• About Us
  • Contact Us
Sunday, April 5, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ତୃତୀୟ ପର୍ଯ୍ୟାୟରେ ଅଙ୍ଗନବାଡି ମହିଳାଙ୍କୁ ମିଳିବ ସୁଭଦ୍ରା ଟଙ୍କା

by Voice of Victims
November 21, 2024
in ମୁଖ୍ୟ ଖବର, ରାଜ୍ୟ
ତୃତୀୟ ପର୍ଯ୍ୟାୟରେ ଅଙ୍ଗନବାଡି ମହିଳାଙ୍କୁ ମିଳିବ ସୁଭଦ୍ରା ଟଙ୍କା

ଭୁବନେଶ୍ବର: ରାଜ୍ୟର ଅଙ୍ଗନବାଡି କର୍ମିଙ୍କ ପାଇଁ ଖୁସି ଖବର। ଏହି ଖବରକୁ ଘୋଷଣା କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା। ଘୋଷଣା ଅନୁସାରେ ତୃତୀୟ ପର୍ଯ୍ୟାୟରେ ଅଙ୍ଗନବାଡି ମହିଳାଙ୍କୁ ମିଳିବ ସୁଭଦ୍ରା ଟଙ୍କା। ପୂର୍ବରୁ ସରକାର ଅଙ୍ଗନବାଡି ମହିଳାମାନେ ଏହି ଲୋକପ୍ରିୟ ଯୋଜନାରୁ ବାଦ ପଡିଥିଲେ। ହେଲେ ପରବର୍ତ୍ତି ସମୟରେ ସେମାନଙ୍କୁ ମଧ୍ୟ ଏହି ଯୋଜନାରେ ସାମିଲା କରାଗଲା। ସେହିପରି ପ୍ରଥମ ପର୍ଯ୍ୟାୟର ତୃତୀୟ କିସ୍ତି ଟଙ୍କା ଆସନ୍ତା 24 ତାରିଖରେ ପ୍ରଦାନ କରାଯିବ ବୋଲି ଶ୍ରୀମତୀ ପରିଡା କହିଛନ୍ତି। ଏହି ଯୋଜାନର ପ୍ରଥମ କିସ୍ତିର ଟଙ୍କା ୨୫ଲକ୍ଷରୁ ଅଧିକ ମହିଳା ପାଇଛନ୍ତି। ସେହିପରି ଅକ୍ଟୋବର ୯ ତାରିଖରେ ଦ୍ୱିତୀୟ କିସ୍ତି ଟଙ୍କା ୩୫ ଲକ୍ଷରୁ ଅଧିକ ହିତାଧିକାରୀମାନଙ୍କ ଖାତାକୁ ସୁଭଦ୍ରା ଟଙ୍କା ଯାଇଥିଲା। ବର୍ତ୍ତମାନ ସୁଦ୍ଧା ୧ କୋଟିରୁ ଅଧିକ ହିତାଧିକାରୀ ଏହି ଯୋଜନାରେ ଆବେଦନ କରିଥିବାରୁ ପ୍ରାୟ ୪୦ ଲକ୍ଷରୁ ଅଧିକ ଆବେଦନକାରୀ ଅପେକ୍ଷାରେ ରହିଛନ୍ତି। ଆବେଦନକାରୀଙ୍କ ମଧ୍ୟରୁ ୨ଲକ୍ଷ ହିତାଧିକାରୀ ରିଜେକ୍ଟ ହୋଇଥିବା ବେଳେ ସୁଭଦ୍ରା ଯୋଜନା ନିୟମରେ ସଂଶୋଧନ ଆଣି କେମିତି ଅଧିକ ଯୋଗ୍ୟ ହିତାଧିକାରୀ ଏଥିରେ ସାମିଲ ହୋଇପାରିବେ ସେଦିଗରେ ସରକାର ଧ୍ୟାନ ଦେଇଛନ୍ତି ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି।

Post Views: 111
Tags: In the third phase
Share198Tweet124Send
Voice of Victims

Voice of Victims

Recent Posts

  • ଆମେରିକା ଯୁଦ୍ଧ ବିମାନକୁ ଖସାଇବା ପରେ ଇରାନର ଘୋଷଣା, ପାଇଲଟକୁ ଧରାଇଲେ ମିଳିବ ୫୫ ଲକ୍ଷ ଟଙ୍କା
  • ଭାରତକୁ ପାକିସ୍ତାନର ଧମକ, ଦୁଃସାହସ କଲେ ଆମେ କୋଲକାତା ପର୍ଯ୍ୟନ୍ତ ଆକ୍ରମଣ କରିବୁ
  • ଆଜିଠୁ ରାଜ୍ୟରେ ବଢ଼ିବ କାଳବୈଶାଖୀ ପ୍ରଭାବ, ୮ ତାରିଖ ଯାଏ କାଳବୈଶାଖୀ ସମ୍ଭାବନା
  • ‘ସ୍ୱ-ଗଣନା’ ପ୍ରକ୍ରିୟାରେ ଭାଗ ନେଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ
  • ଏଣିକି e-KYC ବିନା ମିଳିବନି ସିଲିଣ୍ଡର, ଓଡ଼ିଶାରେ ଗ୍ୟାସ ଗ୍ରାହକଙ୍କ ପାଇଁ ବଡ଼ ନିୟମ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In