Latest Post

ଆଫଗାନିସ୍ତାନ ଉପରେ ପାକିସ୍ତାନର ଏୟାରଷ୍ଟ୍ରାଇକ୍, ୯ ଶିଶୁଙ୍କ ସମେତ ଜଣେ ମହିଳା ମୃତ

ଆଫଗାନିସ୍ତାନ : ଆଫଗାନିସ୍ତାନ ଉପରେ ପାକିସ୍ତାନର ଏୟାରଷ୍ଟ୍ରାଇକ୍ । ଆକ୍ରମଣରେ ୯ ଶିଶୁଙ୍କ ସମେତ ଜଣେ ମହିଳା ପ୍ରାଣ ହରାଇଛନ୍ତି । ପାକିସ୍ତାନୀ ସେନା ଆପାଗାନିସ୍ତାନର ଖୋସ୍ତ ପ୍ରାନ୍ତରେ...

Read more

ଇଥିଓପିଆରେ ଭୟଙ୍କର ଉଦଗୀରଣ, ପରିସ୍ଥିତିକୁ ଦୃଷ୍ଟିରେ ରଖି ବିମାନ ଚଳାଚଳ ବାତିଲ

ନୂଆଦିଲ୍ଲୀ : ଇଥିଓପିଆରେ ହେଲି ଗବିନ୍ ଜ୍ୱାଳାମୁଖୀ ବିସ୍ଫୋରଣର ପ୍ରଭାବ ଏବେ ଭାରତରେ ଦେଖିବାକୁ ମିଳିଛି । ପ୍ରବଳ ପବନ ଦ୍ୱାରା ଜ୍ୱାଳାମୁଖୀ ଧୂଆଁ ଓମାନ ଏବଂ ଆରବ ସାଗର ଦେଇ ଭାରତୀୟ ବାୟୁମଣ୍ଡଳରେ ପହଞ୍ଚିଛି । ବେସାମରିକ ବିମାନ ଚଳାଚଳ ନିର୍ଦ୍ଦେଶାଳୟ (DGCA) ଏବଂ ମୁମ୍ବାଇ–ଦିଲ୍ଲୀ ପାଣିପାଗ କାର୍ଯ୍ୟାଳୟ ବିମାନ କମ୍ପାନୀଗୁଡ଼ିକ ପାଇଁ ଏକ SIGMET ଜାରି କରିଛନ୍ତି । ଏହାରି ମଧ୍ୟରେ ବିମାନ ଚଳାଚଳ ଅଧିକାରୀମାନେ ସତର୍କ କରାଇବା ସହିତ ବିମାନ ଚଳାଚଳ ବନ୍ଦ କରିଛନ୍ତି । ଯାହା ଉଡ଼ାଣ ପାଇଁ ବିପଦ ସୃଷ୍ଟି କରିପାରେ ବୋଲି କୁହାଯାଉଛି ।  ତେଣୁ ରୁଟ୍ ଏବଂ ଉଡ଼ାଣ ସ୍ତର ଉପରେ ବିଶେଷ ସତର୍କତା ଅବଲମ୍ବନ କରାଯିବା ଉଚିତ ।...

Read more

ଶ୍ରୀରାମ ମନ୍ଦିର ଶିଖରରେ ଉଡ଼ିଲା ଧର୍ମଧ୍ୱଜା, ସ୍ଥାପନ କଲେ ପ୍ରଧାନମନ୍ତ୍ରୀ

ଅଯୋଧ୍ୟା : ରାମ ମନ୍ଦିର ଉପରେ ସ୍ଥାପନା ହୋଇଛି ଧର୍ମ ଧ୍ୱଜା । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହାର ସ୍ଥାପନା କରିଛନ୍ତି । ରାମଲାଲଙ୍କ ଗର୍ଭଗୃହରେ ପ୍ରଧାନମନ୍ତ୍ରୀଙ୍କ ପୂଜାର୍ଚ୍ଚନା...

Read more

ଓଡ଼ିଶା ବିଧାନସଭାର ଶୀତକାଳୀନ ଅଧିବେଶନ ପାଇଁ କମିଶନରେଟ୍ ପୋଲିସର ଟ୍ରାଫିକ୍ କଟକଣା ଜାରି

ଭୁବନେଶ୍ୱର :  କମିଶନରେଟ୍ ପୋଲିସ ଆଜି ଓଡ଼ିଶା ବିଧାନସଭାର ଆଗାମୀ ଶୀତକାଳୀନ ଅଧିବେଶନ ପାଇଁ ଏକ ଟ୍ରାଫିକ୍ ପରାମର୍ଶ ଜାରି କରିଛି, ଯାହା ନଭେମ୍ବର ୨୭ରୁ ଆରମ୍ଭ...

Read more

ବଙ୍ଗୋପସାଗରରେ ଯୋଡ଼ା ଲଘୁଚାପରୁ ଦାନା ବାନ୍ଧିବ କି ବଡ଼ ବାତ୍ୟା ? ବାତ୍ୟା ନେଇ ପୂର୍ବାନୁମାନ କରିଛି ଆଇଏମଡି

ଭୁବନେଶ୍ବର: ବଙ୍ଗୋପସାଗରରେ ଯୋଡ଼ା ଲଘୁଚାପରୁ ଦାନା ବାନ୍ଧିବ କି ବଡ଼ ବାତ୍ୟା ? ଷ୍ଟ୍ରେଟ ଅଫ ମଲାକ୍କା ସଂଲଗ୍ନ ଦକ୍ଷିଣ ଆଣ୍ଡାମାନ ସାଗର ଉପରେ ସୁଦୃଶ୍ୟ ଲଘୁଚାପ । ...

Read more

ଭିଜିଲାନ୍ସ ଜାଲରେ ଏଆରଆଇ, ୨ଟି ସ୍ଥାନରେ ଚାଲିଛି ଏକକାଳୀନ ଚଢ଼ାଉ

ଭୁବନେଶ୍ବର: ଭିଜିଲାନ୍ସ ଜାଲରେ ଏଆରଆଇ । ୧୨ ହଜାର ଟଙ୍କା ଲାଞ୍ଚ ନେଲାବେଳେ ଧରିଲା ଭିଜିଲାନ୍ସ ।  କେନ୍ଦ୍ରାପଡା ଜିଲ୍ଲା ଡେରାବିସ ତହସିଲ ନିକିରେଇ ଏଆରଆଇ ଅଭିମନ୍ୟୁ ବେହେରା...

Read more

‘ଭଏସ୍ ଅଫ୍ ଭିକ୍ଟିମ୍ସ’ ର ସ୍ୱନକ୍ଷତ୍ର ଉତ୍ସବ ପାଳିତ

ଭୁବନେଶ୍ୱର, ୨୪/୧୧: ବହୁଭାଷୀ ସାପ୍ତାହିକ ଖବରକାଗଜ ‘ଭଏସ୍ ଅଫ୍ ଭିକ୍ଟମ୍ସ’ର ସ୍ୱନକ୍ଷତ୍ର ଉତ୍ସବ ଭୁବନେଶ୍ୱର ରେଡ୍-କ୍ରସ୍ ଭବନଠାରେ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ସେଞ୍ଚୁରିଅନ୍ ବିଶ୍ୱବିଦ୍ୟାଳୟର କୁଳପତି...

Read more

ବଙ୍ଗୋପସାଗରରେ ବାତ୍ୟା ସମ୍ଭାବନା; ସ୍ପଷ୍ଟଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହେଲା ଲଘୁଚାପ

ଭୁବନେଶ୍ୱର : ବଙ୍ଗୋପସାଗରରେ ବାତ୍ୟା ହେବା ସମ୍ଭାବନା । ସ୍ପଷ୍ଟଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହେଲା ଲଘୁଚାପ । ଏହା ଘନୀଭୂତ ହୋଇ ସ୍ପଷ୍ଟଚିହ୍ନିତ ଲଘୁଚାପ କ୍ଷେତ୍ରରେ...

Read more

ରାଜଧାନୀର ରାଜରାସ୍ତାରେ ଅଙ୍ଗନବାଡ଼ି କର୍ମୀଙ୍କ ବିକ୍ଷୋଭ, ୧୧ ଦଫା ଦାବି

ଭୁବନେଶ୍ୱର : ଗର୍ଜିଲେ ଅଙ୍ଗନବାଡି କର୍ମୀ ।  ରାଜଧାନୀର ଲୋୟର ପିଏମଜିରେ ଅଙ୍ଗନବାଡ଼ି କର୍ମୀଙ୍କ ବିକ୍ଷୋଭ ।  ରାଜରାସ୍ତାକୁ ଓହ୍ଲାଇଲେ ଶହ ଶହ କର୍ମୀ ।  ୧୧ ଦଫା...

Read more
Page 165 of 747 1 164 165 166 747

Follow Us

Most Popular

Welcome Back!

Login to your account below

Create New Account!

Fill the forms bellow to register

Retrieve your password

Please enter your username or email address to reset your password.