• About Us
  • Contact Us
Friday, March 27, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ଗୃହ ୪ଟା ଯାଏଁ ମୁଲତବୀ

by Voice of Victims
July 24, 2024
in ମୁଖ୍ୟ ଖବର, ରାଜ୍ୟ
ଗୃହ ୪ଟା ଯାଏଁ ମୁଲତବୀ

ଭୁବନେଶ୍ୱର: ସର୍ବଦଳୀୟ ବୈଠକରୁ ବି ବାହାରିପାରିଲାନି ନିଷ୍କର୍ସ । ଫଳରେ ବାଚସ୍ପତି ସୁରମା ପାଢ଼ୀ ଗୃହକୁ ଅପରାହ୍ନ ୪ଟା ପର୍ୟ୍ୟନ୍ତ ମୁଲତବୀ ଘୋଷଣା କରିଛନ୍ତି । 
ପ୍ରକାଶ ଯେ  ବିଧାନସଭା ବଜେଟ୍ ଅଧିବେଶନର ୩ୟ ଦିନରେ ପୁଣି ହଟ୍ଟଗୋଳ ଜାରି ରଖିଛନ୍ତି ବିରୋଧୀ । ଆଜି ଗୃହ କାର୍ୟ୍ୟ ଆରମ୍ଭ ହେଉ ହେଉ  ବିରୋଧୀ ସଦସ୍ୟ ନାରାବାଜି କରିଥିଲେ । ପରେ ବାଚସ୍ପତି ଗୃହକୁ ସାଢେ ୧୧ଟା ଯାଏଁ ମୁଲତବୀ ରଖିଥିଲେ। କେନ୍ଦ୍ର ଅବହେଳା ପ୍ରସଙ୍ଗରେ ଆଜି ଗୃହରେ ନାରାବାଜି କରିଥିଲେ ବିରୋଧୀ ବିଜେଡି ବିଧାୟକ । ଗୃହର ମଧ୍ୟଭାଗକୁ ଆସି ସେମାନେ ପ୍ରତିବାଦ କରିଥିଲେ। ଏଥିସହ ରାଜ୍ୟପାଳଙ୍କ ପୁଅ ଆଇନକୁ ହାତକୁ ନେଇଥିବା ପ୍ରସଙ୍ଗ ଉଠାଇଲେ ବିରୋଧୀ ଦଳ ଉପନେତା ପ୍ରସନ୍ନ ଆଚାର୍ୟ୍ୟ । ନିଜ ଆସନରେ ଠିଆ ହେଇ ସେ ପ୍ରତିବାଦ କରିବା ପରେ, ବିଜେଡି ବିଧାୟକମାନେ ଶେଷରେ କକ୍ଷତ୍ୟାଗ କରିଥିଲେ । ସେହିପରି ଗୃହର ମଧ୍ୟ ଭାଗରେ ଠିଆ ହେଇ କଂଗ୍ରେସ ବିଧାୟକମାନେ ମଧ୍ୟ କେନ୍ଦ୍ର ଅବହେଳା ପ୍ରସଙ୍ଗ ଉଠାଇ ହଟ୍ଟଗୋଳ କରିଥିଲେ ।ପରେ ବାଚସ୍ପତି ଗୃହକୁ ସାଢେ ୧୧ଟା ଯାଏଁ ମୁଲତବୀ ରଖିଥିଲେ ।ଏଥିସହ ଗୃହ କାର୍ଯ୍ୟ ସୁରୁଖୁରୁରେ ଚଳାଇବା ପାଇଁ ସର୍ବଦଳୀୟ ବୈଠକ ଡକାଇଥିଲେ। ତେବେ ଉକ୍ତ ବୈଠକରୁ  ବି ବାହାରିପାରିଲାନି ନିଷ୍କର୍ସ । ଫଳରେ ବାଚସ୍ପତି ସୁରମା ପାଢ଼ୀ ଗୃହକୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ମୁଲତବୀ ଘୋଷଣା କରିଛନ୍ତି ।  

Post Views: 35
Share197Tweet123Send
Voice of Victims

Voice of Victims

Recent Posts

  • ଉଲ୍ଲାସର ସହ ପାଳିତ ହେଉଛି ବାସନ୍ତୀ ପୂଜା
  • କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି, ପେଟ୍ରୋଲ୍‌ ଡିଜେଲ୍‌ ଉପରୁ କମିଲା ଏକ୍ସସାଇଜ୍‌ ଡ୍ୟୁଟି
  • ପଶ୍ଚିମ ଏସିଆ ସଙ୍କଟ : ଆଜି ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ସହ କଥାହେବେ ପ୍ରଧାନମନ୍ତ୍ରୀ ମୋଦି
  • ରାଜ୍ୟରେ କାଳବୈଶାଖୀର ତାଣ୍ଡବ, ଆଜି ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
  • ଆଜି ପବିତ୍ର ଶ୍ରୀରାମନବମୀ, ଶ୍ରୀକ୍ଷେତ୍ରରେ ଆରମ୍ଭ ହେବ ପାରମ୍ପରିକ ସାହିଯାତ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In