ପାଠ୍ୟ ପୁସ୍ତକ ତ୍ରୁଟି; ଅପରାଧିକ ତଦନ୍ତ ପାଇଁ କ୍ରାଇମବ୍ରାଞ୍ଚକୁ ନିର୍ଦ୍ଦେଶ
ଭୁବନେଶ୍ୱର : ପାଠ୍ୟ ପୁସ୍ତକରେ ତ୍ରୁଟି, ସମଗ୍ର ପ୍ରକ୍ରିୟାର ଅପରାଧିକ ତଦନ୍ତ ହେବ । କ୍ରାଇମବ୍ରାଞ୍ଚ ଏସ୍.ପି.ଙ୍କ ନିକଟରେ ଏଫ୍.ଆଇ.ଆର୍ କରିବାକୁ SCERT ନିର୍ଦ୍ଦେଶକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ।...
Read more















