• About Us
  • Contact Us
Friday, May 1, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

୧୪ ଯାଏଁ ଜାରି ରହିବ ତାତି-ଗୁଳୁଗୁଳି, ଆସନ୍ତାକାଲି ୫ ଜିଲ୍ଲାକୁ ହିଟ୍ ୱେଭ୍ ଚେତାବନୀ ଜାରି

by Voice of Victims
May 11, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର
ମୌସୁମୀର ଆଗମନ ପର୍ଯ୍ୟନ୍ତ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିବ: ସିଇସି

ଭୁବନେଶ୍ୱର : ୧୪ ଯାଏଁ ତାତି, ଗୁଳୁଗୁଳି । ରାଜ୍ୟରେ ତାତି ସାଙ୍ଗକୁ ଅସହ୍ୟ ଗୁଳୁଗୁଳି କାରଣରୁ ଲୋକେ ସନ୍ତୁଳି ହେଉଥିବାବେଳେ ଆସନ୍ତା ୧୪ ତାରିଖ ଯାଏଁ ଜାରି ରହିବ। ପାଣିପାଗି କେନ୍ଦ୍ରର ସୂଚନା ଅନୁଯାୟୀ ଆଜି ସମ୍ବଲପୁର, ଝାରସୁଗୁଡ଼ା, ବଲାଙ୍ଗିର, ବୌଦ୍ଧ ଓ ସୁନ୍ଦରଗଡ଼ରେ ହିଟ୍ ୱେଭ୍ ପରିସ୍ଥିତି ଅନୁଭୂତ ହେବ। ତେବେ ଆଜି ଦକ୍ଷିଣ ଓଡ଼ିଶାର କେତେକ ଜିଲ୍ଲାରେ କାଳବୈଶାଖୀ ଆଶଙ୍କା ରହିଛି। ଆସନ୍ତାକାଲି ୫ ଜିଲ୍ଲାକୁ ହିଟ୍ ୱେଭ୍ ଚେତାବନୀ ଜାରି କରାଯାଇଛି ।

ଏସବୁ ଜିଲ୍ଲାଗୁଡିକ ହେଲା ସମ୍ବଲପୁର, ଝାରସୁଗୁଡ଼ା, ବୌଦ୍ଧ, ବଲାଙ୍ଗିର ଓ ସୁନ୍ଦରଗଡ଼। ୧୨ ଓ ୧୩ ତାରିଖରେ ପଶ୍ଚିମ ଓଡ଼ିଶାର କିଛି ସ୍ଥାନରେ ୪୩ ଡିଗ୍ରୀ ଛୁଇଁପାରେ ପାରଦ। ତେବେ ଆସନ୍ତା ୧୪ ତାରିଖ ପରେ ପାଗରେ ପରିବର୍ତ୍ତନ ଆସିବ। ୧୫ ତାରିଖଠାରୁ ତାପମାତ୍ରା ହ୍ରାସ ପାଇବା ସହ କାଳବୈଶାଖୀର ପ୍ରଭାବ ବଢିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

Post Views: 39
Share197Tweet123Send
Voice of Victims

Voice of Victims

Recent Posts

  • କାଶୀନାଥଙ୍କ ଘରେ ଫୁଟିଲା ଦୁର୍ଲଭ ବ୍ରହ୍ମକମଳ
  • ସ୍ୱାଧୀନତା ସଂଗ୍ରାମୀ ବୀର ବୈଷ୍ଣବ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତି ଉନ୍ମୋଚିତ !
  • କ୍ୟାଟ ବାର ଆସୋସିଏସନ, କଟକ ତରଫରୁ ମଧୁ ଜୟନ୍ତୀ ଓ ଆଇନଜୀବୀ ଦିବସ ପାଳିତ
  • ମେ ୨ ତାରିଖରେ ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ
  • ମହିଳା ସଂରକ୍ଷଣକୁ ନେଇ ବିଧାନସଭା ସ୍ବତନ୍ତ୍ର ଅଧିବେଶନରେ ବିବୃତ୍ତି ରଖିଲେ ମୁଖ୍ୟମନ୍ତ୍ରୀ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In