• About Us
  • Contact Us
Friday, June 5, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଆଜି ଶ୍ରୀମନ୍ଦିର ପରିଚାଳନା କମିଟିର ଗୁରୁତ୍ବପୂର୍ଣ୍ଣ ବୈଠକ, ଶୃଙ୍ଖଳିତ ନୀତି କାନ୍ତି ପାଇଁ ହେବ ଆଲୋଚନା

by Voice of Victims
June 5, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
ନୂଆବର୍ଷରେ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ବ୍ୟବସ୍ଥା, କେବଳ ସିଂହଦ୍ଵାର ଦେଇ ଭକ୍ତ କରିବେ ପ୍ରବେଶ

ପୁରୀ: ଆଜି ଶ୍ରୀମନ୍ଦିର ପରିଚାଳନା କମିଟିର ଗୁରୁତ୍ବପୂର୍ଣ୍ଣ ବୈଠକ। ଶ୍ରୀମନ୍ଦିର କାର୍ଯ୍ୟାଳୟ ପରିସରରେ ଗଜପତି ମହାରାଜା ଦିବ୍ୟ ସିଂହ ଦେବଙ୍କ ଅଧ୍ୟକ୍ଷତାରେ ସକାଳ ୧୦ଟା ୩୦ରେ ବସିବ ବୈଠକ । ଗତ ୩୧ରେ ଅନୁଷ୍ଠିତ ଛତିଶା ନିଯୋଗ ଓ ନୀତି ସବ୍-କମିଟି ବୈଠକର ବିବରଣୀ ଅନୁମୋଦନ ତଥା ଶ୍ରୀଜୀଉଙ୍କ ଚଳିତବର୍ଷ ଅନୁଷ୍ଠିତ ହେବାକୁ ଥିବା ସ୍ନାନଯାତ୍ରା, ରଥଯାତ୍ରା ଓ ବାହୁଡାଯାତ୍ରା ନିମନ୍ତେ ନୀତି ନିର୍ଘଣ୍ଟ ଓ ବ୍ୟବସ୍ଥାବଳୀ ଅନୁମୋଦନ କରାଯିବ।

ସେହିପରି ଗତ ପରିଚାଳନା କମିଟି ବୈଠକ ପରେ ଅନୁଷ୍ଠିତ ବିଭିନ୍ନ ସବ୍-କମିଟି ଯଥା ପ୍ରକଳ୍ପ ସାଂସ୍କୃତିକ ସବ୍-କମିଟି ଓ ପ୍ରକଳ୍ପ ବୈଷୟିକ ସବ୍-କମିଟି ଯୁଗ୍ମ ବୈଠକର ବିବରଣୀ ଏବଂ ନୀତି ସବ୍-କମିଟି ବୈଠକର ବିବରଣୀ ଅନୁମୋଦନ ତଥା ଶ୍ରୀମନ୍ଦିର ସୁରକ୍ଷା ସବ୍-କମିଟି ବୈଠକର ବିବରଣୀ ଉପରେ ଆଲୋଚନା କରାଯିବ l ଶ୍ରୀମନ୍ଦିର ସୁରକ୍ଷା ଓ ନୀତି କାନ୍ତି ଶୃଙ୍ଖଳିତ ନେଇ ମଧ୍ୟ ହେବ ଆଲୋଚନା ।

ଏହାସହ ବୈଠକରେ ଜୁନ୍ ମାସରେ କେଉଁ କେଉଁ ଦିନ ଭିତର ରତ୍ନଭଣ୍ଡାର ଖୋଲାଯାଇ ମହାପ୍ରଭୁଙ୍କ ଅଳଙ୍କାର ଗଣତି କରାଯିବ ତାହା ଉପରେ ମଧ୍ୟ ପରିଚାଳନା କମିଟି ବୈଠକରେ ଆଲୋଚନା କରାଯାଇ ତାରିଖ ନିର୍ଧାରିତ ହେବ। ବୈଠକରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ, ଜିଲ୍ଲାପାଳ, ଏସପିଙ୍କ ସମେତ ବରିଷ୍ଠ ପ୍ରଶାସନିକ ଅଧିକାରୀ ଓ ପରିଚାଳନା କମିଟିର ସଦସ୍ୟ ପ୍ରମୁଖ ଉପସ୍ଥିତ ରହିବେ ।

Post Views: 66
Share198Tweet124Send
Voice of Victims

Voice of Victims

Recent Posts

  • ସୁପ୍ରିମକୋର୍ଟଙ୍କ ବଡ଼ ରାୟ, ଅଧିକ ପାଠ ପଢ଼ିଥିଲେ ମିଳିବନି ଛୋଟ ଚାକିରି !
  • ରାଜ୍ୟସଭା ଉପ ନିର୍ବାଚନ ପାଇଁ ନାମାଙ୍କନ ଭରିଲେ ଦେବାଶିଷ, ବିଜେପି ପ୍ରାର୍ଥୀ ଭାବେ ନାମାଙ୍କନ ଦାଖଲ କଲେ
  • ଆସନ୍ତା ୧୦ରେ ହେବନି ଘରୋଇ ବସ ଧର୍ମଘଟ, ସ୍ଥଗିତ ରଖିଲା ସଂଘ
  • ପତଞ୍ଜଳି ପକ୍ଷରୁ ବିଶ୍ଵ ପରିବେଶ ଦିବସ ପାଳିତ
  • ଜନଜାତିଙ୍କ ମଧ୍ୟରେ ବହୁ ବିରଳ ପ୍ରତିଭା ଲୁକ୍‍କାୟିତ ଭାବେ ରହିଛି : ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In