• About Us
  • Contact Us
Monday, May 11, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

କଙ୍ଗୋ ବିମାନବନ୍ଦରରେ ଅଘଟଣ, ରନୱେରେ ଅବତରଣ କରିବା ସମୟରେ ବିମାନରେ ଲାଗିଲା ନିଆଁ

by Voice of Victims
November 18, 2025
in ଦେଶ ବିଦେଶ, ମୁଖ୍ୟ ଖବର, ସମସ୍ୟା
କଙ୍ଗୋ ବିମାନବନ୍ଦରରେ ଅଘଟଣ, ରନୱେରେ ଅବତରଣ କରିବା ସମୟରେ ବିମାନରେ ଲାଗିଲା ନିଆଁ

କଙ୍ଗୋ : କଙ୍ଗୋ ବିମାନବନ୍ଦରର ଏକ ଭିଡିଓ ବର୍ତ୍ତମାନ ଖୁବ୍ ଜୋରରେ ଭାଇରଲ ହେଉଛି । ରନୱେରେ ଅବତରଣ କରିବା ସମୟରେ ବିମାନରେ ଅଗ୍ନିକାଣ୍ଡ ଘଟିଛି ।  ଯାହା ଭାଇରଲ ହୋଇଥିବା ଭିଡିଓରେ ଦେଖିବାକୁ ମିଳିଛି । ଏଥିରେ କଙ୍ଗୋର ଜଣେ ସରକାରୀ ମନ୍ତ୍ରୀଙ୍କ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଜଣାପଡିଛି ।

ସୂଚନାନୁଯାୟୀ, କୋଲୱେଜିର ରନୱେ ୨୯ରେ ଅବତରଣ କରିବା ସମୟରେ  ବିମାନର ପଛ ଭାଗରେ ନିଆଁ ଲାଗିଯାଇଥିଲା । ଏହି ଦୁର୍ଘଟଣା ସମୟରେ ଦେଶର ଖଣି ମନ୍ତ୍ରୀ ଲୁଇସ ୱାଟମ୍ କାବାମ୍ବା  ଏବଂ ଉଚ୍ଚ ପଦସ୍ଥ ଅଧିକାରୀଙ୍କ ଏକ ପ୍ରତିନିଧିମଣ୍ଡଳୀ ବିମାନରେ ଥିଲେ । ନିଆଁ ଲାଗିଥିବା ବିମାନଟି ଏରୋଜେଟ୍ ଆଙ୍ଗୋଲା ଦ୍ବାରା ପରିଚାଳିତ ଥିଲା ।

ନିଆଁ ଲାଗିବା ମାତ୍ରେ ତୁରନ୍ତ ପାଣି ପାଇପ୍ ସାହାଯ୍ୟରେ କର୍ମଚାରୀମାନେ ନିଆଁକୁ ଆୟତ୍ତ କରିଥିଲେ । ନିଆଁ ଲାଗିବା ଫଳରେ ସ୍ଥାନୀୟ ଅଞ୍ଚଳରେ ଭୟର ବାତାବରଣ ସୃଷ୍ଟି କରିଥିଲା । ଏହି ଦୁର୍ଘଟଣାରେ କୌଣସି ମୃତାହତଙ୍କ ସୂଚନା ମିଳିନାହିଁ । ଯାହା ଏବେ ସୋସିଆଲ ମିଡିଆରେ ଭାଇରଲ ହେବାରେ ଲାଗିଛି ।

Post Views: 38
Share198Tweet124Send
Voice of Victims

Voice of Victims

Recent Posts

  • ଓଡ଼ିଶା ହେବ ଦେଶର ସାଂସ୍କୃତିକ ରାଜଧାନୀ
  • ଜନଗଣନା କାର୍ଯ୍ୟରେ ଦେଶରେ ସବୁଠୁ ଆଗୁଆ ଓଡ଼ିଶା
  • ପଦାରେ ପଡ଼ିଲା AIADMKର ଆଭ୍ୟନ୍ତରୀଣ କନ୍ଦଳ, ପରାଜୟ ପରେ ପଲାନିସ୍ୱାମୀଙ୍କ ଇସ୍ତଫା ଦାବି
  • ଇରାନ ଯୁଦ୍ଧ ମଧ୍ୟରେ ଚୀନ ଗସ୍ତ କରିବେ ଡୋନାଲ୍ଡ ଟ୍ରମ୍ପ
  • ବର୍ଷେ ଯାଏଁ ସୁନା ନ କିଣିବା ପାଇଁ ପରାମର୍ଶ ଦେଲେ ମୋଦୀ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In