• About Us
  • Contact Us
Sunday, April 5, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ପଞ୍ଜିକା ସମନ୍ୱୟ ନେଇ ଗୁରୁତ୍ୱପୂର୍ଣ୍ଣ ବୈଠକ, ଏଣିକି ଭୁଲ ତଥ୍ୟ ଦେଲେ ନିଆଯିବ କାର୍ଯ୍ୟାନୁଷ୍ଠାନ

by Voice of Victims
February 11, 2025
in ମୁଖ୍ୟ ଖବର, ରାଜ୍ୟ
ପଞ୍ଜିକା ସମନ୍ୱୟ ନେଇ ଗୁରୁତ୍ୱପୂର୍ଣ୍ଣ ବୈଠକ, ଏଣିକି ଭୁଲ ତଥ୍ୟ ଦେଲେ ନିଆଯିବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ବର : ପଞ୍ଜିକା ସମନ୍ୱୟ ନେଇ ଗୁରୁତ୍ୱପୂର୍ଣ୍ଣ ବୈଠକ ଶେଷ । ପୁରୀ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ୨୦୨୫-୨୬ ବର୍ଷ ପାଇଁ ପଞ୍ଜିକା ସମୀକରଣ ବୈଠକରେ ନିର୍ଭୁଲ ଓ ତ୍ରୁଟିବିହୀନ ପଞ୍ଜିକା ଉପରେ ଗୁରୁତ୍ୱ ଦିଆଯାଇଛି । ଆଠଟି ପଞ୍ଜିକା ଗଣନା ପ୍ରକାଶକଙ୍କୁ ନିମନ୍ତ୍ରଣ ଦିଆଯାଇଥିବା ବେଳେ ୫ଟି ପଞ୍ଜିକା ପ୍ରକାଶକ ଯୋଗ ଦେଇଥିଲେ । ବୈଠକରେ ଶ୍ରୀମନ୍ଦିରର ବାର୍ଷିକ ପର୍ବପର୍ବାଣୀକୁ ଅନୁମୋଦିତ କରାଯାଇଛି । ଶ୍ରୀମନ୍ଦିରର ପ୍ରଚଳିତ ପର୍ବପର୍ବାଣୀ ତିଥିକୁ ନେଇ କୌଣସି ତାରତମ୍ୟ ରହିବ ନାହିଁ । ଭୁଲ୍ ରହିଲେ ଶ୍ରୀମନ୍ଦିର ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କହିଛନ୍ତି । ବର୍ତ୍ତମାନ ସୁଦ୍ଧା ପାଞ୍ଚଟି ପାଞ୍ଜିକା ରାଧାରମଣ,କୋହିନୁର, ଅରୁଣଦୋୟ, ଜି ଏ ନ ତ୍ରିପାଠୀ ଓ ଭାଗ୍ୟଦୀପ ପାଣ୍ଡୁଲିପି ଦାଖଲ କରିଛନ୍ତି । ସମସ୍ତ ଜନସାଧାରଣ ଏହି ପାଞ୍ଚୋଟି ପଞ୍ଜିକାକୁ ଗ୍ରହଣ କରିବେ ବୋଲି କହିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ । ବୈଠକରେ ଶ୍ରୀମନ୍ଦିର ନୀତି ପ୍ରଶାସକ, ଉନ୍ନୟନ ପ୍ରଶାସକ, ପୂଜାପଣ୍ଡା ନିଯୋଗ,ଦଇତାପତି ନିଯୋଗ, ବିଭିନ୍ନ ପଞ୍ଜିକାର ପ୍ରମୁଖ ଉପସ୍ଥିତ ଥିଲେ । ଅନୁମୋଦନ କରାଯାଇଥିବା ପାଞ୍ଚଟି ପାଞ୍ଜିରେ ନିର୍ଭୁଲ ଭାବେ ସମସ୍ତ ଯାନିଯାତ୍ରା ସମୟରେ ତାରିଖ ସ୍ଥାନ ପାଇବ ।  ଏଥିସହ ଶ୍ରୀ ମନ୍ଦିର ରେ ମହାପ୍ରଭୁଙ୍କ ନୀତିକାନ୍ତି ଓପର୍ବପର୍ବାଣୀ ଆଦି କରାଯିବା ନେଇ ଆଲୋଚନା କରାଯାଇଥିଲା ।

Post Views: 77
Tags: Important meeting regarding registration coordination
Share198Tweet124Send
Voice of Victims

Voice of Victims

Recent Posts

  • ଆମେରିକା ଯୁଦ୍ଧ ବିମାନକୁ ଖସାଇବା ପରେ ଇରାନର ଘୋଷଣା, ପାଇଲଟକୁ ଧରାଇଲେ ମିଳିବ ୫୫ ଲକ୍ଷ ଟଙ୍କା
  • ଭାରତକୁ ପାକିସ୍ତାନର ଧମକ, ଦୁଃସାହସ କଲେ ଆମେ କୋଲକାତା ପର୍ଯ୍ୟନ୍ତ ଆକ୍ରମଣ କରିବୁ
  • ଆଜିଠୁ ରାଜ୍ୟରେ ବଢ଼ିବ କାଳବୈଶାଖୀ ପ୍ରଭାବ, ୮ ତାରିଖ ଯାଏ କାଳବୈଶାଖୀ ସମ୍ଭାବନା
  • ‘ସ୍ୱ-ଗଣନା’ ପ୍ରକ୍ରିୟାରେ ଭାଗ ନେଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ
  • ଏଣିକି e-KYC ବିନା ମିଳିବନି ସିଲିଣ୍ଡର, ଓଡ଼ିଶାରେ ଗ୍ୟାସ ଗ୍ରାହକଙ୍କ ପାଇଁ ବଡ଼ ନିୟମ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In