Latest Post

ଚାଷୀଙ୍କ ଆକାଉଣ୍ଟକୁ ଗଲା ସିଏମ୍ କିଷାନ ଟଙ୍କା, ୫୦ ଲକ୍ଷରୁ ଊର୍ଦ୍ଧ୍ବ ଚାଷୀ ହେଲେ ଲାଭବାନ

ଭୁବନେଶ୍ୱର : ଚାଷୀଙ୍କ ଆକାଉଣ୍ଟକୁ ଗଲା ସିଏମ୍ କିଷାନ ଟଙ୍କା ।  ଅକ୍ଷୟ ତୃତୀୟାରେ ଚାଷୀଙ୍କ ଆକାଉଣ୍ଟକୁ ଟଙ୍କା ପଠାଇଲେ ମୁଖ୍ୟମନ୍ତ୍ରୀ ।  ୫୦ ଲକ୍ଷରୁ ଊର୍ଦ୍ଧ୍ବ ଚାଷୀଙ୍କ...

Read more

ପାକିସ୍ତାନ ସହ ଉତ୍ତେଜନା ମଧ୍ୟରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ଆରଏସଏସ ମୁଖ୍ୟ ମୋହନ ଭାଗବତ

ନୂଆଦିଲ୍ଲୀ: ପାକିସ୍ତାନ ସହିତ ଚାଲିଥିବା ରାଜନୈତିକ ଏବଂ ସୀମା ଉତ୍ତେଜନା ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ସନ୍ଧ୍ୟାରେ ତାଙ୍କ ନୂଆଦିଲ୍ଲୀସ୍ଥିତ ୭ ଲୋକ କଲ୍ୟାଣ ମାର୍ଗ ବାସଭବନରେ...

Read more

ଆୟୁଷ୍ମାନ ଯୋଜନାରେ ହିତାଧିକାରୀଙ୍କୁ ଅବହେଳା କଲେ ଦୃଢ କାର୍ଯ୍ୟାନୁଷ୍ଠାନ: ସ୍ୱାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର : ଆୟୁଷ୍ମାନ କାର୍ଡକୁ ନେଇ ତୁଟୁନି ଅଡୁଆ । ଡାକ୍ତରଖାନାକୁ ଚିକିତ୍ସା ହେବାକୁ ଯାଇ ରୋଗୀ ହଇରାଣ ହେବା ପରେ ସରକାର ପଦକ୍ଷେପ ନେଇଛନ୍ତି । ଆୟୁଷ୍ମାନ...

Read more

‘ପାକିସ୍ତାନ ୪ ଭାଗ ହେବା ନିଶ୍ଚିତ’: ଜାମ୍ମୁ କାଶ୍ମୀରର ପୂର୍ବତନ ଡିଜିପିଙ୍କ ବଡ଼ ବିବୃତ୍ତି

ନୂଆଦିଲ୍ଲୀ: ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ ପାକିସ୍ତାନ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ପାଇଁ ଦାବି ରହିଛି। ଏ ସମ୍ପର୍କରେ ପୂର୍ବତନ ଜାମ୍ମୁ କାଶ୍ମୀରର ଡିଜିପି ଏସପି ବୈଦ୍ୟଙ୍କଠାରୁ ଏକ...

Read more

ଭାରତୀୟ ସେନାକୁ ମିଳିଲା ‘ଫ୍ରି ହ୍ୟାଣ୍ଡ’: ପାକିସ୍ତାନ ଉପରେ କାର୍ଯ୍ୟାନୁଷ୍ଠାନ ପାଇଁ ପିଏମ ମୋଦୀ ଦେଲେ ଏହି ନିର୍ଦ୍ଦେଶ

ନୂଆଦିଲ୍ଲୀ: ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ ସମଗ୍ର ଦେଶ ଆତଙ୍କବାଦୀଙ୍କ ଘର ପାକିସ୍ତାନ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କରୁଛି। ଏହି ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପ୍ରତିରକ୍ଷା ମନ୍ତ୍ରୀ...

Read more

ଓଡିଶା ରାଜ୍ୟ ପୂର୍ବତନ ସୈନିକ ସଙ୍ଘର ବାର୍ଷିକ ସାଧାରଣ ପରିଷଦ ବୈଠକ

ଭୁବନେଶ୍ୱର, 28/4: ଓଡିଶା ରାଜ୍ୟ ପୂର୍ବତନ ସୈନିକ ସଙ୍ଘର ବାର୍ଷିକ ସାଧାରଣ ପରିଷଦ ବୈଠକ ରବିବାର ଭୁବନେଶ୍ୱରସ୍ଥିତ ଭାରତୀୟ ବିଦ୍ୟା ଭଵନ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି...

Read more

ଯୁଦ୍ଧକୁ ନେଇ ଛାନିଆ ପାକିସ୍ତାନ, ଭୟରେ ସେନା ଚାକିରି ଛାଡ଼ୁଛନ୍ତି ପାକିସ୍ତାନୀ ସୈନ୍ୟ

ନୂଆଦିଲ୍ଲୀ: ଭୟରେ ଥର ହର ହେଲାଣି ପାକିସ୍ତାନ । ପାକ୍ ସେନାରେ ଖେଳି ଯାଇଛି ଆତଙ୍କର ବାତାବରଣ । ଯୁଦ୍ଧକୁ ନେଇ ଛାନିଆ । ଭୟରେ ସେନା...

Read more

ମେ’୧ ରୁ ଜୁଲାଇ ୩୧ ପର୍ଯ୍ୟନ୍ତ ବନ୍ଦ ରହିବ ଭିତରକନିକା ଜାତୀୟ ଉଦ୍ୟାନ

କେନ୍ଦ୍ରାପଡା: ବନ୍ଦ ରହିବ ଭିତରକନିକା ଜାତୀୟ ଉଦ୍ୟାନ । କୁମ୍ଭୀର ପ୍ରଜନନ ପାଇଁ ମେ ୧ ତାରିଖରୁ ଜୁଲାଇ ୩୧ ତାରିଖ ପର୍ଯ୍ୟନ୍ତ ଦୀର୍ଘ ୩ ମାସ...

Read more

ପହଲଗାମ ଆକ୍ରମଣ ପରେ ବଡ଼ ନିଷ୍ପତ୍ତି, ବନ୍ଦ ହେଲା ୪୮ ରିସୋର୍ଟ ଏବଂ ପର୍ଯ୍ୟଟକ ସ୍ଥଳ

ନୂଆଦିଲ୍ଲୀ: ଜମ୍ମୁକଶ୍ମୀରରେ ପୁଣି ଆତଙ୍କବାଦୀ ଆକ୍ରମଣ ଆଶଙ୍କା । ଗୁଇନ୍ଦା ସଂସ୍ଥାଗୁଡ଼ିକର ଚେତାବନୀ ପରେ ୪୮ଟି ରିସୋର୍ଟ ଓ ପର୍ଯ୍ୟଟନସ୍ଥଳୀ ବନ୍ଦ କରିଦିଆଯାଇଛି । ପହଲଗାମ ଆତଙ୍କବାଦୀ...

Read more

BBC ର କଭରେଜକୁ ନେଇ କଡ଼ା ଆପତ୍ତି ଉଠାଇଲେ ଭାରତ ସରକାର, ରିପୋର୍ଟିଂ ଉପରେ ଆଗକୁ ନଜର ରଖିବ ଭାରତ

ନୂଆଦିଲ୍ଲୀ: ପହଲଗାମ ଆତଙ୍କବାଦୀ ଆକ୍ରମଣ ଉପରେ ବିବିସିର ମିଡିଆ କଭରେଜ୍କୁ ନେଇ କଡ଼ା ଆପତ୍ତି ଉଠାଇଛନ୍ତି ଭାରତ ସରକାର। “Pakistan suspends visas for Indians after...

Read more
Page 303 of 752 1 302 303 304 752

Follow Us

Most Popular

Welcome Back!

Login to your account below

Create New Account!

Fill the forms bellow to register

Retrieve your password

Please enter your username or email address to reset your password.