• About Us
  • Contact Us
Tuesday, March 24, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ବିଜେପିକୁ ଯଦି ନ ହଟାଇବା ତେବେ ସମ୍ବିଧାନ ବିପଦରେ ରହିବ: ଖଡଗେ

by Voice of Victims
May 29, 2024
in ମୁଖ୍ୟ ଖବର, ରାଜ୍ୟ
ବିଜେପିକୁ ଯଦି ନ ହଟାଇବା ତେବେ ସମ୍ବିଧାନ ବିପଦରେ ରହିବ: ଖଡଗେ

ଭୁବନେଶ୍ୱର:  ରାଜ୍ୟରେ ଶେଷ ପର୍ଯ୍ୟାୟରେ ୬ଟି ସଂସଦୀୟ କ୍ଷେତ୍ରରେ  ମତଦାନ ହେବ । ଆସନ୍ତା ୧ ତାରିଖ ଦିନ ଭୋଟ ଗ୍ରହଣ ହେବ । ଏହା ପୂର୍ବରୁ ଆସନ୍ତାକାଲି ଶେଷ ହେବାକୁ ଯାଉଛି ପ୍ରଚାର । ତେବେ ଆଜି ବାଲେଶ୍ୱରରେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜ୍ଜୁନ ଖଡଗେ ପ୍ରଚାର କରିଛନ୍ତି ।ଏହାସହ ବାଲେଶ୍ୱର ମାଟିରୁ ବିଜେପିକୁ ଟାର୍ଗେଟ କରିଛନ୍ତି ଖଡଗେ । ସେ କହିଛନ୍ତି, ଲୋକ ପଚାରୁଛନ୍ତି ବିଜେପିକୁ ଆମେ ହରାଇପାରିବା ତ? ବିଜେପିକୁ ଯଦି ନ ହଟାଇବା ତେବେ ସମ୍ବିଧାନ ବିପଦରେ, ଲୋକକନ୍ତ୍ର ବି ବିପଦରେ ରହିବ । ଯଦି ଲୋକତନ୍ତ୍ର ଓ ସମ୍ବିଧାନ ବିପଦରେ ରହିବ ତେବେ ଆମ ଭବିଷ୍ୟତ ବି ବିପଦରେ ରହିବ । ସେମାନଙ୍କୁ ହଟାଇବା ଜରୁରୀ ।ଦେଶରେ ଗରିବ ଏତେ ମାତ୍ରାରେ ବଢୁଛି ଯେ ଲୋକ ଚିନ୍ତାରେ ଅଛନ୍ତି । ସେପଟେ ଯୁବକଙ୍କୁ ଚାକିରି ନାହିଁ, ସେମାନେ ବି ଚିନ୍ତାରେ । ମୋଦୀ ଜୀଙ୍କୁ ଏହାର ଚିନ୍ତା ନାହିଁ । ଦେଶକୁ ବଞ୍ଚାଇବା ଆମର ଏକମାତ୍ର ଚିନ୍ତା । ଗରିବଙ୍କୁ ଯେଉଁ ସଂରକ୍ଷଣ ମିଳିଛି ତାକୁ ଶେଷ କରିବାକୁ ମୋଦୀ ସରକାର ଲାଗିଛି । ମଣିପୁର ଜଳୁଥିବା ବେଳେ ପ୍ରଧାନମନ୍ତ୍ରୀ ବିଦେଶରେ ବୁଲୁଥିଲେ । ଆମେ ପୁଞ୍ଚିପତିଙ୍କ ସପକ୍ଷରେ ନାହୁଁ । ଗରିବଙ୍କ ସପକ୍ଷରେ ଆମେ ଅଛୁ । ସେଥିପାଇଁ ବିଜେପି ଆମକୁ ସହିପାରୁନି । ବିଜେପି ସହ ବିଜେଡିକୁ ବି ଟାର୍ଗେଟ କରିଛନ୍ତି ମଲ୍ଲିକାର୍ଜୁନ ଖଡଗେ । କହିଛନ୍ତି, ବିଜେପି ଯାହା ଚାହୁଁଛି ବିଜେଡି ସମର୍ଥନ କରୁଛି । ଏବେ ପରସ୍ପର ଅଲଗା ଅଲଗା ଅଛନ୍ତି । ନିର୍ବାଚନ ପରେ ପୁଣି ଏକାଠି ହୋଇଯିବେ ।

Post Views: 32
Tags: If BJP is not removed
Share198Tweet124Send
Voice of Victims

Voice of Victims

Recent Posts

  • ଦିଲ୍ଲୀ ବିଧାନସଭାକୁ ମିଳିଲା ବୋମା ଧମକ, ମୋଦି ଓ ଅମିତ ଶାହଙ୍କୁ ଟାର୍ଗେଟ୍ !
  • ଥାନା ଭିତରେ ରକ୍ତ ଛିଟା, ଦୁଇ ପରିବାରର ଜାଗା ବାଡ଼ିକୁ ନେଇ ପୋଲିସ ଉପସ୍ଥିତିରେ ମାରପିଟ୍
  • ଭୁଲ ଇଞ୍ଜେକ୍ସନ ପାଇଁ ଶିଶୁ ମୃତ୍ୟୁ ଅଭିଯୋଗ, କ୍ୟାପିଟାଲ ହସ୍ପିଟାଲରେ ଉତ୍ତେଜନା
  • କାଲିଠୁ ରତ୍ନଭଣ୍ଡାର ଅଳଙ୍କାର ଗଣତି ମଣତି ଆରମ୍ଭ, ଏସଓପି ଆଧାରରେ ସମସ୍ତ କାର୍ଯ୍ୟ ସୁରୁଖୁରୁରେ କରାଯିବ
  • ଜଳିଗଲା ୨ ବଖରା ଛପର ଘର, ଲୋକମାନଙ୍କର ଉଡିଗଲା ହୋସ !

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In