ବାଙ୍ଗିରିପୋଷିରେ ୩ ରେଳ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କଲେ ରାଷ୍ଟ୍ରପତି
ଭୁବନେଶ୍ବର: ମୟୂରଭଞ୍ଜ ବାଙ୍ଗିରିପୋଷିରେ ୩ ରେଳ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ରାଷ୍ଟ୍ରପତି ବାଙ୍ଗିରିପୋଷି-ଗୋରୁମହିଷାଣୀ, ବୁଡ଼ାମରା-ନ୍ୟୁଜାମଶୋଳା ପ୍ରକଳ୍ପ-ବାଦାମପାହାଡ଼-କେନ୍ଦୁଝରଗଡ଼ ରେଳ ଲାଇନର ଭିତ୍ତିପ୍ରସ୍ତର ସ୍ଥାପନ...
Read more















