• About Us
  • Contact Us
Tuesday, March 24, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ପିତାମାତା ହେଲେ ଓଲିଉଡ ଦମ୍ପତି ସବ୍ୟସାଚୀ ମିଶ୍ର ଓ ଅର୍ଚ୍ଚିତା ସାହୁ , ଶିଶୁପୁତ୍ର ଜନ୍ମ ଦେଲେ ଅଭିନେତ୍ରୀ

by Voice of Victims
January 23, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
ପିତାମାତା ହେଲେ ଓଲିଉଡ ଦମ୍ପତି ସବ୍ୟସାଚୀ ମିଶ୍ର ଓ ଅର୍ଚ୍ଚିତା ସାହୁ , ଶିଶୁପୁତ୍ର ଜନ୍ମ ଦେଲେ ଅଭିନେତ୍ରୀ

ଭୁବନେଶ୍ୱର : ଓଲିଉଡ ଲୋକପ୍ରିୟ ଦମ୍ପତି ସବ୍ୟସାଚୀ ମିଶ୍ର ଓ ଅର୍ଚ୍ଚିତା ସାହୁଙ୍କ ଘରେ ଖୁସିର ଲହରୀ । ମା ହେଲେ ଓଲିଉଡ଼ ହିରୋଇନ ଅର୍ଚ୍ଚିତା । ଗତକାଲି ପୁତ୍ର ସନ୍ତାନର ମା ହେଲେ ଅର୍ଚ୍ଚିତା । ଏନେଇ ସବ୍ୟାର୍ଚ୍ଚିତା ସୋସିଆଲ ମିଡ଼ିଆରେ ସୂଚନା ଦେଇଛନ୍ତି । ବିବାହର 5 ବର୍ଷ ପରେ ଦମ୍ପତି ପ୍ରଥମ ସନ୍ତାନର ପିତାମାତା ହୋଇଛନ୍ତି । ଏହି ଖବର ଆସିବା ମାତ୍ରେ ଫ୍ୟାନ୍ସ ସମେତ ସେଲିବ୍ରିଟି ଦମ୍ପତିଙ୍କୁ ଶୁଭକାମନା ଜଣାଇଛନ୍ତି । ସବ୍ୟସାଚୀ ମିଶ୍ର ଓ ଅର୍ଚ୍ଚିତା ସାହୁ ମିଳିତି ଭାବେ ଇନଷ୍ଟାଗ୍ରାମରେ ଏକ ପୋଷ୍ଟ ସେୟାର କରି ଫ୍ୟାନ୍ସଙ୍କୁ ଖୁସି ଖବର ଦେଇଛନ୍ତି । ସେ ଲେଖିଛନ୍ତି, ”କାଳିଆ ଆସିଲା ।

ଗତବର୍ଷ ଡିସେମ୍ୱର 13ରେ ସବ୍ୟ ଓ ଅର୍ଚ୍ଚିତା ନିଜ ଇନଷ୍ଟାଗ୍ରାମରେ ଏକ ଭିଡିଓ ଓ ଫଟୋ ସେୟାର କରି ଖୁସି ଖବର ଦେଇଥିଲେ । ଭିଡିଓରେ ସବ୍ୟ ଓ ଅର୍ଚ୍ଚିତା ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର ବାହାରେ ନଜର ଆସିଥିଲେ । ଏହି ସମୟରେ ଉଭୟ ପଛମୁହାଁ କରି ଠିଆ ହୋଇଥିବା ବେଳେ ହାତରେ ଦୁଇ ଜୋତା ଧରି କିସ୍ କରୁଥିବାର ନଜର ଆସିଥିଲେ ।

Post Views: 30
Share198Tweet124Send
Voice of Victims

Voice of Victims

Recent Posts

  • ୩୪ ତମ ବିଶ୍ୱ ଜଳ ଦିବସ, ଦର୍ପନାରାୟଣପୁର ଶୁକୃ ବେହେରା ପାଣିପଞ୍ଚାୟତ ଅଧୀନରେ ରେ ଭାରତ ର ପ୍ରଥମ ସ୍ୱୟଂ ଚାଳିତ କେନାଲ ପ୍ରଣାଳୀ ଲୋକାର୍ପିତ
  • ଇରାନ ରାଜଧାନୀ ଉପରେ ଆମେରିକାର ଭୟଙ୍କର ବୋମା ! ବିଦ୍ୟୁତ ସେବା ଠପ୍, ଅନ୍ଧାରରେ ବୁଡ଼ିଲା ସାରା ସହର
  • ବିଜେଡିରୁ ୬ ନିଲମ୍ବିତ ସଦସ୍ୟଙ୍କ ସଭ୍ୟ ପଦ ରଦ୍ଦ ପାଇଁ ଆଜି ଦରଖାସ୍ତ ! ବାଚସ୍ପତିଙ୍କ ନିଷ୍ପତ୍ତି ଉପରେ ନିର୍ଭର
  • ରାଜ୍ୟରେ ପର୍ଯ୍ୟାପ୍ତ ପରିମାଣର ଗ୍ୟାସ୍ ମହଜୁଦ ଅଛି, ଭୟଭୀତ ହୁଅନ୍ତୁ ନାହିଁ: ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର
  • ବିଧାନସଭାରେ ମୁଖ୍ୟମନ୍ତ୍ରୀଙ୍କ ଉତ୍ତର, ବର୍ତ୍ତମାନ ୩ ଜିଲ୍ଲାରେ ସକ୍ରିୟ ଅଛନ୍ତି ୧୫ ମାଓବାଦୀ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In