• About Us
  • Contact Us
Friday, May 1, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଶିକ୍ଷାନୁଷ୍ଠାନରେ ସଂରକ୍ଷଣ ଲାଗୁ, ରାଜ୍ୟ କ୍ୟାବିନେଟରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

by Voice of Victims
May 15, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର
ରାଜ୍ୟ ସରକାରଙ୍କ ବଡ଼ ଘୋଷଣା: ମହିଳା କର୍ମଚାରୀଙ୍କୁ ମିଳିବ ବର୍ଷକୁ ୧୨ ଦିନ ଅତିରିକ୍ତ ସାମୟିକ ଛୁଟି

ଭୁବନେଶ୍ୱର: ରାଜ୍ୟ କ୍ୟାବିନେଟରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି । ୬ଟି ପ୍ରସ୍ତାବକୁ କ୍ୟାବିନେଟ୍‌ରେ ମଞ୍ଜୁରି ଦିଆଯାଇଛି । ଉଚ୍ଚଶିକ୍ଷା କ୍ଷେତ୍ରରେ ସଂରକ୍ଷଣ ଲାଗୁ ନେଇ ନିଷ୍ପତ୍ତି ହୋଇଛି । ୧୧.୨୫ ପ୍ରତିଶତ ଆସନ ସଂରକ୍ଷଣ ନେଇ ବ୍ୟବସ୍ଥା କରାଯାଇଛି । ସ୍ନାତକ, ସ୍ନାତକୋତ୍ତର କ୍ଷେତ୍ରରେ ଲାଗୁ ହେବ । ୨୦୨୫-୨୬ ଶିକ୍ଷା ବର୍ଷରୁ ଲାଗୁ କରିବାକୁ ନିଷ୍ପତ୍ତି ହୋଇଛି । ସାମାଜିକ ଓ ପଛୁଆବର୍ଗଙ୍କ ପାଇଁ ସଂରକ୍ଷଣ ବ୍ୟବସ୍ଥା କରାଯାଇଛି ।

ଯୁକ୍ତଦୁଇ, ଯୁକ୍ତତିନି ଓ ବିଶ୍ବବିଦ୍ୟାଳୟ ସ୍ତରରେ ଲାଗୁ ହେବ । ଏସଟିଙ୍କ ପାଇଁ ୨୨.୫ ପ୍ରତିଶତ ସଂରକ୍ଷଣ । ଏସସିଙ୍କ ପାଇଁ ୧୬.୨୫ ପ୍ରତିଶତ ସଂରକ୍ଷଣ । ଦିବ୍ୟାଙ୍ଗ ଛାତ୍ରଛାତ୍ରୀଙ୍କ ପାଇଁ ୫ପ୍ରତିଶତ ସଂରକ୍ଷଣ । ଏସ୍‌ସି,ଏସ୍‌ଟି, ଦିବ୍ୟାଙ୍ଗଙ୍କ ପାଇଁ ପୂର୍ବଭଳି ରହିବ ସଂରକ୍ଷଣ । ରାଜ୍ୟ କ୍ୟାବିନେଟ୍‌ରେ ନିଆଗଲା ବଡ ନିଷ୍ପତ୍ତି ।

Post Views: 50
Share198Tweet124Send
Voice of Victims

Voice of Victims

Recent Posts

  • କାଶୀନାଥଙ୍କ ଘରେ ଫୁଟିଲା ଦୁର୍ଲଭ ବ୍ରହ୍ମକମଳ
  • ସ୍ୱାଧୀନତା ସଂଗ୍ରାମୀ ବୀର ବୈଷ୍ଣବ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତି ଉନ୍ମୋଚିତ !
  • କ୍ୟାଟ ବାର ଆସୋସିଏସନ, କଟକ ତରଫରୁ ମଧୁ ଜୟନ୍ତୀ ଓ ଆଇନଜୀବୀ ଦିବସ ପାଳିତ
  • ମେ ୨ ତାରିଖରେ ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ
  • ମହିଳା ସଂରକ୍ଷଣକୁ ନେଇ ବିଧାନସଭା ସ୍ବତନ୍ତ୍ର ଅଧିବେଶନରେ ବିବୃତ୍ତି ରଖିଲେ ମୁଖ୍ୟମନ୍ତ୍ରୀ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In