• About Us
  • Contact Us
Friday, March 27, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ରାଜଧାନୀରେ ହିଟ୍ ଆଣ୍ଡ ରନ୍ ମାମଲା, କାରକୁ ୨୦ମିଟର ଯାଏ ଘୋଷାଡ଼ି ନେଲା ହାଇୱା

by Voice of Victims
December 20, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ସମସ୍ୟା
ରାଜଧାନୀରେ ହିଟ୍ ଆଣ୍ଡ ରନ୍ ମାମଲା, କାରକୁ ୨୦ମିଟର ଯାଏ ଘୋଷାଡ଼ି ନେଲା ହାଇୱା

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ୱରରେ ହିଟ୍ ଆଣ୍ଡ ରନ୍ ।  ପାୱାରହାଉସ ଛକ ଟ୍ରାଫିକ ପୋଷ୍ଟରେ ଛିଡ଼ା ହୋଇଥିବା କାରକୁ ଧକ୍କା ଦେଲା ହାଇୱା ।  ରେଡ୍ ସିଗନାଲ ଥିବାରୁ କାରଟି ଟ୍ରାଫିକ୍ ପୋଷ୍ଟରେ ଛିଡା ହୋଇଥିବା ବେଳେ, ଅଚାଚନକ ଆସି ଧକ୍କା ଦେବା ସହ କାରକୁ ୨୦ମିଟର ଯାଏ ଘୋଷାଡ଼ି ନେଇଥିଲା ।

ଦୁର୍ଘଟଣାରେ କାରଟି ଭାଙ୍ଗି ରୁଜି ଯାଇଛି, ତେବେ ସୌଭାଗ୍ୟ ବଶତଃ କାର ମାଲିକ ତଥା ଚାଳକଙ୍କ କୌଣସି କ୍ଷତି ହୋଇନି ।  ସେପଟେ ରାତିସାରା ଅନିଦ୍ରା ହୋଇ ଗାଡି ଚଳାଉଥିବାରୁ ଜାଣିପାରିନଥିବା କହିଛନ୍ତି ହାଇୱା ଡ୍ରାଇଭର ।  ପୋଲିସ ପହଞ୍ଚି ଦୁର୍ଘଟଣାଗ୍ରସ୍ତ ଗାଡ଼ି ଜବତ କରିବା ସହ ହାଇୱା ଡ୍ରାଇଭରକୁ ଅଟକ ରଖି ପଚରାଉଚରା କରୁଛି ।

Post Views: 61
Share203Tweet127Send
Voice of Victims

Voice of Victims

Recent Posts

  • ଭାରତୀୟ ରେଳର ବଡ଼ ଉପହାର: ଆଜୀବନ ମାଗଣା ଟ୍ରେନ ଯାତ୍ରା କରିବେ ବୀରତ୍ଵ ପଦକ ବିଜେତା
  • ବଢ଼ିବନି ବିଧାୟକଙ୍କ ଦରମା, ପ୍ରତ୍ୟାହାର ହେଲା ଦରମା ବୃଦ୍ଧି ବିଲ
  • ଓଡ଼ିଶା କ୍ରିକେଟ ପ୍ରେମୀଙ୍କ ପାଇଁ ଖୁସୀ ଖବର, ଡିସେମ୍ବର ୨୪ରେ ଶ୍ରୀଲଙ୍କା ସହ କଟକରେ ଖେଳିବ ଭାରତ
  • ଭୁବନେଶ୍ୱର-କଟକରେ ପ୍ରବଳ ଝଡ଼ବର୍ଷା, ବଜ୍ରପାତ ସହ କୁଆପଥର ବୃଷ୍ଟି
  • ରାମନବମୀ ପାଇଁ ଦୁଇ ଦିନ ବନ୍ଦ ରହିବ ସରକାରୀ କାର୍ଯ୍ୟାଳୟ, ଛୁଟି ଘୋଷଣା କଲେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In