• About Us
  • Contact Us
Thursday, April 2, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

୨୦ଟି ଗେଟ୍ ଦେଇ ହୀରାକୁଦ ଜଳ ନିଷ୍କାସନ, ପ୍ରତି ସେକେଣ୍ଡରେ ୫ଲକ୍ଷ ୪୨ ହଜାର୪୪୮ କ୍ୟୁସେକ ଜଳ ପ୍ରବେଶ କରୁଛି

by Voice of Victims
July 27, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
ବଢୁଛି ହୀରାକୁଦ ଜଳଭଣ୍ଡାର ଜଳସ୍ତର, ଖୋଲିଲା ଆଉ ୪ଟି ଗେଟ୍

ସମ୍ବଲପୁର : ଉପରମୁଣ୍ଡରେ ଫୁଲୁଛି ମହାନଦୀ, ବଢ଼ୁଛି ଜଳସ୍ତର । ହୀରାକୁଦ ଡ୍ୟାମର ୨୦ ଗେଟ୍ ଦେଇ ଜଳ ନିଷ୍କାସନ। ଡ୍ୟାମ ବାମପାର୍ଶ୍ବରେ ୧୩ଟି ଓ ଡାହାଣପାର୍ଶ୍ବରେ ୭ଟି ଗେଟ୍ ଖୋଲା ରହିଛି । ଏବେ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ୬୧୩ ଫୁଟ୍ ରହିଛି । ଜଳଭଣ୍ଡାରକୁ ପ୍ରତି ସେକେଣ୍ଡରେ ୫ଲକ୍ଷ ୪୨ ହଜାର୪୪୮ କ୍ୟୁସେକ ଜଳ ପ୍ରବେଶ କରୁଛି । ସେହିପରି ୩ଲକ୍ଷ ୪୧ ହଜାର ୮୩୪ କ୍ୟୁସେକ ଜଳ ନିଷ୍କାସିତ ହେଉଛି।

ସେପଟେ ବିପଦ ସଂକେତ ଉପରେ ସୁବର୍ଣ୍ଣରେଖା, ବୈତରଣୀ ଓ ଜଳକା ନଦୀ । ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ପରେ ଫୁଲୁଛି ସୁବର୍ଣ୍ଣରେଖା, ବୈତରଣୀ, ବୁଢ଼ାବଳଙ୍ଗ ଓ ଜଳକା । ଉପରମୁଣ୍ଡରେ ବର୍ଷା ପରେ ଗାଲଡିହି ଗେଟ୍ ଖୋଲାଯାଇଛି । ନିଷ୍କାସିତ ହେଉଥିବା ବନ୍ୟାଜଳ ଆଜି ସକାଳ ୧୦ଟାରେ ରାଜଘାଟ ଅତିକ୍ରମ କରିବ । ଯାହାଫଳରେ ସୁବର୍ଣ୍ଣରେଖାର ତଳିଆ ଅଂଚଳରେ ଆଜି ଆହୁରି ପାଣି ପଶିବ ।

Post Views: 48
Share197Tweet123Send
Voice of Victims

Voice of Victims

Recent Posts

  • ଉତ୍କଳ ଦିବସ ଅବସରରେ ରକ୍ତଦାନ ଶିବିର, ସଂଗ୍ରହ ହେଲା ୧୩୭ ୟୁନିଟ ରକ୍ତ
  • ରାଜ୍ୟରେ ବନ୍ଦ ହେବ LPG, ମିଳିବ PNG ; ମାସେ ଭିତରେ ସାରା ରାଜ୍ୟରେ ଲାଗୁହେବ ନିୟମ
  • ପତଞ୍ଜଳି ଯୋଗ କେନ୍ଦ୍ରରେ ଉତ୍କଳ ଦିବସ ପାଳନ
  • ଗୁରୁତ୍ୱପୂର୍ଣ୍ଣ ପେଟ୍ରୋକେମିକାଲ୍ ଉତ୍ପାଦଗୁଡ଼ିକ ଉପରେ ସମ୍ପୂର୍ଣ୍ଣ ସୀମା ଶୁଳ୍କ ଛାଡ଼ କଲେ ସରକାର
  • ମେ’ ୧ମ/ଦ୍ୱିତୀୟ ସପ୍ତାହରେ ମାଟ୍ରିକ୍ ପରୀକ୍ଷା ଫଳ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In