୟାଜଳ ନିଷ୍କାସନ
  • ଯୁବକଙ୍କୁ ଧକ୍କା ଦେଲା କଶ୍ମୀର ଉପମୁଖ୍ୟମନ୍ତ୍ରୀଙ୍କ କାରକେଡ୍, ଯୁବକଙ୍କ ମୃତ୍ୟୁ
  • ଫୁକେଟ୍-ଦିଲ୍ଲୀ ବିମାନରେ ଭୟଙ୍କର ଟର୍ବୁଲାନ୍ସ ଘଟଣା, ପାଇଲଟଙ୍କ ଡୋପ୍ ଟେଷ୍ଟ ପଜେଟିଭ୍
  • ମୋଦିଙ୍କୁ ଫୋନ୍ କଲେ ଜେଡି ଭାନ୍ସ, ଆହୁରି ମଜଭୁତ ହେବ ଭାରତ-ଆମେରିକା ସମ୍ପର୍କ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In