• About Us
  • Contact Us
Sunday, March 29, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

ପ୍ରଧାନମନ୍ତ୍ରୀ ମୁଦ୍ରା ଯୋଜନା ଅଧୀନରେ ଋଣ ସୀମା ୧୦ ଲକ୍ଷରୁ ୨୦ ଲକ୍ଷକୁ ବୃଦ୍ଧି

by Voice of Victims
October 25, 2024
in ଦେଶ ବିଦେଶ, ବିଶେଷ ପୃଷ୍ଠା, ମୁଖ୍ୟ ଖବର
ପ୍ରଧାନମନ୍ତ୍ରୀ ମୁଦ୍ରା ଯୋଜନା ଅଧୀନରେ ଋଣ ସୀମା ୧୦ ଲକ୍ଷରୁ ୨୦ ଲକ୍ଷକୁ ବୃଦ୍ଧି

ନୂଆଦିଲ୍ଲୀ: କେନ୍ଦ୍ର ବଜେଟ ୨୦୨୪-୨୫ରେ ଅର୍ଥମନ୍ତ୍ରୀ ୨୩ ଜୁଲାଇ ୨୦୨୪ରେ କରିଥିବା ଘୋଷଣା ଅନୁଯାୟୀ ପ୍ରଧାନମନ୍ତ୍ରୀ ମୁଦ୍ରା ଯୋଜନା (ପିଏମଏମୱାଇ) ଅଧୀନରେ ମୁଦ୍ରା ଋଣର ସୀମା ବର୍ତ୍ତମାନର ୧୦ ଲକ୍ଷ ଟଙ୍କାରୁ ୨୦ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଛି। ଏହି ବୃଦ୍ଧି ମୁଦ୍ରା ଯୋଜନାର ସାମଗ୍ରିକ ଉଦ୍ଦେଶ୍ୟକୁ ଆଗକୁ ବଢ଼ାଇବାକୁ ସହିତ ଉଦ୍ୟୋଗୀମାନଙ୍କୁ ପାଣ୍ଠି ଯୋଗାଉଛି। ଏହି ଅଭିବୃଦ୍ଧି ଆଗାମୀ ଉଦ୍ୟୋଗୀମାନଙ୍କ ପାଇଁ ବିଶେଷ ଭାବରେ ଲାଭଦାୟକ ଅଟେ ଯାହା ସେମାନଙ୍କର ଅଭିବୃଦ୍ଧି ଏବଂ ସମ୍ପ୍ରସାରଣକୁ ସୁଗମ କରିଥାଏ। ଏକ ସୁଦୃଢ଼ ଉଦ୍ୟୋଗୀ ଇକୋସିଷ୍ଟମକୁ ପ୍ରୋତ୍ସାହିତ କରିବା ଦିଗରେ ସରକାରଙ୍କ ପ୍ରତିବଦ୍ଧତା ସହିତ ଏହି ପଦକ୍ଷେପ ନିଆଯାଇଛି। ଏ ସଂକ୍ରାନ୍ତରେ ଜାରି ବିଜ୍ଞପ୍ତି ଅନୁଯାୟୀ ତରୁଣ ପ୍ଲସର ନୂଆ ବର୍ଗ ୧୦ ଲକ୍ଷ ଟଙ୍କାରୁ ଅଧିକ ଏବଂ ୨୦ ଲକ୍ଷ  ଟଙ୍କା ପର୍ଯ୍ୟନ୍ତ ଋଣ ପାଇଁ ରହିଛି  ଏବଂ ତରୁଣ ବର୍ଗ ଅଧୀନରେ ପୂର୍ବ ଋଣ କୁ ସଫଳତାର ସହ ପରିଶୋଧ କରିଥିବା  ଉଦ୍ୟୋଗୀମାନଙ୍କ ପାଇଁ ଉପଲବ୍ଧ ହେବ। ମାଇକ୍ରୋ ୟୁନିଟ୍ ପାଇଁ କ୍ରେଡିଟ୍ ଗ୍ୟାରେଣ୍ଟି ପାଣ୍ଠି (ସିଜିଏଫଏମୟୁ) ଅଧୀନରେ ୨୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ପିଏମଏମୱାଇ ଋଣର ଗ୍ୟାରେଣ୍ଟି କଭରେଜ୍ ପ୍ରଦାନ କରାଯିବ।

Post Views: 51
Share199Tweet125Send
Voice of Victims

Voice of Victims

Recent Posts

  • କରୋନା ଭୂତାଣୁର ଏକ ନୂଆ ରୂପ, ୨୩ଟି ଦେଶକୁ ମାଡ଼ିଗଲାଣି ‘ସିକାଡ଼ା’
  • ଲଦାଖରେ ବଡ ଧରଣର ହିମସ୍ଖଳନ, ୭ ମୃତ ଓ ୫ ଗୁରୁତର ଆହତ
  • ୩ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ସ୍ଥଳସେନା ମୁଖ୍ୟ, ଶ୍ରୀଜିଉଙ୍କୁ କଲେ ଦର୍ଶନ
  • ବାରିପଦାରେ କାଳବୈଶାଖୀ ତାଣ୍ଡବ, ୨ ମୃତ ଓ ୩ ଆହତ
  • ପତଞ୍ଜଳି ପକ୍ଷରୁ ରାମନବମୀ ଓ ସନ୍ୟାସ ଦିକ୍ଷା ଦିବସ ପାଳନ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In