• About Us
  • Contact Us
Friday, May 8, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଶ୍ରୀମନ୍ଦିର ସୁରକ୍ଷାକୁ ନେଇ ଐତିହାସିକ ପଦକ୍ଷେପ, ଶ୍ରୀଜଗନ୍ନାଥ ମନ୍ଦିରକୁ RED ZONE ଘୋଷଣା କଲା ଡିଜିସିଏ

by Voice of Victims
October 11, 2025
in ଆଞ୍ଚଳିକ ଖବର, ଆଧ୍ୟାତ୍ମିକ, ମୁଖ୍ୟ ଖବର
ବନକ ଲାଗି ନୀତି: ବନ୍ଦରହିବ ସର୍ବସାଧାରଣ ଦର୍ଶନ

ପୁରୀ : ଶ୍ରୀମନ୍ଦିର ସୁରକ୍ଷାକୁ ନେଇ ଐତିହାସିକ ପଦକ୍ଷେପ । ଶ୍ରୀଜଗନ୍ନାଥ ମନ୍ଦିରକୁ RED ZONE ଘୋଷଣା କଲା ଡିଜିସିଏ । ଏୟାରସ୍ପେଶ୍ ମ୍ୟାପରେ କିଛି ଏଭଳି ତଥ୍ୟ ରହିଥିବା ଭାରତ ସରକାରଙ୍କ ଡିଜିସିଏ ୱେବସାଇଟରେ ଉପଲବ୍ଧ ରହିଛି । ଏହାର ଅବଧି ୩ ବର୍ଷ ରହିଛି । ଅର୍ଥାତ ୨୦୨୮ ସେପ୍ଟେମ୍ବର ୨୫ ତାରିଖରେ ଏହାର ସମୟସୀମା ପୂରଣ ହେବ । ପୂର୍ନବାର ଶ୍ରୀମନ୍ଦିର ଉପରକୁ ନିଷିଧାଞ୍ଚଳ କରିବାକୁ ଆବେଦନ କରାଯିବ।

ପୂର୍ବରୁ ଶ୍ରୀମନ୍ଦିର ଉପରକୁ ନୋଫ୍ଲାଇଂ ଜୋନ୍ ଭାବେ ଘୋଷଣା କରାଯାଇଥିବା ବେଳେ ଏବେ RED ZONE ଘୋଷଣା ହେବା ଶ୍ରୀମନ୍ଦିର ସୁରକ୍ଷାକୁ ଆହୁରି ମଜବୁତ କରିବ ବୋଲି ଆଶା କରାଯାଉଛି। ଗତକାଲି ଶ୍ରୀମନ୍ଦିର ଉପରେ ଡ୍ରୋନ୍ ଉଡୁଥିବା ବେଳେ ପୁରୀ ଏସପିଙ୍କ ନିର୍ଦ୍ଦେଶକ୍ରମେ ଅପରେଟ୍ କରୁଥିବା ଅପରେଟରକୁ ଧରିବାରେ ପୁରୀ ପୋଲିସ ସଫଳ ହୋଇଥିଲା। ତେଣୁ ଶ୍ରୀ ଜଗନ୍ନାଥ ମନ୍ଦିରକୁ RED ZONE ଭାବେ ଘୋଷଣା ହେବାପରେ କେବଳ ଆଣ୍ଟି ଡ୍ରୋନ୍ ଡିଭାଇସ୍ ଲାଗିଲେ ଉଡୁଥିବା ଡ୍ରୋନ୍ କାବୁ ହୋଇପାରିବ ।

Post Views: 53
Share198Tweet124Send
Voice of Victims

Voice of Victims

Recent Posts

  • ବେଙ୍ଗଲରେ ପରାଜୟ ପରେ ମମତାଙ୍କୁ ଭେଟିଲେ ଅଖିଳେଶ, ବଢାଇଲେ ମନୋବଳ
  • ବିଜେପି ସରକାର ଓଡ଼ିଶା ପାଇଁ ବଡ଼ ବୋଝ କହିଲେ ନବୀନ
  • ଶେଷ ହେଲା ତାମିଲନାଡୁ ସସ୍ପେନ୍ସ!: ‘ବିଜୟ’ ସରକାର ପାଇଁ ସବୁଜ ସଙ୍କେତ ଦେଲେ ରାଜ୍ୟପାଳ
  • ନାବାଳକଙ୍କୁ ଥାନାରେ ଅଟକ ମାମଲାରେ ଭଦ୍ରକ ଏସ୍‌ପିଙ୍କୁ ହାଜର ନିର୍ଦେଶ ଦେଲେ ହାଇ କୋର୍ଟ
  • ଆଜିବି ବର୍ଷିବ, ପୂରା ଓଡ଼ିଶାକୁ ଜାରି ହୋଇଛି ୟେଲୋ ଆଲର୍ଟ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In