ଆସନ୍ତାକାଲିଠୁ ବଢିବ ଶୀତ, ଏନେଇ ସୂଚନା ଦେଲା ଆଞ୍ଚଳିକ ପାଣିପାଗ ବିଭାଗ
ଭୁବନେଶ୍ୱର : ଆସନ୍ତାକାଲିଠୁ ବଢିବ ଶୀତ । ଥଣ୍ଡା ପ୍ରକୋପରେ ଅସ୍ତବ୍ୟସ୍ତ ହେବ ପୁରା ରାଜ୍ୟ । ଏନେଇ ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ ବିଭାଗ । ଆଜିଠାରୁ...
Read moreଭୁବନେଶ୍ୱର : ଆସନ୍ତାକାଲିଠୁ ବଢିବ ଶୀତ । ଥଣ୍ଡା ପ୍ରକୋପରେ ଅସ୍ତବ୍ୟସ୍ତ ହେବ ପୁରା ରାଜ୍ୟ । ଏନେଇ ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ ବିଭାଗ । ଆଜିଠାରୁ...
Read morevov-issue-7-5th-to-11th-January-2026_compressedDownload
Read moreନୂଆଦିଲ୍ଲୀ: ସକାଳୁ ସକାଳୁ ଥରିଲା ଆସାମ ଓ ତ୍ରିପୁରା । ରିକ୍ଟର ସ୍କେଲରେ ଭୂକମ୍ପ ତୀବ୍ରତା ୫.୧ ରେକର୍ଡ ହୋଇଛି । ସୂଚନା ମୁତାବକ ଏହାର କେନ୍ଦ୍ରସ୍ଥଳ ରହିଥିଲା...
Read moreନୂଆଦିଲ୍ଲୀ: ଭାରତକୁ ଟ୍ରମ୍ପଙ୍କ ଚେତାବନୀ । ପୁଣି ଭାରତକୁ ଟାରିଫ୍ ଭୟ ଦେଖାଇଲେ ଡୋନାଲ୍ଡ ଟ୍ରମ୍ପ । ଭାରତ ରୁଷ ତୈଳ କିଣିବା ନେଇ ଚେତାବନୀ ଦେଲେ ଆମେରିକା...
Read moreନୂଆଦିଲ୍ଲୀ: ଦିଲ୍ଲୀ ଦଙ୍ଗା ମାମଲାରେ ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ । ସୁପ୍ରିମକୋର୍ଟ ଉମର ଖାଲିଦ ଏବଂ ଶରଜିଲ ଇମାମଙ୍କ ଜାମିନ ଆବେଦନ ଖାରଜ କରିଛନ୍ତି । ଘଟଣାରେ ଜଡିତ...
Read moreପୁରୀ: ଭୁବନେଶ୍ବର ପରେ ପୁରୀରେ ‘ଆମବସ’ର ଯାଞ୍ଚ । ପରିବହନ ବିଭାଗ ପକ୍ଷରୁ ଆଜି ମାଳତୀପାଟପୁର ଛକ ଠାରେ ‘ଆମବସ’ ଗୁଡିକର ଯାଞ୍ଚ କରାଯାଇଛି । ସମସ୍ତଗାଡ଼ିର କାଗଜ...
Read moreରାଜନଗର : ରାଜନଗର ମହିଳା ବିଡିଓଙ୍କୁ ଆକ୍ରମଣ ଘଟଣାର ତଦନ୍ତ ନିର୍ଦ୍ଦେଶ । ମାମଲା ରୁଜୁ କଲା ପୋଲିସ । ସେପଟେ ଘଟଣାକୁ ନିନ୍ଦା କରିଛି ଓଏଏସ ସଂଘ...
Read moreରଣପୁର, ୪/୧ : ଆସନ୍ତା ଜାନୁଆରୀ ୫ ରୁ ୯ ପର୍ଯ୍ୟନ୍ତ ରଣପୁରରେ ଆୟୋଜିତ ହେଉଛି ରଣପୁର ମହୋତ୍ସବ। ଐତିହ୍ୟ, ସଂସ୍କୃତି, ଇତିହାସ ଓ ପରମ୍ପରାକୁ ଆଧାର...
Read moreଆମେରିକା : ଟ୍ରମ୍ପଙ୍କୁ କଡ଼ା ସମାଲୋଚନା କଲେ କମଲା ହାରିସ୍ । କେବଳ ତେଲ ଓ ନିଜକୁ ଜଣେ ଶକ୍ତିଶାଳୀ ନେତା ଭାବେ ଦେଖାଇବା ଟ୍ରମ୍ପଙ୍କ ଏକ ଜିଦ୍...
Read moreଭୁବନେଶ୍ବର: ସଚିବାଳୟ ପରିସରରେ ‘ରିଲ୍ସ’ ଉପରେ ରୋକ୍ । ଏଣିକି ସରକାରୀ ଅଫିସରେ ରିଲ୍ସ କଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ । ସରକାରୀ ଅଫିସ୍ ରେ ରିଲ୍ସ କରିବା ଉପରେ କଟକଣା ଲଗାଇଛନ୍ତି ସରକାର । ଲୋକସେବା ଭବନ, ରାଜୀବ ଭବନ ଓ ଖାରବେଳ ଭବନରେ ରିଲ୍ସ ମନା ହୋଇଛି । ସେହିପରି ସମ୍ବେଦନଶୀଳ ସରକାରୀ ପ୍ରତିଷ୍ଠାନରେ ମଧ୍ୟ ରିଲ୍ସ କରିବା ଉପରେ କଟକଣା ଲାଗିଛି । ଭିଡିଓ, ଫଟୋ ସୋସିଆଲ ମିଡିଆରେ ଅପଲୋଡିଂ କରିପାରିବେ ନାହିଁ । ଏନେଇ ଗୃହ ବିଭାଗ ପକ୍ଷରୁ ଏ ନେଇ ନିର୍ଦ୍ଦେଶନାମା ଜାରି ହୋଇଛି । ସମସ୍ତ ସରକାରୀ କର୍ମଚାରୀ, ଅଧିକାରୀ ଓ ଭିଜିଟର୍ସଙ୍କ ପାଇଁ କଟକଣା ଲାଗୁ ହୋଇଛି । ନିୟମ ଉଲ୍ଲଙ୍ଘନ କଲେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କୁହାଯାଇଛି । ଏଭଳି କାର୍ଯ୍ୟକଳାପ ଦ୍ୱାରା ଶାସନ ବ୍ୟବସ୍ଥାର ଗୁରୁତ୍ୱ ଏବଂ ଅଫିସ ଶୃଙ୍ଖଳା ପ୍ରଭାବିତ ହେବା ଆଶଙ୍କା ରହିଛି। ଭିତର ଦୃଶ୍ୟ ସୋସିଆଲ ମିଡିଆରେ ପ୍ରସାରିତ ହେବା ସୁରକ୍ଷା ଦୃଷ୍ଟିକୋଣରୁ ବିପଜ୍ଜନକ ।
Read moreCopyright © 2023.