• About Us
  • Contact Us
Saturday, April 4, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

୯ମାସ ବହୁତ ଯନ୍ତ୍ରଣାରେ ଥିଲି: ସୁର

by Voice of Victims
February 15, 2025
in ମୁଖ୍ୟ ଖବର, ରାଜ୍ୟ
୯ମାସ ବହୁତ ଯନ୍ତ୍ରଣାରେ ଥିଲି: ସୁର

ଭୁବନେଶ୍ୱର: ମୁଁ ଗତ ୯ ମାସ ବହୁତ ଯନ୍ତ୍ରଣାରେ ଥିଲି ବୋଲି କହିଛନ୍ତି ବରିଷ୍ଠ କଂଗ୍ରେସ ନେତା ସୁର ରାଉତରାୟ । କିଛି କୁଚକ୍ରୀ ଗୋଷ୍ଠୀ ମୋତେ ଷଡ଼ଯନ୍ତ୍ର କରି ନିଲମ୍ବିତ କରିଥିଲେ । ଆଜି ମୋ ମନ୍ଦିରକୁ ମୁଁ ଫେରିଲି । ମୁଁ ବହୁତ ଖୁସି । ଆଉ କନ୍ଦଳ ରହିବନି । ମିଳିମିଶି ସଂଗଠନ ସହ କାମ କରିବୁ ବୋଲି ଶ୍ରୀ ରାଉତରାୟ କହିଛନ୍ତି । ବରିଷ୍ଠ ନେତା ସୁରେଶ ରାଉତରାୟ କଂଗ୍ରେସକୁ ଫେରିଛନ୍ତି। ଦଳ ବିରୋଧୀ କାର୍ୟ୍ୟ ପାଇଁ ତାଙ୍କୁ ଗତ ନିର୍ବାଚନ ସମୟରେ କଂଗ୍ରେସରୁ ନିଲମ୍ବନ କରାଯାଇଥିଲା। ନୂଆ ପ୍ରଦେଶ କଂଗ୍ରେସ କମିଟି (ପିସିସି) ସଭାପତି ଭାବେ ଭକ୍ତ ଚରଣ ଦାସ ଦାୟିତ୍ଵ ନେବା ପରେ ସମସ୍ତ ନିଲମ୍ବିତ କର୍ମୀ ଓ ନେତାଙ୍କ ଉପରୁ ଆଦେଶ ପ୍ରତ୍ୟାହାର କରିଥିଲେ। ସୁରେଶ ରାଉତରାୟଙ୍କ ଉପରୁ ମଧ୍ୟ ନିଲମ୍ବନ ହଟିଥିଲା। ଏହା ପରେ ସେ ଶନିବାର କଂଗ୍ରେସ ଭବନକୁ ଆସିଥିଲେ। ପୁଅ ସିଦ୍ଧାର୍ଥ ରାଉତରାୟଙ୍କ ସହିତ ସୁର କଂଗ୍ରେସ ଭବନରେ ପ୍ରବେଶ କରିଥିଲେ। ପ୍ରବେଶ ପୂର୍ବରୁ ସୁର ମୁଣ୍ଡିଆ ମାରିଥିଲେ। ଏପରି କି ଗଣମାଧ୍ୟମ ଆଗରେ ମନ୍ତବ୍ୟ ଦେବା ସମୟରେ ସୁର କାନ୍ଦି ପକାଇଥିଲେ। ନିଲମ୍ବନ ପ୍ରତ୍ୟାହାର ଲାଗି ସେ ପିସିସି ସଭାପତିଙ୍କୁ ଧନ୍ୟବାଦ ଜଣାଇଥିଲେ। ସୁର କହିଛନ୍ତି, ୯ ମାସ ଧରି ସେ ବହୁ ଯନ୍ତ୍ରଣାରେ ଥିଲେ। ଆଜି ନିଜ ମନ୍ଦିରକୁ ଫେରିଛନ୍ତି। ସେଥିପାଇଁ ବହୁ ଖୁସି ଅଛନ୍ତି ବୋଲି ସୁର ଗଣମାଧ୍ୟମ ଆଗରେ କହିଥିଲେ। ଏହା ସହିତ ଆଗାମୀ ଦିନରେ ଆଉ କୌଣସି କନ୍ଦଳ ରହିବ ନାହିଁ ଏବଂ ସମସ୍ତେ ମିଳିମିଶି ସଂଗଠନ ପାଇଁ କାମ କରିବୁ ବୋଲି କହିଛନ୍ତି।

Post Views: 286
Share199Tweet124Send
Voice of Victims

Voice of Victims

Recent Posts

  • କଂଗ୍ରେସ ସାଂସଦ ଶଶି ଥରୁରଙ୍କ କାରକେଡ୍ ଉପରକୁ ଆକ୍ରମଣ, ଡ୍ରାଇଭର୍ ଏବଂ ସୁରକ୍ଷାକର୍ମୀ ଆହତ
  • ଖଡ଼ି ଛୁଆଁ ଓ ପ୍ରବେଶ ଉତ୍ସବ, ତଳେ ପିଲାଙ୍କ ସହ ବସି କଥାବାର୍ତ୍ତା ହେଲେ ମୁଖ୍ୟମନ୍ତ୍ରୀ
  • ପୁରୀ ବିମାନବନ୍ଦରକୁ ସର୍ତ୍ତ ସହ ଅନୁମତି; ମଞ୍ଜୁରୀ ପ୍ରଦାନ କଲା ପରିବେଶ, ଜଙ୍ଗଲ ଏବଂ ଜଳବାୟୁ ପରିବର୍ତ୍ତନ ମନ୍ତ୍ରଣାଳୟ
  • ଶିଶୁ ମନ୍ଦିର ରେ ପାଳିତ ହେଲା ଵିଦ୍ୟାରମ୍ଭ ଯଜ୍ଞ
  • ଇରାନରୁ ଭାରତ ଆସୁଥିବା ତେଲ ଜାହାଜ ଏବେ ଚୀନ ଅଭିମୁଖେ: ଜାଣନ୍ତୁ କାହିଁକି?

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In