• About Us
  • Contact Us
Thursday, August 6, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ପୁଣି ଚାକିରିରେ ଯୋଗ ଦେଲେ ଆଇଏଏସ ଧିମାନ ଚକମା

by Voice of Victims
June 6, 2026
in ଆଞ୍ଚଳିକ ଖବର, ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
ପୁଣି ଚାକିରିରେ ଯୋଗ ଦେଲେ ଆଇଏଏସ ଧିମାନ ଚକମା

Screenshot

ଭୁବନେଶ୍ୱର : ଜେଲରୁ ଫେରିବା ପରେ ପୁଣି ଚାକିରିରେ ଯୋଗ ଦେଲେ ଆଇଏଏସ ଧିମାନ ଚକମା। ରାଜସ୍ୱ ବିଭାଗର ଉପ ସଚିବ ଭାବେ ତାଙ୍କୁ ନିଯୁକ୍ତି ଦିଆଯାଇଛି। ୨୦୨୧ ବ୍ୟାଚର ଏହି ଆଇଏଏସ ଲାଞ୍ଚ ନେବା ଅଭିଯୋଗରେ ଭିଜିଲାନ୍ସ ହାତରେ ଧରାପଡ଼ିଥିଲେ। କଳାହାଣ୍ଡି ଧର୍ମଗଡର ସବ କଲେକ୍ଟର ଥିବା ବେଳେ ତାଙ୍କ ସରକାରୀ ବାସଭବନରେ ୧୦ ଲକ୍ଷ ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରା ପଡିଥିଲେ।

ଭିଜିଲାନ୍ସ ହାତରେ ଗିରଫ ହେବା ପରେ ତାଙ୍କୁ ଚାକିରିରୁ ନିଲମ୍ବନ କରିଥିଲେ ରାଜ୍ୟ ସରକାର। ଏବେ ପୁଣି ସେ ଚାକିରିରେ ଯୋଗ ଦେଇଛନ୍ତି ।  ରାଜସ୍ୱ ବିଭାଗରେ ଉପ ସଚିବ ଭାବେ ତାଙ୍କୁ ମେ ମାସ ୨୧ ତାରିଖରେ ନିଯୁକ୍ତି ମିଳିବା ପରେ ଏବେ ସେ କାର୍ଯ୍ୟରେ ଯୋଗ ଦେଇଛନ୍ତି ।

Post Views: 50
Share200Tweet125Send
Voice of Victims

Voice of Victims

Recent Posts

  • ସ୍ମୃତି, ସମ୍ମାନ ଓ ସ୍ୱାଗତର ମିଳନ: ରାଜସୁନାଖଳା ଡାଏଟରେ ଆୟୋଜିତ ସମ୍ବର୍ଦ୍ଧନା ସଭା
  • ରଣପୁରରେ ୮୦ତମ ସ୍ୱାଧୀନତା ଦିବସ ପାଇଁ ବ୍ଲକ ସ୍ତରୀୟ ପ୍ରତିଯୋଗିତା ଅନୁଷ୍ଠିତ
  • ପୁରୀ ମୁନିସିପାଲିଟି ଅଞ୍ଚଳରେ ବନ୍ୟା ପରବର୍ତ୍ତୀ ସତର୍କତା: ଗୋଟିଏ ଦିନ ପାଇଁ କଡା ନିର୍ଦ୍ଦେଶ ଜାରି କଲେ ସମନ୍ଵିତ ଶିଶୁ ବିକାଶ ପ୍ରକଳ୍ପ ଅଧିକାରିଣୀ
  • ମହିଳାଙ୍କୁ ମିଳିବ ସୁନା କଏନ, ପିଲାଙ୍କୁ ମିଳିବ ୫ ଲକ୍ଷର AI ସ୍କିଲ୍ ଟ୍ରେନିଂ
  • ରେଭେନ୍ସା ବିଶ୍ୱବିଦ୍ୟାଳୟର ଅଧ୍ୟାପକଙ୍କ ବିରୁଦ୍ଧରେ ବାଚସ୍ପତିଙ୍କୁ ଚିଠି ଲେଖିଲେ କଟକ ବିଧାୟକ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In