• About Us
  • Contact Us
Friday, April 3, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ଘର ଭାଙ୍ଗିଥିଲେ ମିଳିବ ପକ୍କା ଘର

by Voice of Victims
October 25, 2024
in ମୁଖ୍ୟ ଖବର, ରାଜ୍ୟ
ଘର ଭାଙ୍ଗିଥିଲେ ମିଳିବ ପକ୍କା ଘର

A woman stands next to her stall damaged by heavy winds at a shore ahead of Cyclone Yaas in Bichitrapur in Balasore district in the eastern state of Odisha India, May 26, 2021. REUTERS/Rupak De Chowdhuri

ଭୁବନେଶ୍ୱର: ବାତ୍ୟା ଦୁର୍ବଳ ହୋଇଯାଇଥିବାବେଳେ ଆସନ୍ତାକାଲି କ୍ଷେତ୍ର ପରିଦର୍ଶନ କରାଯିବ ବୋଲି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି । ସେ କହିଛନ୍ତି ଯେ ଆସନ୍ତାକାଲି ଫିଲ୍ଡ ଷ୍ଟାଫ କ୍ଷୟକ୍ଷତି ଆକଳନ କରିବେ । ଫସଲ ଓ ଘର କ୍ଷୟକ୍ଷତିର ଆକଳନ ୭ ଦିନରେ ହେବ । ଘର ଭାଙ୍ଗିଥିବା ଲୋକଙ୍କୁ ପକ୍କା ଘର ପ୍ରଦାନ କରାଯିବାକୁ ନିଷ୍ପତ୍ତି ହୋଇଛି । ଆସନ୍ତାକାଲି ଏରିୟଲଭାବେ ପ୍ରାଥମିକ ଆକଳନ କରାଯିବ । ବାତ୍ୟା ଯୋଗୁ ଭଦ୍ରକ ଓ କେନ୍ଦ୍ରାପଡ଼ା ବିଶେଷଭାବେ ପ୍ରଭାବିତ ବୋଲି ସୁରେଶ ପୂଜାରୀ କହିଛନ୍ତି ।  ଲ୍ୟାଣ୍ଡଫଲ ପରେ ଦୁର୍ବଳ ହୋଇଛି ବାତ୍ୟା ଦାନା । ଆଗାମୀ ୬ ଘଣ୍ଟା ମଧ୍ୟରେ ଗଭୀର ଅବପାତର ରୂପ ନେବ। ଗତ ରାତି ପ୍ରାୟ ସାଢ଼େ ୧ଟା ସମୟରେ ଆରମ୍ଭ ହୋଇଥିଲା ଲ୍ୟାଣ୍ଡଫଲ ପ୍ରକ୍ରିୟା । ଭୋର ସାଢ଼େ ୩ଟା ସମୟରେ ସ୍ଥଳଭାଗ ଅତିକ୍ରମ କରିଥିଲା ବାତ୍ୟାର ମଧ୍ୟଭାଗ। ସ୍ଥଳ ଭାଗ ଅତିକ୍ରମ କରିବା ସମୟରେ ପବନର ବେଗ ଥିଲା ଘଣ୍ଟାପ୍ରତି ୧୦୦ରୁ ୧୨୦ କି.ମି । ଭିତରକନିକାର ହବାଳିଖଟି ନେଚର କ୍ୟାମ୍ପ ଓ ଧାମରା ନିକଟ ଦେଇ ସ୍ଥଳ ଭାଗ ଅତିକ୍ରମ କରିଥିଲା ବାତ୍ୟା ଦାନା ।

Post Views: 43
Tags: If the house is broken
Share198Tweet124Send
Voice of Victims

Voice of Victims

Recent Posts

  • ଆର୍ଜେଣ୍ଟିନା ଟିମ୍ ଏବଂ ମେସିଙ୍କ ଉପରେ ଆସିଲା ଅଭିଯୋଗ, ୨୫୦ କୋଟି ଟଙ୍କା ନେଇ ମଧ୍ୟ କେରଳ ଆସିଲେନି
  • ଆଜିଠୁ ସବୁ ସ୍କୁଲ ସକାଳୁଆ, ନିର୍ଦ୍ଦେଶ ଜାରି କଲେ ଗଣଶିକ୍ଷା ବିଭାଗ
  • ୧୨ ଦଫା ଦାବି ନେଇ ପୁରୀ ଜିଲ୍ଲାପାଳଙ୍କୁ ଘେରିଲେ ନିଖିଳ ଓଡ଼ିଶା ଅଙ୍ଗନୱାଡ଼ି କର୍ମୀ ସଂଘ
  • ଖରାକୁ ଦେଖି ରାଜ୍ୟ ସରକାରଙ୍କ ବଡ଼ ନିର୍ଦ୍ଦେଶ, ଆସନ୍ତା କାଲିଠାରୁ ରାଜ୍ୟରେ ସକାଳୁଆ ସ୍କୁଲ
  • ରଣପୁରରେ ଜନଗଣନା ତାଲିମ ଶିବିର ଶେଷ, ୧୯୮ ଜଣଙ୍କୁ ପ୍ରଶିକ୍ଷଣ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In