• About Us
  • Contact Us
Thursday, August 13, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ପୂରା ଓଡ଼ିଶାକୁ ବଡ଼ ଆଲର୍ଟ, ଆଜି ଅବପାତ, ପ୍ରବଳ ବର୍ଷିବ

by Voice of Victims
August 13, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
କାଳବୈଶାଖୀ ବର୍ଷାରେ ଭିଜିଲା ଅଧା ଓଡ଼ିଶା, ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର : ଆଜି ଅବପାତ, ପ୍ରବଳ ବର୍ଷିବ । ପୂରା ଓଡ଼ିଶାକୁ ବଡ଼ ଆଲର୍ଟ । ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଆହୁରି ଶକ୍ତିଶାଳୀ ହୋଇ ଅବପାତର ରୂପ ନେବ । ପରେ ଅଧିକ ଘନୀଭୂତ ହୋଇ ଉତ୍ତର-ପଶ୍ଚିମ ଦିଗକୁ ଗତି କରିବ । ଲଘୁଚାପ ପ୍ରଭାବରେ ରାଜ୍ୟର ଅନେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ପାଣିପାଗ ବିଭାଗର ସୂଚନା ଅନୁୟାୟୀ ଉତ୍ତର ଓଡ଼ିଶାରେ ବର୍ଷାର ପ୍ରଭାବ ଅଧିକ ରହିବା ସହ କେନ୍ଦୁଝରରେ ଅତ୍ୟନ୍ତ ପ୍ରବଳ ବର୍ଷା ହୋଇପାରେ । କେନ୍ଦୁଝରକୁ ରେଡ ଆର୍ଲଟ ଏବଂ ୧୦ ଜିଲ୍ଲାକୁ ଅରେଞ୍ଜ ଆର୍ଲଟ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

ବାଲେଶ୍ବର, ଯାଜପୁର, କଟକ, ସୁନ୍ଦରଗଡ଼, ,ମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ ଓ ମୟୂରଭଞ୍ଜରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ଓଡ଼ିଶା ଉପକୂଳ ଓ ଆଖପାଖ ସମୁଦ୍ର ଅଂଚଳରେ ୧୪ ତାରିଖ ପର୍ଯ୍ୟନ୍ତ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବ । ମଝିରେ ମଝିରେ ପବନର ବେଗ ୬୦ କିଲୋମିଟର ଛୁଇଁବା ସହ ଝଡ଼ପବନର ଆଶଙ୍କା ରହିଛି । ସମୁଦ୍ର ଅଶାନ୍ତ ରହିଥିବାରୁ ଆସନ୍ତା ୧୪ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ନ ଯିବାକୁ ପରାମର୍ଶ ଦିଆଯାଇଛି । ୫ଟା ୩୦ ସୁଦ୍ଧା ବାଲେଶ୍ବରରେ ସର୍ବାଧିକ ୧୩୭ ମିମି ବର୍ଷା ରେକର୍ଡ କରାଯାଇଛି ।

Post Views: 14
Share197Tweet123Send
Voice of Victims

Voice of Victims

Recent Posts

  • ଦେଶପ୍ରେମ ଏବଂ ପରିବେଶର ବାର୍ତ୍ତା ନେଇ ମହିଳା ମୋର୍ଚ୍ଚା ର ତ୍ରୀରଙ୍ଗା ଶୋଭାଯାତ୍ରା
  • ପୂରା ଓଡ଼ିଶାକୁ ବଡ଼ ଆଲର୍ଟ, ଆଜି ଅବପାତ, ପ୍ରବଳ ବର୍ଷିବ
  • ଆଜି ମହାପ୍ରଭୁଙ୍କ ବନକଲାଗି ନୀତି, ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ
  • ଓଡ଼ିଶାର ସ୍ୱାସ୍ଥ୍ୟସେବା ଭିତ୍ତିଭୂମି ଉନ୍ନତିକରଣ ଲାଗି ୩.୧୦ କୋଟି ଯୋଗାଇ ଦେଲେ ଅଶ୍ୱିନୀ ବୈଷ୍ଣବ
  • ଦିଲ୍ଲୀରେ ଖୁବ୍ ଶୀଘ୍ର ‘ଜନ୍ତର ମନ୍ତର ସିଜିନ୍ ୨’!

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In