• About Us
  • Contact Us
Thursday, February 5, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଆଜିଠୁ ପ୍ରବଳ ବର୍ଷା : ଏହି ଜିଲ୍ଲାଗୁଡ଼ିକୁ ଅରେଞ୍ଜ ୱାର୍ଣ୍ଣିଂ

by Voice of Victims
May 26, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର
ସାରା ରାଜ୍ୟରେ ସକ୍ରିୟ ହେଲା ମୌସୁମୀ

ଭୁବନେଶ୍ୱର: ଆଜିଠୁ ପ୍ରବଳ ବର୍ଷା । ବର୍ଷା ନେଇ ସୋମବାର ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି । ଆଗାମୀ ୭ ଦିନ ଯାଏଁ ବର୍ଷା ଲାଗି ରହିବ । ଆସନ୍ତା ୨୪ ଘଣ୍ଟାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ନେଇ ସତର୍କତା ଜାରି ହୋଇଛି । କୋରାପୁଟ, ରାୟଗଡ଼ା, ଗଜପତି, କଳାହାଣ୍ଡି, କନ୍ଧମାଳ, ନୂଆପଡା, ଖୋର୍ଦ୍ଧା, ପୁରୀ କଟକ, ଜଗତସିଂହପୁର, ଯାଜପୁର, ଭଦ୍ରକ,  କେନ୍ଦ୍ରାପଡା, ବାଲେଶ୍ୱର କେନ୍ଦୁଝର ଓ ମୟୁରଭଞ୍ଜ ଏହି ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଅବଶିଷ୍ଟ ୧୪ ଜିଲ୍ଲାରେ ବିଜୁଳି ଘଡଘଡି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । 

ଏହିସବୁ ଜିଲ୍ଲାରେ ୪୦ ରୁ ୫୦ କିମି ଝଟକା ପବନ ବହିବାର ସମ୍ଭାବନା ରହିଥିବା ସୂଚନା ଦେଇଛି ପାଣିପାଗ ବିଭାଗ । ଆସନ୍ତା ୨୭ ତାରିଖ ବେଳକୁ ପଶ୍ଚିମ କେନ୍ଦ୍ରୀୟ ଓ ତାର ପାଶ୍ୱବର୍ତ୍ତୀ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଥିବା ଆକଳନ କରିଛି ପାଣିପାଗ ବିଭାଗ । ଲଘୁଚାପ ଅଧିକ ଘନୀଭୂତ ହୋଇ ରାଜ୍ୟରେ ପ୍ରବଳ ବର୍ଷା କରାଇବା ନେଇ ପୂର୍ବାନୁମାନ କରିଛି ବିଭାଗ । ପ୍ରଭାବରେ ୨୭ ତାରିଖରୁ ୩୦ ତାରିଖ ଯାଏଁ ରାଜ୍ୟରେ ଭାରି ବର୍ଷାର ସମ୍ଭାବନା ରହିଛି । ଏହି ବର୍ଷା ମୌସୁମୀ ଅଗ୍ରସରକୁ ଆହୁରି ସକ୍ରିୟ କରିବ । ସକ୍ରିୟ ରହିଲେ ଓଡ଼ିଶାରେ ମୌସୁମୀ ଆଗମନ ନେଇ ସ୍ଥିତି ଅନୁକୂଳ ରହିବ । 

Post Views: 35
Share197Tweet123Send
Voice of Victims

Voice of Victims

Recent Posts

  • ସଂସଦରେ କାଲି ମୋଦିଙ୍କ ଉପରକୁ ଆକ୍ରମଣ ହୋଇଥାନ୍ତା : ଲୋକସଭା ବାଚସ୍ପତି
  • ଅନୁରାଗ ଠାକୁରଙ୍କୁ ସୁପ୍ରିମକୋର୍ଟରୁ ଆଶ୍ବସ୍ତି, ବିସିସିଆଇ ସହିତ କରିପାରିବେ କାମ
  • ରାଷ୍ଟ୍ରୀୟ ପ୍ରତୀକ ବା ଚିହ୍ନକୁ ଅପବ୍ୟବହାର ନେଇ ଜନସ୍ବାର୍ଥ ମାମଲା, ରୋକିବାକୁ ହାଇକୋର୍ଟଙ୍କ କଡା ନିର୍ଦ୍ଦେଶ
  • ଆଇଏଏସ ସ୍ତରରେ ବଡ଼ ଅଦଳବଦଳ, ଅରବିନ୍ଦ ପାଢ଼ୀଙ୍କୁ ରାଜସ୍ବ ବିଭାଗର ଅତିରିକ୍ତ ଦାୟିତ୍ବ
  • ବିଶିଷ୍ଟ ସୀତାର ବାଦକ ଗୁରୁ ପଣ୍ଡିତ ରବି ଶଙ୍କର ପ୍ରଧାନଙ୍କୁ ଶ୍ରଦ୍ଧାସୁମନ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In