• About Us
  • Contact Us
Friday, April 3, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ବାଲେଶ୍ଵର ରେ ଘଡଘଡି ସହିତ ପ୍ରବଳ ବର୍ଷା

by Voice of Victims
June 6, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ
ବାଲେଶ୍ଵର ରେ ଘଡଘଡି ସହିତ ପ୍ରବଳ ବର୍ଷା

ବାଲେଶ୍ଵର (ଭିଓଭି): ଗତ କିଛି ଦିନ ହେବ ବାଲେଶ୍ଵର ଜିଲ୍ଲାର ତାପମାତ୍ରା ସର୍ବାଧିକ ୩୯° ରୁ ଅଧିକ ରହିଆସୁଛି । ପ୍ରଚଣ୍ଡ ଖରା ସହିତ ଅସହ୍ୟ ଗୁଳୁଗୁଳି ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ଆସନ୍ତା ଜୁନ୍ ୬ ତାରିଖ ପର୍ଯ୍ୟନ୍ତ ଗ୍ରୀଷ୍ମ ପ୍ରବାହ ଜାରି ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଜାରି କରା ଯାଇଥିଲା ।

ଗତକାଲି ଅପରାହ୍ନ ୩ ଟା ସମୟରେ ଘଡଘଡି ସହିତ ଭୀଷଣ ବର୍ଷା ଏବଂ ବଜ୍ରପାତ ହୋଇଯାଇଛି । ୧ ଘଣ୍ଟା ଧରି ସହର ର ଆଖପାଖ ଅଞ୍ଚଳରେ ବର୍ଷା ମଧ୍ୟ ବର୍ଷା ହୋଇଛି । ଜନଜୀବନ ଅଳ୍ପ ଆଶ୍ୱସ୍ତି ଲାଭ କରିଛନ୍ତି ।

Post Views: 138
Share204Tweet127Send
Voice of Victims

Voice of Victims

Recent Posts

  • ଇରାନରୁ ଭାରତ ଆସୁଥିବା ତେଲ ଜାହାଜ ଏବେ ଚୀନ ଅଭିମୁଖେ: ଜାଣନ୍ତୁ କାହିଁକି?
  • ପାକିସ୍ତାନୀ ସୀମା ହାଇଦର…ନିଜ ପିଲାର ନାମ ରଖିଲେ ‘ଭାରତ’, ପିଲାଙ୍କୁ ଭଲ ଶିକ୍ଷା ଦେବା ମୂଳ ଲକ୍ଷ୍ୟ
  • ରାଜ୍ୟରେ ଏବେ ଡବଲ ଇଞ୍ଜିନ ସରକାର, ପୂର୍ବତଟ ରେଳପଥରୁ ଅଲଗା ହେଲା ପଲ୍ଲାସା-ଇଚ୍ଛାପୁରମ ଡିଭିଜନ
  • AMAZON କମ୍ପାନୀ ଉପରେ ଆକ୍ରମଣ ! ଇରାନର ଟାର୍ଗେଟରେ ଆମେରିକାର ଟେକ୍ କମ୍ପାନୀ
  • ଇରାନ ଖସାଇଲା F-35 ଯୁଦ୍ଧ ବିମାନ ! ଖଣ୍ଡନ କଲା ଆମେରିକୀୟ ସେନା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In