• About Us
  • Contact Us
Friday, April 3, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

ମୁମ୍ବାଇ ଥାନେ ରେଲୱେ ଷ୍ଟେସନରେ ଅଘଟଣ, ଟ୍ରେନରୁ ଖସିପଡି ୫ ମୃତ

by Voice of Victims
June 9, 2025
in ଦେଶ ବିଦେଶ, ମୁଖ୍ୟ ଖବର, ସମସ୍ୟା
ମୁମ୍ବାଇ ଥାନେ ରେଲୱେ ଷ୍ଟେସନରେ ଅଘଟଣ, ଟ୍ରେନରୁ ଖସିପଡି ୫ ମୃତ

ମୁମ୍ବାଇ: ମହାରାଷ୍ଟ୍ରର ଥାନେରେ ବଡ଼ ରେଳ ଦୁର୍ଘଟଣା । ଥାନେର ମୁମ୍ବାଇ ରେଲୱେ ଷ୍ଟେସନରୁ ସିଏସଏମଟି ଅଭିମୁଖେ ଯାଉଥିବା ଲୋକାଲ୍ ଟ୍ରେନରୁ ଅନେକ ଯାତ୍ରୀ ଧାରଣାକୁ ଖସି ପଡିଥବା ବେଳେ ୫ ଜଣଙ୍କ ମୃତ୍ୟୁ ଘଟିଛି । ଏହି ଦୁର୍ଘଟଣା ପରେ ରେଲୱେ ଓ ଜିଆରପିର ଅଧିକାରୀ ଖବର ପାଇ ଘଟଣାସ୍ଥଳରେ ପହଞ୍ଚିଛନ୍ତି ।

ମିଳିଥିବା ସୂଚନାନୁସାରେ, ୧୦ ରୁ ୧୨ ଯାତ୍ରୀ ଟ୍ରେନରୁ ଖସି ପଡିଛନ୍ତି । ଟ୍ରେନରେ ଅତ୍ୟଧିକ ଭିଡ଼ କାରଣରୁ ଏଭଳି ଅଘଟଣ ଘଟିଛି ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡିଛି । ମୃତକମାନଙ୍କୁ ଚିହ୍ନଟ କରାଯାଉଛି। ସମସ୍ତ ମୃତକଙ୍କ ବୟସ ୩୦ ରୁ ୩୫ ବର୍ଷ ମଧ୍ୟରେ।  ପ୍ରାଥମିକ ତଦନ୍ତ ଅନୁସାରେ, ଯାତ୍ରୀମାନେ ଦ୍ୱାରରେ ଝୁଲି ଯାତ୍ରା କରୁଥିଲେ । ଏହି ସମୟରେ ଏହି ଦୁର୍ଘଟଣା ଘଟିଥିଲା । ଉଦ୍ଧାରକାରୀ ଦଳ, ପୋଲିସ ସହ ଅନ୍ୟ ଅଧିକାରୀ ଘଟଣାସ୍ଥଳରେ ଉପସ୍ଥିତ ରହିଛନ୍ତି । ସକାଳ ପ୍ରାୟ ୧୦ଟା ସମୟରେ ଏହି ଦୁର୍ଘଟଣା ଘଟିଥିବା ଜଣାପଡ଼ିଛି ।

ତେବେ ସୋମବାର ଅଫିସ ସମୟରେ ପ୍ରବଳ ଭିଡ଼ ଯୋଗୁଁ ଟ୍ରେନରେ ଚଢାଚଢି ସମୟରେ ଏଭଳି ଘଟଣା ଘଟିଥିବା ଅନୁମାନ କରାଯାଉଛି ।

Post Views: 70
Share198Tweet124Send
Voice of Victims

Voice of Victims

Recent Posts

  • ଆର୍ଜେଣ୍ଟିନା ଟିମ୍ ଏବଂ ମେସିଙ୍କ ଉପରେ ଆସିଲା ଅଭିଯୋଗ, ୨୫୦ କୋଟି ଟଙ୍କା ନେଇ ମଧ୍ୟ କେରଳ ଆସିଲେନି
  • ଆଜିଠୁ ସବୁ ସ୍କୁଲ ସକାଳୁଆ, ନିର୍ଦ୍ଦେଶ ଜାରି କଲେ ଗଣଶିକ୍ଷା ବିଭାଗ
  • ୧୨ ଦଫା ଦାବି ନେଇ ପୁରୀ ଜିଲ୍ଲାପାଳଙ୍କୁ ଘେରିଲେ ନିଖିଳ ଓଡ଼ିଶା ଅଙ୍ଗନୱାଡ଼ି କର୍ମୀ ସଂଘ
  • ଖରାକୁ ଦେଖି ରାଜ୍ୟ ସରକାରଙ୍କ ବଡ଼ ନିର୍ଦ୍ଦେଶ, ଆସନ୍ତା କାଲିଠାରୁ ରାଜ୍ୟରେ ସକାଳୁଆ ସ୍କୁଲ
  • ରଣପୁରରେ ଜନଗଣନା ତାଲିମ ଶିବିର ଶେଷ, ୧୯୮ ଜଣଙ୍କୁ ପ୍ରଶିକ୍ଷଣ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In